ନୂଆପଡ଼ାରେ କାର୍ଯ୍ୟକ୍ଷମ ହେଲା କୋଭିଡ ହସ୍ପିଟାଲ: ରହିଛି ୧୬୫ ଶଯ୍ୟା, ୫ ଆଇସିୟୁ

ଭୁବନେଶ୍ୱର, ୮।୫(ବ୍ୟୁରୋ): ନୂଆପଡ଼ା ଜିଲାରେ ଥିବା କୋଭିଡ ହସ୍ପିଟାଲକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଶୁକ୍ରବାର ବୁଲି ଦେଖିବା ସହ ଏହାର କାର୍ଯ୍ୟ କାରିତା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏଠାରେ ୧୬୫ଟି ଶଯ୍ୟା ଉପଲବ୍ଧ ଥିବାବେଳେ ୫ଟି ଆଇସିୟୁର ବ୍ୟବସ୍ଥା ରହିଛି। କୋଭିଡ ହସ୍ପିଟାଲରେ ଆବଶ୍ୟକ ଭେଣ୍ଟିଲେଟରର ବ୍ୟବସ୍ଥା କରିବା ପାଇଁ ମନ୍ତ୍ରୀ ଦାସ ଓଡ଼ିଶା ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶିକାଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ଏଠାରେ କୋଭିଡର ଉପଯୁକ୍ତ ଚିକିତ୍ସା ପାଇଁ ମେଡିକାଲ କଲେଜରୁ ସ୍ବତନ୍ତ୍ର ଡାକ୍ତର ଦଳ ପଠାଇବାକୁ ଡିଏମ୍‌ଇଟିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପରେ ମନ୍ତ୍ରୀ ଦାସ ଖରିଆରଠାରେ ନବ ନିର୍ମିତ ମାତୃ ଓ ଶିଶୁ ହସ୍ପିଟାଲ କାର୍ଯ୍ୟକ୍ଷମ ଅବସରରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦହିବରା ଖାଇ ୩ ଗ୍ରାମର ୬୮ ଅସୁସ୍ଥ: ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ନୟାଗଡ଼ ଅଫିସ, ୭ା୧୧: ନୟାଗଡ଼ ଜିଲା ଗଣିଆ ବ୍ଲକର ବିଜୟନଗର, ଗଣିଆ ଓ ବେଲଗଡ଼ ଗ୍ରାମର ୬୮ଜଣ ଦହିବରା ଖାଇ ଗୁରୁବାର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ...

ରାସ୍ତା ସୂଚନା ଫଳକ ଭାଙ୍ଗିଦେଲେ ଦୁର୍ବୃତ୍ତ

ଅନୁଗୋଳ ଅଫିସ୍‌, ୧୭।୨:  ଅନୁଗୋଳ ବାଳ ସୁଧାର ଗୃହ ନିକଟରେ ପିଡବ୍ଲ୍ୟୁଡି ପକ୍ଷରୁ ମେଡିକାଲ ଯିବାକୁ ରାସ୍ତା ସୂଚନା ଲେଖାଯାଇଥିବା ଫଳକକୁ କେହି ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି।...

ଡାକ୍ତରମାନଙ୍କ ଅନୁପସ୍ଥିତିକୁ ନେଇ ଉତ୍ତେଜନା

ବ୍ରଜରାଜନଗର, ୧୨।୯ (ଡି.ଏନ୍‌.ଏ.)  ବ୍ରଜରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ସପ୍ତାହ ହେଲା କେତେଜଣ ଡାକ୍ତରଙ୍କ ଅନୁପସ୍ଥିତିକୁ ନେଇ ଉତ୍ତେଜନା ଦେଖାଦେଇଛି। ଦିନେ କିମ୍ବା ଦୁଇ ଦିନ...

ଶ୍ରୀମନ୍ଦିରରେ ଆଜିଠୁ ଅଣସର ନୀତି, ଦର୍ଶନ ପାଇଁ ଅଲାରନାଥ ପୀଠରେ ଭିଡ଼

ପୁରୀ ଅଫିସ,୧୫।୬: ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହୋଇଛି ଅଣସର ନୀତି। ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ଥିବାରୁ ଦର୍ଶନ ପାଇଁ ବ୍ରହ୍ମଗିରି ସ୍ଥିତ ଶ୍ରୀ...

ବଢ଼ିଚାଲିଛି ସାପ କାମୁଡ଼ାଜନିତ ମୃତ୍ୟୁସଂଖ୍ୟା: ଗୋଟିଏ ଦିନରେ ଗଲା ୭ ଜୀବନ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ସାପ କାମୁଡ଼ାଜନିତ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତିଦିନ ରାଜ୍ୟର କେଉଁଠି ନା କେଉଁଠି ଲୋକେ ସର୍ପାଘାତର ଶିକାର ହେଉଛନ୍ତି। ବିଷଧର ସାପ...

ମଙ୍ଗଳବାରଠୁ ଖୋଲିବ ଘଟଗାଁ ତାରିଣୀ ମନ୍ଦିର

କେନ୍ଦୁଝର/ଘଟଗାଁ,୯ା୮(ସ୍ବ.ପ୍ର./ଡି.ଏନ୍‌.ଏ.): ମଙ୍ଗଳବାରଠାରୁ କୋଭିଡ୍‌ କଟକଣାରେ ଖୋଲିବ କେନ୍ଦୁଝର ଜିଲାର ପ୍ରସିଦ୍ଧ ଘଟଗାଁ ତାରିଣୀ ମନ୍ଦିର। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଶ୍ରଦ୍ଧାଳୁମାନେ...

ଘର ସହ ଜଳିଗଲେ ନବବଧୂ

ଭଦ୍ରକ ଅଫିସ, ୧୨।୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନସ୍ଥ ସେରପୁର ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡ ଘଟି ତିନି ବଖରା ସହ...

ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା: ପ୍ରତାରଣା ଯୋଗୁ ଆତ୍ମହତ୍ୟା, ଜଣେ ଗିରଫ

ଜି.ଉଦୟଗିରି,୬ା୯(ଡି.ଏନ.ଏ.)- ଜି.ଉଦୟଗିରି ଥାନା ପେଟାଗୁଡ଼ା ଜଙ୍ଗଲରୁ ମଙ୍ଗଳବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ମିଳିଥିଲା। ବିବାହ ପ୍ରଲୋଭନ ଦେଖାଇ ୨ବର୍ଷ ଶାରିରୀକ ସମ୍ପର୍କ ରଖିବା ପରେ...

Advertisement
Archives

Model This Week