Posted inଜାତୀୟ

ନୂଆ ଭାରତ ଗଠନର ସଙ୍କେତ ଦେଲେ ମୋଦି: ନିର୍ମାଣ ହେବ ୨ କୋଟି ଘର, ୧୫ କୋଟି ଘରେ ପହଞ୍ଚିବ ପିଇବା ପାଣି, ପ୍ରତି ଗାଁରେ ବ୍ରଡ୍‌ବ୍ୟାଣ୍ଡ୍‌ ସେବା

ନୂଆଦିଲ୍ଲୀ,୧୫।୮: ନୂଆ ଭାରତ ଗଠନ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସଙ୍କେତ ଦେଇଛନ୍ତି। ନୂଆ ଭାରତରେ ଲୋକଙ୍କ ପାଇଁ ୨ କୋଟି ଘର ନିର୍ମାଣ କରାଯିବ। ଏହା ସହିତ ଜଳସଙ୍କଟର ମୁକାବିଲା ଲାଗି ୧୫ କୋଟି ଘରେ ପିଇବା ପାଣି ପହଞ୍ଚିବ। ସେହିପରି ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ପ୍ରତି ଗାଁରେ ବ୍ରଡ୍‌ବ୍ୟାଣ୍ଡ୍‌ ସେବା ଉପଲବ୍ଧ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପରିବହନ ବ୍ୟବସ୍ଥାର ବିକାଶ ଲାଗି ଶହେ ଲକ୍ଷ କିଲୋମିଟର ସଡ଼କ ପଥ ନିର୍ମାଣ କରାଯିବ। ଏହାଦ୍ୱାରା ବ୍ୟବସାୟିକ କ୍ଷେତ୍ର ବିଶିତ ହୋଇପାରିବ। ୫୦ ହଜାରରୁ ଅଧିକ ନୂଆ ଷ୍ଟାର୍ଟ ଅପ୍‌କୁ ସୁଯୋଗ ଦିଆଯିବ। ସେହିପରି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବିକାଶ ଲାଗି ଦେଢ଼ ଲକ୍ଷ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ କରାଯିବ। ଲୋକଙ୍କ ସୁବିଧା ପାଇଁ ପ୍ରତି ୩ଟି ଲୋକ ସଭା ଆସନ କ୍ଷେତ୍ରରେ ମେଡିକାଲ କଲେଜ ସ୍ଥାପିତ ହେବ ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri