ନୂଆ ପ୍ରିପେଡ କାର୍ଡ ଆଣିବାକୁ ଆର୍‌ବିଆଇର ପ୍ରସ୍ତାବ

ମୁମ୍ବାଇ,୬-୧୨: କେନ୍ଦ୍ରୀୟ ବ୍ୟାଙ୍କ ନୂଆ ପ୍ରିପେଡ ପେମେଣ୍ଟ ଇନଷ୍ଟ୍ରୁମେଣ୍ଟ (ପିପିଆଇ) ଲାଗୁ କରିବାକୁ ପ୍ରସ୍ତାବ ଦେଇଛି। ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ସାମଗ୍ରୀ ଏବଂ ସେବା କ୍ଷେତ୍ରରେ ଏଭଳି ପ୍ରିପେଡ କାର୍ଡ ବ୍ୟବହାର କରାଯାଇ ପାରିବ। ଡିଜିଟାଲ ପେପେଣ୍ଟ ପ୍ରୋତ୍ସାହନ ଦିଗରେ ପିପିଆଇ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଏହା ଲାଗୁ ହେଲେ ଡିଜିଟାଲ ନେଣଦେଣ ଧାରା ତ୍ୱରାନ୍ବିତ ହେବ ବୋଲି ଆର୍‌ବିଆଇ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ଟଙ୍କା ଫେରାଇବାକୁ ପ୍ରସ୍ତୁତ: ମାଲ୍ୟା

ନୂଆଦିଲ୍ଲୀ,୧। ୪: ସବୁ ଟଙ୍କା ଫେରାଇବାକୁ ପ୍ରସ୍ତୁତ ବୋଲି ପଳାତକ ଘୋଷିତ ବିଜୟ ମାଲ୍ୟା ଟୁଇଟ ଯୋଗେ କହିଛନ୍ତି। ସେ କହିଛନ୍ତି, କିଙ୍ଗଫିସର ଏୟାର ଲାଇନ...

ମାନ୍ଦାବସ୍ଥା ଦୂର ଲାଗି ଉପାୟ ଦେଲା ଶିଳ୍ପ ଜଗତ

ନୂଆଦିଲ୍ଲୀ,୨୩-୯: ଦେଶର ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଏହାର ଦୂରୀକରଣ ଲାଗି ଦେଶର ଶିଳ୍ପ ଜଗତ ପକ୍ଷରୁ ବିଭିନ୍ନ ଉପାୟ ଦିଆଯାଇଛି। ଇଣ୍ଡିଆ ଟୁଡେ...

ରାଜଧାନୀରେ ପେଟ୍ରୋଲ ଦର ୭୯.୪୩ ଟଙ୍କା

ଭୁବନେଶ୍ୱର,୨୦।୬:ଦେଶର ତେଲ ଦର ଆକାଶ ଛୁଆଁ ହୋଇଛି। ଫଳରେ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ପ୍ରାୟ ୭୯ ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ଭୁବନେଶ୍ୱରରେ...

ବିଫଳ ହେଉଛି ପ୍ରମୁଖ ଆର୍ଥତ୍କ ସଂସ୍କାର;୧୯୯୧ ଭଳି ମ୍ୟାଜିକ ନୀତିର ଆବଶ୍ୟକତା

ନୂଆଦିଲ୍ଲୀ: ପୂର୍ବରୁ ମାନ୍ଦାବସ୍ଥା ଦେଇ ଗତି କରୁଥିବା ଅର୍ଥ ବ୍ୟବସ୍ଥାକୁ ଟ୍ରାକ୍‌କୁ ଆଣିବାରେ ସରକାରଙ୍କ ପ୍ରମୁଖ ଆର୍ଥତ୍କ ସଂସ୍କାର ବିଫଳ ହେଉଥିବା ଅର୍ଥ ବିଶେଷଜ୍ଞମାନେ କହିଛନ୍ତି।...

ଏୟାର ଇଣ୍ଡିଆ ବିମାନ ବାତିଲ କଲା ହଂକଂ

ନୂଆଦିଲ୍ଲୀ:ହଂକଂ ଚତୁର୍ଥ ଥର ଲାଗି ଏୟାର ଇଣ୍ଡିଆ ବିମାନକୁ ବାତିଲ କରିଛି। ଏହି ବିମାନ କମ୍ପାନୀ ଫ୍ଲାଇଟ୍‌ରେ ଜଣେ କୋଭିଡ୍‌-୧୯ ସଂକ୍ରମିତ ଯାତ୍ରୀ ବାହାରିବାରୁ କଟକଣା...

ଦ୍ୱୈତ ଭୋଟିଂ ବ୍ୟବସ୍ଥାରେ ନିଯୁକ୍ତ ହେବେ ସ୍ବାଧୀନ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୯-୭: ଦେଶରେ କର୍ପୋରେଟ ଦୁର୍ନୀତି କ୍ରମାଗତ ବଢ଼ିଚାଲିଛି। ସେମାନେ ପାଣ୍ଠିର ଦୁରୁପଯୋଗ କରୁଥିବାର ବହୁ ଘଟଣାର ପର୍ଦ୍ଦାଫାଶ ହେବାରେ ଲାଗିଛି। ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ...

ଆଜିଠାରୁ ଜନଧନ ଖାତାରେ ମହିଳାଙ୍କୁ ସହାୟତା

ଭୁବନେଶ୍ୱର, ୩।୪: କୋଭିଡ୍‌-୧୯ ମୁକାବିଲା ଅଂଶସ୍ବରୂପ ଶୁକ୍ରବାରଠାରୁ ଜନଧନ ଖାତାରେ ମହିଳାଙ୍କୁ ଆର୍ଥତ୍କ ସହାୟତା ପ୍ରଦାନ କରାଯିବା ନେଇ ସରକାର ପଦକ୍ଷେପ ନେଇଛନ୍ତି। ଏହି କାର୍ଯ୍ୟକ୍ରମ...

ଜେଟ୍‌କୁ ମିଳିଲେନି ନୂଆ ବିଡର

ମୁମ୍ବାଇ, ୩-୯: ଋଣ ସଙ୍କଟରେ ଫସି ବନ୍ଦ ହୋଇ ପଡିଥିବା ଜେଟ ଏୟାରଓ୍ବେଜକୁ ନୂଆ ବିଡର ମିଳିନ ଥିବା ଜଣା ପଡିଛି। ବର୍ତ୍ତମାନ କମ୍ପାନୀ ବିରୋଧରେ...

Advertisement
Archives

Model This Week