ନୂଆ ଜର୍ସିରେ ବିରାଟ ବାହିନୀ

ବର୍ମିଂହାମ,୨୯।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ସମେତ ଦଳର ଅନ୍ୟ ସଦସ୍ୟମାନେ ପ୍ରଥମ ଥର ଲାଗି ନୂଆ ଜର୍ସି ପରିଧାନ କରିଛନ୍ତି। ରବିବାର ଏଠାରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଦଳ କମଳା ଓ ନୀଳ ରଙ୍ଗର ଜର୍ସି ପରିଧାନ କରିବ। ଆଇସିସି ବିଶ୍ୱକପ୍‌ର ଅଫିସିଆଲ ଟୁଇଟର ଆକାଉଣ୍ଟରୁ ନୂଆ ଜର୍ସି ପିନ୍ଧିଥିବା ଭାରତୀୟ ଦଳର ଅଧିନାୟକ କୋହଲି, ଭେଟେରାନ ଧୋନୀ ଓ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ ଶେୟାର କରାଯାଇଛି। ଉଲ୍ଲେଖଥାଉ କି, ନୂଆ ନିୟମ ଅନୁଯାୟୀ ସମାନ ରଙ୍ଗର ଜର୍ସି ପିନ୍ଧି ଦୁଇ ଦଳ ଆଇସିସି ଇଭେଣ୍ଟର କୌଣସି ମ୍ୟାଚ୍‌ରେ ଖେଳିପାରିବେ ନାହିଁ। କେବଳ ଆୟୋଜକ ଦଳ ଇଂଲଣ୍ଡକୁ ତା’ର ପାରମ୍ପରିକ ନୀଳ ରଙ୍ଗର ଜର୍ସି ପରିଧାନ କରିବାକୁ ଅଧିକାର ଦିଆଯାଇଛି। ଏଣୁ ଭାରତୀୟ ଦଳକୁ ତା’ର ବିକଳ୍ପ ଜର୍ସି ବ୍ୟବହାର କରିବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେତା ଲୁକ୍‌ରେ ଧୋନୀ

ନୂଆଦିଲ୍ଲୀ,୨୩।୮(ପିଟି): ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଯବାନଙ୍କ ସହ ଟ୍ରେନିଂରୁ ଫେରିିବା ପରେ ଏକ ନୂଆ ଲୁକ୍‌ରେ ଦେଖିବାକୁ ମିଳିଛି। ଏକ ବିଜ୍ଞାପନରେ ଧୋନୀ...

ଆଜି ଯାହା ଦେଖିଲି ତାହା ଅଦ୍ଭୁତ, ଅସାମାନ୍ୟ ଥିଲା: ଶାସ୍ତ୍ରୀ

ବର୍ମିଂହାମ,୩।୭: ଇଂଲଣ୍ଡ ବିପକ୍ଷ ଏଜବାଷ୍ଟନ ଟେଷ୍ଟରେ ଭାରତୀୟ ଟିମ୍‌ର ନେତୃତ୍ୱ ସମ୍ଭାଳୁଛନ୍ତି ଜସପ୍ରିତ ବୁମ୍‌ରା। ଶନିବାର ଟେଷ୍ଟର ଦ୍ୱିତୀୟ ଦିନରେ ଇଂଲଣ୍ଡ ଦ୍ରୁତ ବୋଲର୍‌ ଷ୍ଟୁଆର୍ଟ...

ଅଲିମ୍ପିକ୍ସ ଆୟୋଜନ ବିରୋଧରେ ଜାପାନରେ ଜନ ଅସନ୍ତୋଷ

ଟୋକିଓ,୧୩।୫(ଏପି): ଟୋକିଓ ଅଲିମ୍ପିକ୍ସ ଆୟୋଜନ ନେଇ ଜାପାନରେ ବିରୋଧ ପ୍ରଦର୍ଶନ କରିବା ସହ ଲୋକେ ଅସନ୍ତୋଷ ଜାହିର କରିଛନ୍ତି। ଅଲିମ୍ପିକ୍ସକୁ ବାତିଲ କରିବା ନେଇ ଦାବି...

ଡି କକ୍‌ଙ୍କ ଅର୍ଦ୍ଧଶତକ; ପଞ୍ଜାବ ସାମ୍ନାରେ ୧୭୭ ରନ ଟାର୍ଗେଟ୍‌ ଧାର୍ଯ୍ୟ କଲା ମୁମ୍ବାଇ

ଦୁବାଇ, ୧୮।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ରବିବାର ଖେଳାଯାଇଥିବା ୨ୟ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା କିଙ୍ଗ୍ସ ଇଲେଭେନ ପଞ୍ଜାବ ସହ ହୋଇଛି। ସ୍ଥାନୀୟ ଦୁବାଇ...

ତିନି ଦଶନ୍ଧିର ଖେଳାଳି ଏକାଠି

ବେନାଉଲିମ୍‌ (ଗୋଆ), ୯ା୩ (ପି.ଟି.)-ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ରବିବାର ସ୍ଥାନୀୟ ବେନାଉଲିମ୍‌ ଗ୍ରାଉଣ୍ଡରେ ୩ ଦଶନ୍ଧିର ଭାରତୀୟ ମହିଳା ଫୁଟ୍‌ବଲରମାନେ ଏକାଠି ହୋଇଥିଲେ।...

ଏବେ କହିବାକୁ ବିଶେଷ କିଛି ନାହିଁ: ଚେନ୍ନାଇଠାରୁ ଲଜ୍ଜାଜନକ ପରାଜୟ ପରେ କିଛି ଏଭଳି ପ୍ରତିକ୍ରିୟା ରଖିଲେ…

ନୂଆଦିଲ୍ଲୀ,୧୭।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ମୁକାବିଲା ହୋଇଥିଲା। ଏଥିରେ ଚେନ୍ନାଇ ୬...

ଏମ୍‌ଜିଏମ୍‌ ମହିଳା ଟି୨୦ ଲିଗ୍‌: ୟେଲୋର ପ୍ରଥମ ବିଜୟ

ଭୁବନେଶ୍ୱର, ୨୫।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କିଟ୍‌ ଷ୍ଟାଡିୟମରେ ଚାଲିଥିବା ଏମଜିଏମ୍‌ ମହିଳା ଟି୨୦ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟର ରବିବାର ଅନୁଷ୍ଠିତ...

ଆତଙ୍କବାଦ ପ୍ରଭାବିତ ଅଞ୍ଚଳରେ ଟ୍ରେନିଂ ଆରମ୍ଭ କଲେ ଧୋନୀ

ଶ୍ରୀନଗର, ୧।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ତଥା ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଆରମ୍ଭ କରିଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ...

Advertisement
Archives

Model This Week