ନୂଆ ୩୦୪ ଆକ୍ରାନ୍ତ ୨୧ ଜିଲାର: ଅଛନ୍ତି ପଶ୍ଚିମବଙ୍ଗରୁ ଫେରିଥିବା ୪୨ ଯବାନ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ନୂତନ ୩୦୪ ଆକ୍ରାନ୍ତ ୨୧ ଜିଲାର। ଏଥିରେ ଅମ୍ଫନ ମୁକାବିଲା ସାରି ପଶ୍ଚିମବଙ୍ଗରୁ ଫେରିଥିବା ୨୨ଜଣ ଅଗ୍ନିଶମ ଏବଂ ଏନ୍‌ଡିଆର୍‌ଏଫ୍‌ ଯବାନ ମଧ୍ୟ ଅଛନ୍ତି। ତେବେ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାର ୫, ମାଲକାନଗିରିର ୨, କଟକର ୧୩, ନୟାଗଡ଼ର ୩, ଜଗତସିଂହପୁରର ୨୯, ଝାରସୁଗୁଡ଼ାର ୨୫, ବାଲେଶ୍ୱରର ୧୭, ଢେଙ୍କାନାଳର ୧, ସୋନପୁରର ୪, କନ୍ଧମାଳର ୧୨, ଭଦ୍ରକର ୧୧, ବରଗଡ଼ର ୧୪, ଯାଜପୁରର ୨୧, ଗଞ୍ଜାମର ୪୦, ଗଜପତି ୪୭, ପୁରୀ ୩, ସୁନ୍ଦରଗଡ଼ର ୧, ସମ୍ବଲପୁର ୨, ବଲାଙ୍ଗୀର ୧, ମୟୂରଭଞ୍ଜର ୬, କେନ୍ଦ୍ରାପଡ଼ାର ୫ଜଣ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରକାଶ ଯୋଗ୍ୟ, ରାଜ୍ୟରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୧୬୦କୁ ବୃଦ୍ଧି ପାଇଛି। ସେଥିରୁ ୩,୫୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୬୦୭ଜଣ ଆକ୍ଟିଭ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri