ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ

ଘଣ୍ଟାପଡ଼ା,୧୮ା୪(ଡି.ଏନ୍‌.ଏ) : ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୧ ନଂ ଜିଲାପରିଷଦ ଜୋନ୍‌ର ଅନେକ ସ୍ଥାନରେ ଇଭିଏମ ଅଚଳ ହୋଇପଡ଼ିଥିଲା।  ଫଳରେ ୧ ଘଣ୍ଟା ବିଳମ୍ବରେ ମତଦାନ କରିଥିଲେ ଭୋଟର। ଖବର ଅନୁଯାୟୀ, ଖୁଣ୍ଟିଗୋରା ୨୧୬ ନଂ ବୁଥ୍‌, ଉମାର ୨୧୩ ନଂ ବୁଥ୍‌, ଘଣ୍ଟାପଡ଼ାର ୧୮୩ ନଂ ବୁଥ୍‌ରେ ମତଦାନ ବିଳମ୍ବ ହୋଇଥିଲା।  ଇଭିଏମ୍‌ ଠିକ୍‌ ହେବା ପରେ ଭୋଟ ଦିଆଯାଇଥିଲା। ଏହାର କିଛି ସମୟ ପରେ ପୁଣି ଇଭିଏମ୍‌ ଅଚଳ ହୋଇପଡ଼ିଥିଲା। ଫଳରେ ସେଠାରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଗୁରୁବାର ସକାଳେ ବିଜେଡି ବିଧାୟକ ପ୍ରାର୍ଥୀ ମହୀଧର ରଣା ନିଜ ଗ୍ରାମର ୨୦୧ ନଂ ବୁଥ୍‌ରେ ଧାଡ଼ିରେ ଠିଆ ହୋଇ ମତଦାନ କରିଥିଲେ। ସେହିପରି ଜିଲା ପରିଷଦ ସଦସ୍ୟା ଶ୍ରୀମତୀ ମୁକ୍ତାସିନୀ ମଲିକ ନିଜ ଗ୍ରାମ ଘଣ୍ଟାପଡ଼ାର ୧୮୩ ନଂ ବୁଥ୍‌ରେ ମତଦାନ କରିଥିଲେ।  ଶତ ପ୍ରତିଶତ ଭୋଟ ପାଇଁ ସରକାର କରିଥିବା ବ୍ୟବସ୍ଥାରେ ଦିବ୍ୟାଙ୍ଗ, ବୃଦ୍ଧ, ବୃଦ୍ଧା ଉତ୍ସାହିତ ଥିବା ପରିଲକ୍ଷିତ ହୋଇଛି। ସେହିପରି ପ୍ରତ୍ୟେକ ବୁଥ୍‌ରେ ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ: ଉଠିଲା ପ୍ରଶ୍ନବାଚୀ

ପୁରୁଣାଭୁବନେଶ୍ୱର,୧୭ା୭(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍‌ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ…

ପ୍ରବଳ ବର୍ଷା, ଏହି ଜିଲାରେ ଆଜି ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ

ସୋନପୁର,୧୭।୭; ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri