
ନୂଆପଡ଼ା,୨୩।୫: ୭ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଆଗୁଆ ଅଛନ୍ତି। ରାଜେନ୍ଦ୍ର ୧୪୫୯୩ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝି ୧୧୮୮୫ ଭୋଟ ପାଇଛନ୍ତି।
ନୂଆପଡ଼ା,୨୩।୫: ୭ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଆଗୁଆ ଅଛନ୍ତି। ରାଜେନ୍ଦ୍ର ୧୪୫୯୩ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝି ୧୧୮୮୫ ଭୋଟ ପାଇଛନ୍ତି।
ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...
ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍ଜୋମ’ ଭୟଙ୍କର...
କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...
ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି।...
ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର।...
ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ...
ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ...
ଭୁବନେଶ୍ୱର,୫ା୧୨(ସତ୍ୟଜିତ୍ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା...