ନୂଆ ଲୋଗୋ ଉନ୍ମୋଚନ କଲା ପିଏନ୍‌ବି

ମୁମ୍ବାଇ,୩୧। ୩: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ପକ୍ଷରୁ ନୂଆ ଲୋଗୋ ଉନ୍ମୋଚନ କରାଯାଇଛି। ଏପ୍ରିଲ ପରଠାରୁ ପିଏନ୍‌ବି ସହ ୟୁନାଇଟେଡ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ଓରିଏଣ୍ଟାଲ ବ୍ୟାଙ୍କ ଅଫ୍‌ କମର୍ସ ମିଶି କାମ କରିବେ। ୩ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଛାପ ନୂଆ ଲୋଗୋରେ ରହିବ। ନୂଆ ବ୍ୟାଙ୍କ କାର୍ଯ୍ୟକ୍ଷମ ହେଲେ ଏହା ଦେଶର ଦ୍ୱିତୀୟ ସର୍ବବୃହତ୍‌ ବ୍ୟାଙ୍କ ହେବ। ନୂଆ ଆରମ୍ଭ ସହ ଗ୍ରାହକଙ୍କୁ ଉନ୍ନତ ଏବଂ ସ୍ମାର୍ଟ ବ୍ୟାଙ୍କିଙ୍ଗ୍‌ ସେବା ଯୋଗାଣ ଦିଗରେ ଯୋଗଦାନ ଜାରି ରହିବ ବୋଲି ବ୍ୟାଙ୍କ ପକ୍ଷରୁ ଏକ ଟୁଇଟ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୪ ପଇସା କମିଲା ଡିଜେଲ

ଭୁବନେଶ୍ୱର,୬।୯: ଶନିବାର ଭୁବନେଶ୍ୱରରେ ଡିଜେଲ ଦର ୧୪ ପଇସା ହ୍ରାସ ହୋଇଥିବା ଜଣାପଡ଼ିଛି। ଏଠାରେ ଡିଜେଲ ଲିଟର ପିଛା ୧୪ ପଇସା ନିମ୍ନରେ ରହି ୭୯.୭୨...

୧ କୋଟି ନୂଆ ଉଜ୍ୱଳା ସଂଯୋଗ, ସ୍ଥାପିତ ହେବ ୭୫୦ ଏକଲବ୍ୟ ମଡେଲ ସ୍କୁଲ

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ସରକାର ଉଜ୍ୱଳା ଯୋଜନାରେ ୧ କୋଟି ନୂଆ ସଂଯୋଗ ଦିଆଯିବା ନେଇ ଘୋଷଣା କରିଛନ୍ତି। ଆସନ୍ତା ୩ ବର୍ଷରେ ୧୦୦...

ବିମାନ କମ୍ପାନୀଗୁଡ଼ିକୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୦।୯: ସରକାର ବିମାନ କମ୍ପାନୀଗୁଡ଼ିକୁ ଆଶ୍ୱସ୍ତି ପ୍ରଦାନ କରିବା ସହ ଯାତ୍ରୀ ପରିବହନ କ୍ଷମତା ୭୨.୫%ରୁ ୮୫%କୁ ବୃଦ୍ଧି କରିଛନ୍ତି। ଏହା ସହ ବିମାନ ଭଡ଼ା...

କୋଭିଡ୍‌ ପରେ ତେଲ ୩୦% ମହଙ୍ଗା

ନୂଆଦିଲ୍ଲୀ,୧।୩:  ପେଟ୍ରୋଲ ଏବଂ ଡିଜେଲ ଦର ବଢ଼ିବା ପରେ କମ୍ପାନୀଙ୍କ ମାନୁଫାକଚରିଂ କଷ୍ଟ ବଢ଼ିଚାଲିଛି। ଏହାର ସିଧାସଳଖ ପ୍ରଭାବ ଖାଉଟିଙ୍କ ଉପରେ ପଡୁଛି। ତେଲ ଦର ବଢ଼ିଥିବାରୁ...

ଏଚ୍‌-୧ ବି ଭିଜାକୁ ନେଇ ଟ୍ରମ୍ପଙ୍କ ବିରୋଧରେ ମାମଲା

ଓ୍ବାଶିଂଟନ,୧୬।୬: ଏଚ୍‌-୧ବି ଭିଜା ଉପରେ ଲାଗିଥିବା କଟକଣାକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ମୋଟ ୧୭୪ ଭାରତୀୟ...

ବିମୁଦ୍ରୀକରଣ ଯୋଗୁ ଆସିଛି ମାନ୍ଦାବସ୍ଥା: ଆର୍‌ବିଆଇ

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଘୋଷିତ ବିମୁଦ୍ରୀକରଣ ଯୋଗୁ ଦେଶରେ ମାନ୍ଦାବସ୍ଥା ଆସିଛି ବୋଲି ରିଜର୍ଭ ବ୍ୟାଙ୍କ ତଥ୍ୟରୁ ଜଣାପଡିଛି। କେନ୍ଦ୍ର ସରକାରଙ୍କ...

ସତର୍କ କରାଇଲେ ପୂର୍ବତନ ସିଇଏ;ଆଇସିୟୁକୁ ଯାଉଛି ଅର୍ଥ ବ୍ୟବସ୍ଥା

କେମ୍ବ୍ରିଜ,୧୫-୧୨: ଭାରତ ଏବେ ମାନ୍ଦାବସ୍ଥା ସହ ଜୁଝୁଥିବା ବେଳେ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ ପୂର୍ବତନ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା (ସିଇଏ) ଅରବିନ୍ଦ ସୁବ୍ରମଣ୍ୟନ ସତର୍କ...

କ୍ରେଡିଟ୍‌ ରେଟିଂ ନକରାତ୍ମକ ଦର୍ଶାଇଲା ମୁଡିସ୍‌

ନୂଆଦିଲ୍ଲୀ,୯-୧୧: ଭାରତ ଏବେ ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ ଦେଶର ଅର୍ଥ ବ୍ୟବସ୍ଥାରେ ସ୍ଥିତାବସ୍ଥା ଆଣିବା ଲାଗି ସରକାର ଉଦ୍ୟମ ଜାରି ରଖିଛନ୍ତି। ଏଭଳି...

Advertisement


Archives

Model This Week