ନୁହେଁ ଆମେ ହିନ୍ଦୁ ଅବା ମୁସଲମାନ୍‌: ହିନ୍ଦୁସ୍ତାନୀ ଆମେ ଦେଶ ଆମ ହିନ୍ଦୁସ୍ତାନ

ଆମେଠି,୨୭।୨: ଦେଶରେ ହିନ୍ଦୁ-ମୁସଲମାନ୍‌ ନେଇ ହିଂସା ଘଟୁଥିବାବେଳେ ଉତ୍ତରପ୍ରଦେଶ ଆମେଠିର ପିଢ଼ି ଗାଁରେ ଭାଇଚାରାର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଦୁଇ ବାଲ୍ୟ ବନ୍ଧୁ କୃଷ୍ଣଦତ୍ତ ତିଓ୍ବାରି ଏବଂ ବକରିଦି। ୮୨ ବର୍ଷ ବୟସ୍କ ବକରିଦି ସ୍ଥାନୀୟ ମଦ୍ରାସାରେ ଶିକ୍ଷାଦାନ କରନ୍ତି। ସେହିପରି କୃଷ୍ଣଦତ୍ତ ଗାଁରେ ଥିବା ତପେଶ୍ୱର ଶିବ ମନ୍ଦିରରେ ପୂଜା କରନ୍ତି। ଦୁଇ ବନ୍ଧୁଙ୍କ ମଧ୍ୟରେ ଏଭଳି ବନ୍ଧୁତା ୭୫ ବର୍ଷ ଧରି ରହିଆସିଛି। ସେମାନଙ୍କ ଉଦ୍ୟମରେ ଗାଁରେ ତପେଶ୍ୱର ମନ୍ଦିର ନିର୍ମାଣ କରାଯାଇଥିଲା। ଜାଗର, ଶ୍ରାବଣ ମାସ ସୋମବାର ଏବଂ ଅନ୍ୟ ପର୍ବପର୍ବାଣୀରେ ବକରିଦି ମନ୍ଦିରକୁ ନ ଆସିଲେ କୃଷ୍ଣଦତ୍ତ ପୂଜା ନ କରି ଅପେକ୍ଷା କରିଥାନ୍ତି। ବକରିଦି ଆସିଲେ ପୂଜା ହୁଏ। ଗାଁରେ ଉଭୟ ସମ୍ପ୍ରଦାୟ ହୋଲି, ଦିଓ୍ବାଲି, ଇଦ୍‌ ମିଳିମିଶି ପାଳନ କରନ୍ତି। ସେମାନେ କୁହନ୍ତି ନୁହେଁ ଆମେ ହିନ୍ଦୁ ଅବା ମୁସଲମାନ୍‌। ଆମେ ହିନ୍ଦୁସ୍ତାନୀ ଆମ ଦେଶ ହିନ୍ଦୁସ୍ତାନ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ରାଜ୍ୟ ଭାବେ ୪ କୋଟିରୁ ଊର୍ଦ୍ଧ୍ୱ ନମୁନା ଯାଞ୍ଚ୍‌ କଲା ଉତ୍ତରପ୍ରଦେଶ

ଲକ୍ଷ୍ନୌ,୨୭।୪: ଦେଶରେ ପ୍ରଥମ ରାଜ୍ୟ ଭାବେ କରୋନା ପାଇଁ ୪ କୋଟିରୁ ଊର୍ଦ୍ଧ୍ୱ ନମୁନା ଯାଞ୍ଚ୍‌ କରିଛି ଉତ୍ତର ପ୍ରଦେଶ। ରାଜ୍ୟ ଅତିରିକ୍ତ ମୁଖ୍ୟ ଶାସନ...

ମୁଁ ନୁହେଁ ଦାନର ବସ୍ତୁ, ପିତାଙ୍କୁ କନ୍ୟାଦାନ କରିବାକୁ ମନା କଲେ ଆଇଏଏସ୍‌ ଅଫିସର…

ନୂଆଦିଲ୍ଲୀ, ୧୮।୧୨: ବିବାହରେ କନ୍ୟା ପିତା କନ୍ୟାଦାନ କରିବାର ପରମ୍ପରା ରହିଛି। ମାତ୍ର ଜଣେ ଆଇଏଏସ୍‌ ଆଧିକାରୀ ନେ ଦାନର ବସ୍ତୁ ନୁହନ୍ତି। ତେଣୁ ପିତାଙ୍କୁ...

ଲେହେଙ୍ଗା ବଦଳରେ ପ୍ୟାଣ୍ଟ୍‌ଶାର୍ଟ ପିନ୍ଧି ବେଦୀକୁ ଆସିଲେ କନ୍ୟା, ଫଟୋ ଭାଇରାଲ

ସାଧାରଣତଃ ବିବାହ ସମୟରେ ଭାରତୀୟ କନ୍ୟାମାନେ ପାରମ୍ପରିକ ପୋଷାକରେ ନଜର ଆସିଥାନ୍ତି। ଲେହେଙ୍ଗାଠାରୁ ଆରମ୍ଭ କରି ବିଭିନ୍ନ ଗହଣା ପିନ୍ଧି ସଜେଇ ହୋଇଥାନ୍ତି। କେହି କେହି...

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଶୀତଦିନେ ଖାଆନ୍ତୁ ଏହି ରଙ୍ଗର ପନିପରିବା ଓ ଫଳ…

ଶୀତଦିନେ ଲାଲ୍‌ ରଙ୍ଗର ପନିପରିବା ଓ ଫଳ ଖାଇଲେ ବହୁ ଉପକାର ମିଳିଥାଏ। ଏସବୁ ପନିପରିବା ଓ ଫଳ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି...

ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ଏହି ପେଣ୍ଟିଂକୁ କୁହାଯାଏ ଅଭିଶପ୍ତ, ଜାଣନ୍ତୁ କାହିଁକି

ବିଶ୍ୱର ଏପରି କିଛି ଭୟଭୀତ ପେଣ୍ଟି ଅଛି, ଯାହାକୁ ଦେଖିଲେ ଆପଣ ମଧ୍ୟ ଚକିତ ହୋଇଯିବେ। ତେବେ ଏପରି ଏକ ପେଣ୍ଟିଂ ଅଛି, ଯେ କୌଣସି...

ଚାଷୀଙ୍କୁ ମନାଇବାକୁ ଉଦ୍ୟମ

ନୂଆଦିଲ୍ଲୀ, ୨୪।୧୨: ଡିସେମ୍ବର ୨୫ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୯ କୋଟି ଚାଷୀଙ୍କ...

ସେଓ ଭର୍ତ୍ତି ଟ୍ରକ୍‌ରେ ନିଆଁ ଲଗାଇଲେ ଆତଙ୍କବାଦୀ

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀର ସୋପୋରେ ଶୁକ୍ରବାର ସକାଳେ ପୁଣି କିଛି ଆତଙ୍କବାଦୀ ସେଓ ବ୍ୟବସାୟୀଙ୍କ ଉପରକୁ ଆକ୍ରମଣ କରିଛନ୍ତି। ସେଓ ଭର୍ତ୍ତି ଥିବା ଏକ ଟ୍ରକ୍‌ରେ ସେମାନେ...

ବୁଷ୍ଟର ଡୋଜ୍‌କୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ, ୧୩।୧୨: କୋଭିଡ୍‌-୧୯ର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ବିଭିନ୍ନ ଦେଶକୁ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କୋଭିଡ୍‌ ଟିକାର ବୁଷ୍ଟର ଡୋଜ୍‌ ପ୍ରଦାନ...

Advertisement
Archives

Model This Week