ନୂଆପଡ଼ା ଜିଲା ଛୁଇଁଲା କରୋନା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପ୍ରଥମ ଥର ପାଇଁ ନୂଆପଡ଼ାକୁ କରୋନା ଛୁଇଁଛି। ରବିବାର ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ନୂଆ ୬୭ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୪ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଏବଂ ୩ ଜଣ ସାଧାରଣ ଲୋକ(ଲୋକାଲ୍‌) ରହିଛନ୍ତି।  ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମର ୭, ପୁରୀର ୧୬, ଖୋର୍ଦ୍ଧାର ୩, କଟକର ୨, ନୟାଗଡ଼ର ୧୩, ସୁନ୍ଦରଗଡ଼ ୪, ଜଗତସିଂହପୁର ୧, ଅନୁଗୋଳ ୬, କଳାହାଣ୍ଡି ୪, ବଲାଙ୍ଗୀର ୭, ମାଲକାନଗିରି ୨, ଢେଙ୍କାନାଳର ଜଣେ ଅଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩୩୬ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି। ଏହା ସହିତ ଯୁଦ୍ଧଜାହାଜ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri