ନୂତନ ବର୍ଷ ଆରମ୍ଭ ନ ହେଉଣୁ ଅକ୍ଷୟ-ଜାହ୍ନବୀଙ୍କ ହାତରେ ଗୋଟିଏରୁ ବଳି ଗୋଟିଏ ଫିଲ୍ମ

ବମ୍ବେ: ବର୍ଷ ଆରମ୍ଭ ନ ହେଉଣୁ ବଲିଉଡ୍‌ ଅଭିନେତା ତଥା ଅଭିନେତ୍ରୀମାନେ ଗୋଟିଏ ପରେ ଗୋଟିଏ ଫିଲ୍ମ ସାଇନ୍‌ କରିଚାଲିଛନ୍ତି। ଫଳରେ ଏବେ ସେମାନଙ୍କ ହାତରେ ଫିଲ୍ମର ଏକ ଲମ୍ବା ତାଲିକା। ସେହିଭଳି ଦୁଇଜଣ ହେଲେ ଶ୍ରୀଦେବୀ ଲଳନା ଜାହ୍ନବୀ କପୁର ଏବଂ ଖିଲାଡି କିଙ୍ଗ ଅକ୍ଷୟ କୁମାର।

ପ୍ରଥମେ କଥା ହେବା ଜାହ୍ନବୀଙ୍କ ବିଷୟରେ। କରଣ ଜୋହର, ଅନୁରାଗ କଶ୍ୟପ, ଜୋୟା ଅଖତର ଏବଂ ଦିବାକର ବାନାର୍ଜୀଙ୍କ ସୁପର ଟିମ୍‌ ସହ ଜାହ୍ନବୀ କାମ କରିବେ। ଏହାପରେ ଫିଲ୍ମ ‘ଘୋଷ୍ଟ ଷ୍ଟୋରିଜ୍‌, ‘କାରଗିଲ୍‌ ଗର୍ଲ, ‘ରୁହୀ ଆଫଜା’, ‘ଦୋସ୍ତାନା-୨’, ‘ତଖ୍‌ତ’ ଆଦି ଫିଲ୍ମ ତାଙ୍କ ହାତରେ ରହିଛି। ସେହିଭଳି ଅକ୍ଷୟ ‘ଲକ୍ଷ୍ମୀ ବମ୍‌’, ‘ବଚ୍ଚନ ପାଣ୍ଡେ’, ‘ପୃଥ୍ବିରାଜ’, ‘ସୂର୍ଯ୍ୟବଂଶୀ’ ଆଦି ସାଇନ୍‌ କରି ଶୁଟିଂ ମଧ୍ୟ ଆରମ୍ଭ କରିଦେଇଛନ୍ତି। ଏପରିକି ସେ ୨୦୨୧ ଲାଗି ଫିଲ୍ମ ‘ବେଲ ବଟମ୍‌’ର ମଧ୍ୟ ଘୋଷଣା କରିଛନ୍ତି। ଏହା ୨୦୨୧ ଜାନୁୟାରୀ ୨୨ରେ ପରଦାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଷ୍କାଙ୍କ ଫଟୋ ଦେଖି କୋହଲି କହିଲେ…

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ତାଙ୍କ ଅଭିନୟ ଏବଂ ଫ୍ୟାଶନ ପାଇଁ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ସେ ପ୍ରାୟତଃ ପ୍ରଶଂସକଙ୍କ ପାଇଁ ଫଟୋ ଶେୟାର...

ବୋଲ୍ଡ ଡ୍ରେସ୍‌ ପାଇଁ ଟ୍ରୋଲ ହେଲେ ପ୍ରିୟଙ୍କା

ମୁମ୍ବାଇ: ପ୍ରିୟଙ୍କା ଚୋପ୍ରା ନିକ୍‌ ଜୋନାସ୍‌ଙ୍କ ହାତ ଧରିବା ପରଠାରୁ ନିଜର ବେଶପୋଷାକ, ଚାଲିଚଳନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଆସୁଛନ୍ତି। ଚଳିତବର୍ଷ ଆରମ୍ଭରୁ ସେ ଟ୍ରୋଲ...

