ନୂଆବର୍ଷରେ ମନ୍ତ୍ରୀଙ୍କୁ ଶୁଭେଚ୍ଛା ଦେବା ଲାଗି ବାସଭବନରେ ଭିଡ଼

ଭଞ୍ଜନଗର,୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଗଝୋଳସ୍ଥିତ ବାସଭବନରେ ନୂଆବର୍ଷ ଲାଗି ସକାଳୁ ଶୁଭେଚ୍ଛୁଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ଭଞ୍ଜନଗର ଓ ସୋରଡ଼ା ନିର୍ବାଚନମଣ୍ଡଳୀର ଲୋକେ ମନ୍ତ୍ରୀଙ୍କୁ ଅପରାହ୍ନ ପର୍ଯ୍ୟନ୍ତ ସାକ୍ଷାତ୍‌ କରି ଶୁଭେଚ୍ଛା ଜଣାଇଛନ୍ତି । ଭାଜପା ନେତା ଡି. ଚେଲପତି ରାଓଙ୍କ ସମେତ ଆଉ କିଛି ନେତା ମଧ୍ୟ ମନ୍ତ୍ରୀଙ୍କୁ ସାକ୍ଷାତ୍‌ କରି ଶୁଭେଚ୍ଛା ଜଣାଇଥିଲେ । ଏଥିସହ ଜିଲାର ବିଭିନ୍ନ ବିଭାଗର ଉଚ୍ଚ ପଦାଧିକାରୀମାନେ ମଧ୍ୟ ମନ୍ତ୍ରୀଙ୍କୁ ସାକ୍ଷାତ କରି ଶୁଭେଚ୍ଛା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଇମା ପବ୍ଲିକ୍‌ ସ୍କୁଲରେ ପଶି ଦୁର୍ବୃତ୍ତଙ୍କ ଭଙ୍ଗାରୁଜା, ବାତିଲ ହେଲା ପରୀକ୍ଷା

ବେଗୁନିଆପଡ଼ା,୧୫।୩(ଡି.ଏନ୍‌.ଏ.): ସ୍କୁଲ ହତାରେ ପଶି ଦୁବୃର୍ତ୍ତଙ୍କ ଭଙ୍ଗାରୁଜା। ଝରକା ଗ୍ଲାସ ଭାଙ୍ଗିବା ସହ ସ୍କୁଲର ଖେଳନା ସାମଗ୍ରୀ ଗୁଡିକୁ ଭାଙ୍ଗି ନଷ୍ଟ କରି ଦେଇଛନ୍ତି। ଗଞ୍ଜାମ...

ମନ୍ଦିର ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା

କେନ୍ଦୁଝର,୨୪ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଚନ୍ଦ୍ରଶେଖର ମହାଦେବଙ୍କ ମନ୍ଦିରରୁ ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି। ସଦର ଥାନା ବୋଦାପଳସା ଗ୍ରାମରେ ଥିବା ଦେବୋତ୍ତର ବିଭାଗ...

ଅପହୃତା ଯୁବତୀ ଉଦ୍ଧାର: ଅପହରଣକାରୀ ଗିରଫ

ଦିଗପହଣ୍ଡି,୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ଅପହୃତା ଯୁବତୀଙ୍କୁ କେ. ନୂଆଗାଁ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ଯୁବକଙ୍କୁ ପୋଲିସ ଥାନାରେ ରଖି...

କଟକଣାରେ ଓଳାଶୁଣି ଗୁମ୍ଫା ମେଳା

ଚଣ୍ଡିଖୋଲ,୨୯।୧(ଡି.ଏନ୍‌.ଏ.) : ଚଳିତବର୍ଷ ଓଳାଶୁଣି ଗୁମ୍ଫା ମେଳା ଆରମ୍ଭ ହୋଇଛି। କୋଭିଡ୍‌ ଯୋଗୁ ଓଡ଼ିଶା ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା କଟକଣାରେ ହୋଇଛି, ଯେଉଁଠି ଲକ୍ଷାଧିକ...

ଲଘୁଚାପଜନିତ ବର୍ଷା: ଜଳ ନିଷ୍କାସନ ଚିନ୍ତା ଘାରିଛି

ନାଉଗାଁ,୬।୭(ସ୍ବ.ପ୍ର): ଅସରାଏ ବର୍ଷା ହେଲେ ଜଗତ୍‌ସିଂହପୁର ସହରରେ ଜଳ ନିଷ୍କାସନ ଚିନ୍ତା ବଢିଯାଏ। ଡ୍ରେନ୍‌ଗୁଡିକ ଜବରଦଖଲ ସାଙ୍ଗକୁ ଆବଶ୍ୟକ ପୁନରୁଦ୍ଧାର ଅଭାବରୁ ଅପରିଷ୍କାର ପାଣି ରାସ୍ତାରେ...

ଦିବ୍ୟାଙ୍ଗ ଝିଅକୁ ଅସଦାଚରଣ: ଅଭିଯୁକ୍ତଙ୍କୁ ପିଟି ପିଟି ମାରିଦେଲେ ଦୁଇ ଭାଇ

ରାଇକିଆ,୩୦ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମାଣିକେଶ୍ୱର ପଞ୍ଚାୟତ ସିକବାଡି ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଦିବ୍ୟାଙ୍ଗ ଝିଅକୁ ଅସଦାଚରଣ କରିଥିବା ଜଣେ ଅଣଓଡ଼ିଆ...

କାଠ ପୋଲ ତିଆରି କଲେ ୨ ପଡ଼ାବାସୀ

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଥାରେ ଅଛି ଏକତାର ବଳ ଆଗରେ ସବୁ କିଛି କାମ ସମ୍ଭବ ହୋଇପାରେ। ଏହା କଥାରେ ନୁହେଁ ବଂର କାମରେ କରି...

ଭାଉଜଙ୍କୁ କଟୁରିରେ ହାଣି ହତ୍ୟା

ଢେଙ୍କାନାଳ ଅଫିସ, ୬।୫ – ସାମାନ୍ୟ ବଚସାକୁ କେନ୍ଦ୍ରକରି ନିର୍ମମ ହତ୍ୟା। ଦିଅରଙ୍କ କଟୁରି ଚୋଟରେ ପ୍ରାଣ ହରାଇଛନ୍ତି ଭାଉଜ। ଢେଙ୍କାନାଳ ସଦର ଥାନା ଖୁଣ୍ଟଝରି...

Advertisement
Archives

Model This Week