Posted inଖେଳ

ନେଟ୍ସରେ ଲଗାତର ୫ ଛକା ମାରିଲେ ଧୋନୀ

ଚେନ୍ନାଇ,୭ା୩- ଦୀର୍ଘ ଦିନ ହେଲେ କ୍ରିକେଟରୁ ଦୂରେଇ ରହିବା ସତ୍ତ୍ୱେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଫର୍ମ ପ୍ରଭାବିତ ହୋଇନାହିଁ। ସ୍ଥାନୀୟ ଚେପକ ଗ୍ରାଉଣ୍ଡରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଦଳର ଅଭ୍ୟାସବେଳେ ଧୋନୀ ନେଟ୍ସରେ ଲଗାତର ୫ ଛକା ମାରିଛନ୍ତି। ଏହାର ଏକ ଭିଡିଓ ଷ୍ଟାର ସ୍ପୋଟର୍ସ ତାମିଲ ପକ୍ଷରୁ ଟୁଇଟରରେ ଶେୟାର କରାଯାଇଛି। ଭିଡିଓରେ ଧୋନୀ ବଡ଼ ଶଟ ଖେଳୁଥତ୍ବାବେଳେ ଉଇକେଟ ପଛ ପଟେ ସୁରେଶ ରାଇନା ଓ ପିୟୂଷ ଚାଓ୍ବଲା ଛିଡ଼ା ହୋଇ ବ୍ୟାଟିଂ ପାଇଁ ଅପେକ୍ଷା କରିଛନ୍ତି। ଏହି ଭିଡିଓ ଏବେ ଭାଇରାଲ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସର୍ବଭାରତୀୟ ମହାବୀର କ୍ରିକେଟ୍‌: ୟୁ ଆଣ୍ଡ୍‌ ମି ଚାମ୍ପିୟନ୍‌

ସୋର, ୨୬ା୧୨(ଡି.ଏନ୍‌.ଏ): ସୋର ବ୍ଲକ ବାଗୁଡ଼ି ମହାବୀର କ୍ଲବ ଆନୁକୂଲ୍ୟରେ ୨୨ତମ ସର୍ବଭାରତୀୟ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଫାଇନାଲରେ ରାମେଶ୍ୱର ସ୍ପୋର୍ଟିଂକୁ ହରାଇ...

ଇଂଲଣ୍ଡ କୋଚିଂ ଷ୍ଟାଫ୍‌ରେ ଟ୍ରେସ୍କୋଥିକ

ଲଣ୍ଡନ, ୨୪।୭ (ପି.ଟି.): ଅଗଷ୍ଟ ୧ରୁ ଆରମ୍ଭ ହେବାକୁ ଥିବା ଐତିହାସିକ ଆଶେସ ସିରିଜ ଲାଗି ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ମାର୍କସ ଟ୍ରେସ୍କୋଥିକଙ୍କୁ ଇଂଲଣ୍ଡ ଦଳର...

କ୍ରିସ୍‌ ଗେଲ୍‌ଙ୍କ ଘୋଷଣା: ୪୫ ବର୍ଷ ଯାଏ ସନ୍ୟାସ ନେବେ ନାହିଁ, ବୋଲର୍‌ଙ୍କ ନିଦ ହଜାଇବେ

ଦୁବାଇ,୨।୧: ୟୁନିଭର୍ସ ବସ୍‌ ନାମରେ ଖ୍ୟାତ ଓ୍ବେଷ୍ଟଇଣ୍ଡିଜର ବିସ୍ଫୋରକ ଓପନର୍‌ କ୍ରିସ୍‌ ଗେଲ କ୍ରିକେଟରୁ ସନ୍ୟାସ ନେଇ ପ୍ରତିକ୍ରିୟା ରଖିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି,...

ଆଇସିସି ବୋର୍ଡ ବୈଠକ: ଅକ୍ଟୋବରରେ ହୋଇପାରେ ଆଇପିଏଲ୍‌

ନୂଆଦିଲ୍ଲୀ,୨୭।୫(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ଗୁରୁତ୍ୱପୂର୍ଣ୍ଣ ବୋର୍ଡ ବୈଠକ ଗୁରୁବାର ବସିବ। ଟେଲି କନଫରେନ୍ସ ମାଧ୍ୟମରେ ବସିବାକୁ ଥିବା ଏହି ବୈଠକ ଏକାଧିକ ଗୁରୁତ୍ୱପୂର୍ଣ୍ଣ...

ପ୍ରଥମ ଭାରତୀୟ ମହିଳା ସେଲର୍‌ ଭାବେ କୁମାନନଙ୍କୁ ଅଲିମ୍ପିକ ଯୋଗ୍ୟତା

ନୂଆଦିଲ୍ଲୀ,୮।୪(ପି.ଟି.): ପ୍ରଥମ ଭାରତୀୟ ମହିଳା ସେଲର୍‌ (ନାବିକ) ଭାବେ ନେଥରା କୁମାନନ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଏଥିସହିତ ଚେନ୍ନାଇର କୁମାନନ ବୁଧବାର...

ବକ୍ସର ଅମିତ୍‌ଙ୍କୁ ୧ ନମ୍ବର ମାନ୍ୟତା

ନୂଆଦିଲ୍ଲୀ, ୧୩।୨ (ପି.ଟି.)- ଆସନ୍ତା ମାସରେ ହେବାକୁ ଥିବା ଅଲିମ୍ପିକ ଯୋଗ୍ୟତା ପର୍ଯ୍ୟାୟ ପୂର୍ବରୁ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ବକ୍ସିଂ ଟ୍ୟାକ୍ସ ଫୋର୍ସ ଭାରତର...

ଏସିଆ ଏକାଦଶ ପାଇଁ ବିସିସିଆଇ ପଠାଇଲା ୪ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୨୨।୨- ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏସିଆ ଏକାଦଶ ପାଇଁ ୪ ଖେଳାଳିଙ୍କ ନାମ ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି)କୁ ପଠାଇଛନ୍ତି। ଏଥିରେ ଅଧିନାୟକ ବିରାଟ କୋହଲି,...

ଭାରତୀୟ ହାଇକମିଶନରଙ୍କୁ ଭେଟିଲେ ବିରାଟ ବାହିନୀ

ଓ୍ବେଲିଂଟନ, ୨୦।୨- ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍‌ ଦଳ ଶୁକ୍ରବାରଠାରୁ ଘରୋଇ ଦଳ ବିପକ୍ଷରେ ୨ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଏଥିପୂର୍ବରୁ ବିରାଟ...

Advertisement


Archives

Model This Week

Why Dharitri