ନୂଆ ସରକାରଙ୍କ ନୀତି ଉପରେ ହେବ ରେଟିଙ୍ଗ୍‌ସ: ମୁଡିଜ୍‌

ନୂଆଦିଲ୍ଲୀ,୨୪-୫: କେନ୍ଦ୍ରରେ ନୂଆ ସରକାର ନେବାକୁ ଥିବା ଆର୍ଥିକ ନୀତି ଉପରେ ଭାରତର ରେଟିଙ୍ଗ୍‌ସ ନିର୍ଭର କରିବ ବୋଲି କ୍ରେଡିଟ୍‌ ରେଟିଙ୍ଗ୍‌ ଏଜେନ୍ସି ମୁଡିଜ୍‌ ପକ୍ଷରୁ ଗୁରୁବାର ଏକ ରିପୋର୍ଟ ପ୍ରକାଶ କରାଯାଇଛି। ଭାରତ ବିତ୍ତୀୟ ଦୃଢ଼ିକରଣ ଉପରେ ଅଧିକ ଜୋର୍‌ ଦେବ ବୋଲି ରିପୋର୍ଟରେ ଆଶାବ୍ୟକ୍ତ କରାଯାଇଛି। ମୁଡିଜ ଇନ୍‌ଭେଷ୍ଟର ସର୍ଭିସ୍‌ ଭାଇସ୍‌ ପ୍ରେସିଡେଣ୍ଟ ଓ୍ବିଲିୟମ ଫଷ୍ଟରକ କହିଛନ୍ତି ଯେ, ନୂଆ ସରକାର ଆସିବା ପରେ ଦେଶର ଆର୍ଥିକ ନୀତି ନୂତନ ଭାବେ ପ୍ରସ୍ତୁତ କରାଯିବ। ନିମ୍ନ ଆୟବର୍ଗଙ୍କ ଆୟ ବୃଦ୍ଧି ସହ ବିତ୍ତୀୟ ସମାବେଶ କରିବା ସରକାରଙ୍କ ମୁଖ୍ୟ କାର୍ଯ୍ୟ ହେବା ଉଚିତ୍‌ ହେବ ବୋଲି ଫଷ୍ଟର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଲାଗି ପୂର୍ବତଟ ରେଳପଥର ସତର୍କତା ପଦକ୍ଷେପ

ଭୁବନେଶ୍ୱର,୧୫।୩: ପୂର୍ବତଟ ରେଳପଥ ପକ୍ଷରୁ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ନିମନ୍ତେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରେଳପଥର ମହାପ୍ରବନ୍ଧକ ବିଦ୍ୟାଭୂଷଣ ରେଳବାଇ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ମଣ୍ଡଳ ରେଳ...

ପେସାଦାରୀ ଅଭିଜ୍ଞତା ହିଁ ସବୁକିଛି: ଶକ୍ତିକାନ୍ତ

ମୁମ୍ବାଇ,୨୩-୯: ଇତିହାସର ଛାତ୍ର ଥିବା ଶକ୍ତିକାନ୍ତ ଦାସ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ୨୫ତମ ଗଭର୍ନର ହେବା ପରେ ତାଙ୍କୁ ଅନେକ ଥଟ୍ଟା ପରିହାସର ସମ୍ମୁଖୀନ ହେବାକୁ...

୧.୧୭ ଲକ୍ଷ କୋଟି ଟଙ୍କାର ଜିଏସ୍‌ଟି ଆଦାୟ

ନୂଆଦିଲ୍ଲୀ,୨।୧୦ ଚଳିତ ବର୍ଷ ସେପ୍ଟେମ୍ବରରେ ୧.୧୭ ଲକ୍ଷ କୋଟି ଟଙ୍କାର ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଆଦାୟ କରାଯାଇଛି। ଏହା ଗତ ୫ ମାସର ସର୍ବାଧିକ...

