ନୂତନ ଶ୍ରମ ଆଇନକୁ ଆଇଏନ୍‌ଟିୟୁସିର ବିରୋଧ

ଫୁଲବାଣୀ ଅଫିସ,୨୩ା୫- କେନ୍ଦ୍ର ସରକାରଙ୍କ ଶ୍ରମ ଆଇନ ପରିବର୍ତ୍ତନ ନିଷ୍ପତ୍ତିକୁ ବିରୋଧ କରି ଶୁକ୍ରବାର ସାରା ଦେଶରେ ଆଇଏନ୍‌ଟିୟୁସି ପକ୍ଷରୁ ପ୍ରତିବାଦ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଙ୍ଗଠନର କନ୍ଧମାଳ ଶାଖା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଶ୍ରମ ଆଇନକୁ ନ ବଦଳାଇବାକୁ କର୍ମକର୍ତ୍ତା ଦାବି କରିଥିଲେ। ସରକାର ନ ମାନିଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି କହିଥିଲେ। ସଙ୍ଗଠନ ଜିଲା ସଭାପତି ଘନ କୁମାର ଶବରଙ୍କ ନେତୃତ୍ୱରେ ପ୍ରଫୁଲ୍ଲ କୁମାର ବେହେରା, ଶିବଶଙ୍କର ବେହେରା, ମନୋଜ ସାହାଣୀ, ଗଜେନ୍ଦ୍ର କହଁର, ରାଧାକାନ୍ତ ଦିଗାଲ, ସୁଦାମ ବେହେରା, ଜାକିର ଖାନ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା ପାଇଁ ମାସ୍କ, ସାବୁନ ବଣ୍ଟନ

ସମ୍ବଲପୁର, ୩୧।୩ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ସମ୍ବଲପୁର ବିଭିନ୍ନ ଅନୁଷ୍ଠାନ ଗୁଡିକ ସହଯୋଗର ହାତ ବଢ଼ାଇଛନ୍ତି । ଗ୍ରାମାଞ୍ଚଳରେ ମଧ୍ୟ ଏହା ଦେଖିବାକୁ ମିଳିଛି...

ହାଟଡିହୀ ବ୍ଲକ ବିଡିଓ ସୁଶାନ୍ତ ବାରିକଙ୍କ ବଦଳି

ହାଟଡିହୀ,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବିଡିଓ ସୁଶାନ୍ତ କୁମାର ବାରିକଙ୍କ ଅନ୍ୟତ୍ର ବଦଳି ହୋଇଛି। ସୋମବାର ପଞ୍ଚାୟତିରାଜ ବିଭାଗ ତରଫରୁ ଚିଠି ନଂ.୨୦୫୮୪ ଅନୁଯାୟୀ ପ୍ରକାଶିତ...

କେରଳ, ମଧ୍ୟପ୍ରଦେଶରେ ଫସିଛନ୍ତି ୧୫୦ ଶ୍ରମିକ

ରଣପୁର, ୧୮ା୫ (ସ୍ବ.ପ୍ର.): ଲକ୍‌ଡାଉନ ଯୋଗୁ ରଣପୁର ବ୍ଲକ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଶ୍ରମିକ କେରଳ ଓ ମଧ୍ୟପ୍ରଦେଶରେ ଫସିରହିଛନ୍ତି। କେରଳ ରାଜ୍ୟର ତ୍ରିବେନ୍ଦ୍ର ହାଉସିଂ...

ଦାଦନ ଖଟିବାକୁ ଯାଇ ପୁଅ ନିଖୋଜ, ଫେରିବା ବାଟକୁ ଚାହିଁ ବସିଛନ୍ତି ମା’ବାପା

ଖପା୍ରଖୋଲ,୧୧।୧୧(ଡି.ଏନ୍‌.ଏ.)  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ତୁର୍ଲା ଗାଁର ରଞ୍ଜିତ ଭୁଏଙ୍କ ପୁଅ ଯୁଗେନ୍ଦ୍ର ଭୁଏ(୨୧)। ଦେଢବର୍ଷ ତଳେ ଚେନ୍ନାଇକୁ ଦାଦନ...

୩୦ପେଟି ଦେଶୀ ମଦ ଜବତ, ୨ ଗିରଫ

ଗୋପ,୩୦ା୪(ଡି.ଏନ.ଏ): କରୋନା ରୋକିବା ପାଇଁ ଲକଡାଉନ ଜାରି ହୋଇଥିବାବେଳେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ହେଲେ ଗୋପ ଥାନା ଅଞ୍ଚଳରେ ଚୋରାରେ ମଦ ବିକ୍ରି...

୨ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରିକୁ ନେଇ ଲୋକେ ଛାନିଆ

କପ୍ତିପଦା,୧୨ା୫(ଡି.ଏନ.ଏ)- ସୁରତ ଫେରନ୍ତା ଲିଙ୍କ୍‌ରେ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୟର ବାତାବରଣ ସୃଷ୍ଟି ହେବା...

ଦୁର୍ଘଟଣାରେ କୃଷି ଶ୍ରମିକଙ୍କ ଜୀବନ ଗଲା

ଆରଡ଼ି, ୭।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅନ୍ତର୍ଗତ ଓଳଗ ନିକଟସ୍ଥ ଭଦ୍ରକ-ଆରଡ଼ି ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଟ୍ରକ ଅଟୋକୁ ଧକ୍କା...

ଶ୍ରୀକ୍ଷେତ୍ରରେ ପ୍ରକଳ୍ପ ଅନୁଧ୍ୟାନ କଲେ ୫-ଟି ସଚିବ

ପୁରୀ ଅଫିସ,୨୫।୧୦:  ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ଏଠାରେ ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ସୁବିଧା। ରାଜ୍ୟ ସରକାରଙ୍କ ସ୍ବପ୍ନର ପୁରୀକୁ ବାସ୍ତବତାର...


Coronavirus Update

Archives

Model This Week

Why Dharitri