ନୂଆପଡ଼ାରେ ଢୋଲକିଆ, ଖଡ଼ିଆଳରେ ଅଧିରାଜ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୧୨ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଆଗରେ ଅଛନ୍ତି। ଢୋଲକିଆ ୨୬୪୮୮ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝି ୧୯୦୬୦ ଭୋଟ ପାଇଛନ୍ତି। ସେହିପରି ଖଡ଼ିଆଳ ବିଧାନସଭା ଆସନରେ କଂଗ୍ରେସର ଅଧିରାଜ ପାଣିଗ୍ରାହୀ ଆଗରେ ଅଛନ୍ତି। ଅଧିରାଜ ୨୩୧୬୪ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଲମ୍ବୋଦର ନିଆଲ ୨୦୯୧୭ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri