ଛତ୍ରପୁର,୧ା୧(ଡି.ଏନ୍.ଏ.)-ବୁଧବାର ନୂତନ ବର୍ଷ ୨୦୨୦ ଆରମ୍ଭ ହେବ। ସାଧାରଣତଃ ଗ୍ରୀଟିଙ୍ଗସ୍ କାର୍ଡ, ଫୁଲ ତୋଡ଼ା ଓ ବିଭିନ୍ନ ଉପହାର ଦେଇ ନୂତନବର୍ଷର ଶୁଭେଚ୍ଛା ଜଣାଯାଏ। ତେବେ ଚଳିତଥର ଏସବୁ ଉପହାର ନ ଦେଇ ବହି ଉପହାର ଦେବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁତ୍ୱାରୋପ କରିଛନ୍ତି। ଜନସାଧାରଣ ସ୍କୁଲ ଛାତ୍ରୀଛାତ୍ର, ସରକାରୀ ଅଫିସର ଓ ବନ୍ଧୁମାନଙ୍କୁ ବହି ଉପହାର ଦେବାକୁ ମଙ୍ଗଳବାର ଗଣମାଧ୍ୟମ ଜରିଆରେ ଜିଲାପାଳ ଅନୁରୋଧ କରିଛନ୍ତି। ବର୍ତ୍ତମାନ ମାର୍କେଟରେ ଉଭୟ ଓଡ଼ିଆ ଓ ଇଲିଂଶ ଭାଷାର ଭଲ ଭଲ ବହି ମିଳୁଛି ା ନିଜେ ବହି ପଢନ୍ତୁ ଓ ଅନ୍ୟମାନଙ୍କୁ ଏହା ଉପହାର ଦିଅନ୍ତୁ। ଏହାଦ୍ୱାରା ପରମ୍ପରାକୁ ବଜାୟ ରଖିହେବ ବୋଲି ଜିଲାପାଳ କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ
ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍ଏଚ୍-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…
ଦଶହରା ପୂର୍ବରୁ କଫ ସିରପ୍ କାରବାର ଠାବ: ୩୧୫୬ ବୋତଲ କଫ୍ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ
ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍ ସିରପ୍ ଜବତ କରିଛି। କଫ୍ ସିରପ୍ ବୋଝେଇ ଏକ…
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
SCB ମେଡିକାଲ୍ କ୍ୟାମ୍ପସ୍ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…
କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…
୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ
ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି
ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…
ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ
ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