ସାହିଦଙ୍କୁ ସ୍ତ୍ରୀଙ୍କ ସହ ଦେଖି ଏମିତି କହିଲେ ପ୍ରଶଂସକ

ମୁମ୍ବାଇ: ଅଭିନେତା ସାହିଦ କପୁର ଏବଂ ସ୍ତ୍ରୀ ମୀରା ରାଜପୁତ ଏବେ ଛୁଟି କାଟିବାକୁ ଯାଇଛନ୍ତି। ଏହି କପଲ ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଫଟୋ...

ବିଗ୍‌ବସ୍‌-୧୫ର ଗ୍ରାଣ୍ଡ୍‌ ପ୍ରିମିୟର ତାରିଖ ଘୋଷଣା କଲେ ସଲମାନ

ମୁମ୍ବାଇ: ରିୟାଲିଟି ଶୋ’ ବିଗ୍‌ବସ୍‌ -୧୪ ଶନିବାର ଶେଷ ହୋଇଥିବା ବେଳେ ବିଗ୍‌ବସ୍‌ -୧୫ର ଗ୍ରାଣ୍ଡ୍‌ ପ୍ରିମିୟର ପାଇଁ ପ୍ରସ୍ତୁତ ହେବାକୁ ଘୋଷଣା କରିଛନ୍ତି ସଲମାନ।...

ଏକତରଫା ପ୍ରେମରେ ପଡିଲେ ହିମେଶ

ମୁମ୍ବାଇ: ବଲିଉଡ୍‌ ଗାୟକ ହିମେଶ ରେଶମିୟା ତାଙ୍କ ଅଭିନୀତ ଫିଲ୍ମ ‘ହାପି ହାର୍ଡି ଆଣ୍ଡ ହିର୍‌’ର ଟ୍ରେଲର ମଙ୍ଗଳବାର ରିଲିଜ୍‌ ହୋଇଛି। ୨ ମିିଟର ଏହି...

ମ୍ୟାନ ଭର୍ସେସ ଓ୍ବାଇଲ୍ଡ: ବିୟର ଗ୍ରିଲସ୍‌ଙ୍କ ସହ ନଜର ଆସିଲା ରଜନୀକାନ୍ତଙ୍କ ମୋଶନ ପୋଷ୍ଟର

ନୂଆଦିଲ୍ଲୀ,୨୦।୨: ଡିସକଭରି ଚ୍ୟାନେଲରେ ପ୍ରସାରିତ ହେବାକୁ ଥିବା ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତଙ୍କର ଶୋ’ ମ୍ୟାନ ଭର୍ସେସ ଓ୍ବାଇଲ୍ଡର ମୋଶନ ପୋଷ୍ଟର ସୋସିଆଲ ମିଡିଆରେ ଭାଇରାଲ ହେବାରେ...

ମାସ୍କ ପିନ୍ଧି ସାଇକେଲ ଚଲାଇଲେ ସଲମାନ୍‌ ଖାନ୍‌: ୟୁଜର୍ସ କହିଲେ ଏମିତି…

ବଲିଉଡ୍‌ର ସୁପରଷ୍ଟାର ସଲମାନ୍‌ ଖାନ୍‌ ନିଜର ଉଦାରତା ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କରୋନା ସମୟରେ ସେ ହଜାର ହଜାର ଲୋକଙ୍କୁ ସାହାଯ୍ୟ କରିଛନ୍ତି। ଅଭାବୀ...

କରୀନାଙ୍କୁ ମୋଟି କହି ଚର୍ଚ୍ଚାରେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ଙ୍କୁ ମୋଟି କହି ଚର୍ଚ୍ଚାକୁ ଆସିଛନ୍ତି ପାକିସ୍ତାନୀ ଅଭିନେତ୍ରୀ ହୀରା ମଣି। ସୋସିଆଲ ମିଡିଆରେ ହୀରାଙ୍କ ଏକ ଭିଡିଓ...

Advertisement
Archives

Model This Week