ନୃତ୍ୟରେ ଡି.ଲିଟ୍‌. ପାଇଲେ ଶ୍ରୀନିବାସ ଘଟୁଆରୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ନୃତ୍ୟ ସଂଯୋଜକ ଡ. ଶ୍ରୀନିବାସ ଘଟୁଆରୀ ଆଉଏକ ସଫଳତା ହାସଲ କରିଛନ୍ତି। ସେ ୟୁନିଭର୍ସିଟି ଅଫ୍‌ ସେଣ୍ଟ୍ରାଲ ଆମେରିକାରୁ ନୃତ୍ୟରେ ଡି. ଲିଟ୍‌ ଉପାଧି ଲାଭ କରିଛନ୍ତି। ‘ଶାସ୍ତ୍ରୀୟ ନୃତ୍ୟରେ ସଖୀଭାବର ମହତ୍ତ୍ୱପୂର୍ଣ୍ଣ ଭୂମିକା ଓ ତା’ର ପ୍ରଭାବ’ ଶୀର୍ଷକ ବିଷୟ ଉପରେ ଗବେଷଣା କରି ସେ ଏହି ଉପାଧି ଲାଭ କରିଛନ୍ତି। ଏହି ଉପାଧି ପାଇବା ସହ ସେ ଓଡ଼ିଶାକୁ ଅନ୍ତର୍ଜାତୀୟସ୍ତରରେ ଗୌରବାନ୍ବିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ରବିବାର ସଫା ହେବ ମହାପୁରୁଷଙ୍କ ପ୍ରତିମୂର୍ତ୍ତି

ଭୁବନେଶ୍ୱର,୩।୮(ବ୍ୟୁରୋ): ସହରର ବିଭିନ୍ନ ଛକରେ ଥିବା ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତି ଆଉ ଅପରିଷ୍କାର ହୋଇ ପଡ଼ି ରହିବନି। ଏଣିକି ପ୍ରତି ରବିବାର ମହାପୁରୁଷଙ୍କ ମୂର୍ତ୍ତି ସଫା କରିବା...

କୋଭିଡ୍‌ କଟକଣା ଉଲ୍ଲଂଘନ: ରାୟଗଡ଼ାରେ ଫିଲ୍ମ ହଲ ସିଲ୍‌

ରାୟଗଡା ଅଫିସ, ୯।୪: ରାୟଗଡ଼ାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଶୁକ୍ରବାର ଜିଲାରୁ ୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଏହାର...

ପାହାଡ଼ରେ ବସିଲା ଟାୱାର

ଖଇରା,୧୪।୬ (ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୁଆ ପାହାଡ଼ର ୧୬.୫ବର୍ଗ କିମି ଅଞ୍ଚଳରେ ହାତୀଙ୍କ ଗତିବିଧି ଉପରେ ଲକ୍ଷ୍ୟ ରଖିବାକୁ ଓ ହାତୀ...

ଜେଲ ଗଲେ କୋଟିପତି ନିର୍ବାହୀ ଯନ୍ତ୍ରୀ

ବ୍ରହ୍ମପୁର ଅଫିସ,୧୨ା୩: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ (ବୈଦ୍ୟୁତିକ) ବିଭାଗ ଆମ୍ବପୁଆ କାର୍ଯ୍ୟାଳୟର ନିର୍ବାହୀଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କୁ ଶୁକ୍ରବାର...

କଠୋର ହେଲା ବିଏମ୍‌ସି

ଭୁବନେଶ୍ୱର,୪।୧୦: ଆଗକୁ ଆସୁଛି ଶୀତ ଋତୁ। ଶୀତରେ କରୋନା ସଂକ୍ରମଣ ବଢିବା ଆଶଙ୍କା କରି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପୁଣି କୋଭିଡ୍‌ କଟକଣାକୁ କଠୋର କରିଛିି।...

ନିଯୁକ୍ତି, ଦୁର୍ନୀତିର ଜବାବ ଦେବେ ଭୋଟର

ଯାଜପୁର ଅଫିସ,୨୨ା୧: ଫେବୃୟାରୀ ୧୮ରୁ ୫ ପର୍ଯ୍ୟାୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆରମ୍ଭ ହେବ। ଏହି ନିର୍ବାଚନରେ ଯାଜପୁର ଜିଲାର ୩୧୧ ଗ୍ରାମପଞ୍ଚାୟତ, ୧୦ ପଞ୍ଚାୟତ...

ମୁଖ୍ୟମନ୍ତ୍ରୀ, ୫-ଟି ସଚିବଙ୍କୁ ପ୍ରଶଂସା କଲେ ମଧ୍ୟପ୍ରଦେଶ ସରକାର

ପିପିଲି,୬।୫(ସ୍ବ.ପ୍ର.): ରାଜ୍ୟର ସମସ୍ତ ବ୍ଲକରେ ୫-ଟି ରୂପାନ୍ତରିତ ସ୍କୁଲ କାର୍ଯ୍ୟ ଚାଲୁ ରହିଛି। ତେବେ ପିପିଲିରେ ୫-ଟି ସ୍କୁଲ କିଭଳି ଚାଲିଛି ତାହା ଜାଣିବା ପାଇଁ...

ବ୍ରାହ୍ମଣୀ-ଗୋବରୀ ନଦୀ ସଂଯୋଗୀକରଣ କାମ ଅଧାରୁ ବନ୍ଦ

ପଟ୍ଟମୁଣ୍ଡାଇ,୧୨ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବାହିତ ୧୬ କି.ମି.ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ଫଳରେ ଏହି ନଦୀ ଉପରେ ନିର୍ଭର କରୁଥିବା...

Advertisement
Archives

Model This Week