କରୋନା ଯୋଗୁ ବିଦେଶୀ ଯାତ୍ରୀଙ୍କ ସଂଖ୍ୟା କମିଛି, ଆମେରିକାରୁ ଆସିଛନ୍ତି ଅଧିକ…

ନୂଆଦିଲ୍ଲୀ, ୨୭।୪ : କରୋନା ମହାମାରୀ ସଙ୍କଟ ଯୋଗୁ ଭାରତକୁ ଆସୁଥିବା ବିଦେଶୀ ଯାତ୍ରୀଙ୍କ ସଂଖ୍ୟା କମିଛି। ଏନେଇ କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟ...

ମିଡିଆ,ବିମାନ ଚଳାଚଳ, ବୀମା, ଏକକ ବ୍ରାଣ୍ଡ ରିଟେଲରେ ଏଫ୍‌ଡିଆଇ କୋହଳ ପ୍ରସ୍ତାବ

ନୂଆଦିଲ୍ଲୀ,୬-୭: ମିଡିଆ, ବିମାନ ଚଳାଚଳ, ବୀମା ଏବଂ ଏକକ ବ୍ରାଣ୍ଡ ରିଟେଲ୍‌ କ୍ଷେତ୍ରରେ ଏଫ୍‌ଡିଆଇ ନିୟମ କୋହଳ କରିବାକୁ ବଜେଟରେ ପ୍ରସ୍ତାବ ଦିଆଯାଇଛି। ଏହି କ୍ଷେତ୍ରଗୁଡିକରେ...

ଟ୍ରେଡ୍‌ ଓ୍ବାର୍‌ ଘନୀଭୁତ;ଚାଇନା ସାମଗ୍ରୀରୁ ୧୦% ଚାର୍ଜ ଆଦାୟ କରିବ ଆମେରିକା

ଓ୍ବାଶିଂଟନ,୩-୮: ଚାଇନାରୁ ଆସୁଥିବା ଅତିରିକ୍ତ ୩୦୦ ବିଲିୟନ ଡଲାର(୨୧ ଲକ୍ଷ କୋଟି ଟଙ୍କା) ସାମଗ୍ରୀ ଉପରେ ଆମେରିକା ସେପ୍ଟେମ୍ବର ପହିଲାରୁ ୧୦ ପ୍ରତିଶତ ଚାର୍ଜ(ଇମ୍ପୋର୍ଟ ଟାରିଫ)...

ଏଜିଆର୍‌କୁ ନେଇ ସୁପ୍ରିମକୋର୍ଟରେ ରିଭ୍ୟୁ ପିଟିଶନ

ନୂଆଦିଲ୍ଲୀ,୨୪-୧୧: ଟେଲିକମ୍‌ କମ୍ପାନୀଙ୍କଠାରୁ ଆଡ୍‌ଜଷ୍ଟେଡ ଗ୍ରସ୍‌ ରେଭେନ୍ୟୁ (ଏଜିଆର୍‌) ସଂଗ୍ରହ ଲାଗି ସୁପ୍ରିମକୋର୍ଟ ନିକଟରେ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ସପକ୍ଷରେ ଏହି ରାୟ ଆସିଥିବା...

ବୃତ୍ତିକୁ ବ୍ରତ ଭାବେ ଗ୍ରହଣ କରିଛି

ଟିମ୍‌ ଆଡ୍‌ମାର୍କର ପରିକଳ୍ପନା ଓ ଏହାର ଯାତ୍ରା କିଭଳି ଜାରି ରହିଛି? ରେଭେନ୍‌ଶା ମହାବିଦ୍ୟାଳୟରୁ ବାଣିଜ୍ୟରେ ଉଚ୍ଚଶିକ୍ଷା ଶେଷକଲା ପରେ ବାପାଙ୍କ ବ୍ୟବସାୟରେ ଯୋଗଦେଇ ଦେଖାଶୁଣା...

Advertisement
Archives

Model This Week