Posted inଖେଳ

ନେଦରଲାଣ୍ଡ୍ସ ସେମିଫାଇନାଲରେ

ଭାଲେନ୍‌ସିଜ (ଫ୍ରାନ୍ସ), ୩୦ା୬ (ଏଏଫ୍‌ପି)- ନେଦରଲାଣ୍ଡ୍ସ ମହିଳା ଫୁଟ୍‌ବଲ ବିଶ୍ୱକପ୍‌ ଇତିହାସରେ ପ୍ରଥମ ଥର ସେମିଫାଇନାଲରେ ପ୍ରବେଶ କରିଛି। ଏଠାରେ ଶନିବାର ଅନୁଷ୍ଠିତ ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଦଳ ୨-୦ ଗୋଲରେ ଇଟାଲୀକୁ ପରାସ୍ତ କରିଛି। ଦଳ ପକ୍ଷରୁ ଭିଭିଆନି ମିଡେମା ଏବଂ ଷ୍ଟିଫାନି ଭାନ୍‌ଡର ଗ୍ରାଗଟ ଗୋଲ ସ୍କୋର କରିଥିଲେ। ଦଳ ବର୍ତ୍ତମାନ ଜର୍ମାନୀ କିମ୍ବା ସ୍ବିଡେନ ସହ ସେମିଫାଇନାଲ ଖେଳିବା ଲାଗି ଲିଅନ ଯାତ୍ରା କରିବ। ଶନିବାର ମ୍ୟାଚ ଫଳାଫଳ ଦ୍ୱାରା ନେଦରଲାଣ୍ଡ୍ସ ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫ୍ରାନ୍ସରେ ଚାଲିଥିବା ଟୁର୍ନାମେଣ୍ଟରୁ ପ୍ରଦର୍ଶନ ଭିତ୍ତିରେ ୟୁରୋପର ଶ୍ରେଷ୍ଠ ୩ ଦଳ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବେ। ସୂଚନାଯୋଗ୍ୟ, ନେଦରଲାଣ୍ଡ୍ସର ମହିଳା ବିଶ୍ୱକପ୍‌ରେ ଏହାଥିଲା ଦ୍ୱିତୀୟ ପଦାର୍ପଣ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଡ଼ିଆରେ କାନ୍ଦିଲେ ଏହି କ୍ରିକେଟର୍‌

ମୁମ୍ବାଇ,୧୯।୫: ଆଇପିଏଲ ୨୦୨୨ର ଏକ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍‌ସଠାରୁ ମାତ୍ର ୨ ରନ୍‌ରେ ପରାସ୍ତ ହୋଇ ପ୍ଲେ ଅଫ୍‌ରୁ ବାଦ୍‌ ପଡ଼ିଛି କୋଲକତା ନାଇଟ୍‌...

ପର୍ତ୍ତୁଗୀଜ୍‌ ଫୁଟବଲ ସେସନ ଜୁନ୍‌ ୪ରୁ

ଲିସବନ,୧୩।୫(ଏଏଫ୍‌ପି): କୋଭିଡ-୧୯ ମହାମାରୀ କାରଣରୁ ସ୍ଥଗିତ ରହିଥିବା ପର୍ତ୍ତୁଗାଲର ଫୁଟବଲ୍‌ ସେସନ ପୁଣି ଆରମ୍ଭ ହେବାକୁ ଯାଉଛି। ଜୁନା ୪ରୁ ପ୍ରିମିରା ଲିଗ୍‌ ଆରମ୍ଭ ହେବ...

ଦ୍ୱିତୀୟ ଦିନିକିଆ: ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଭାରତ

ଅକ୍‌ଲାଣ୍ଡ,୮।୨(ପି.ଟି.)- ଟି୨୦ ସିରିଜରେ ୫-୦ରେ କ୍ଳିନ୍‌ ସୁଇପ୍‌ କରିବା ପରେ ଭାରତ ଘରୋଇ ନ୍ୟୁଜିଲାଣ୍ଡଠାରୁ ପ୍ରଥମ ଦିନିକିଆରେ ବୃହତ୍‌ ସ୍କୋର ହାସଲ କରିଥିଲେ ମଧ୍ୟ ପରାସ୍ତ...

ପାକିସ୍ତାନକୁ ହରାଇଲା ଭାରତ

ମାଞ୍ଚେଷ୍ଟର, ୧୭।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପର ରବିବାର ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ମହା ମୁକାବିଲାରେ ଭାରତର ବିଜୟ ଧ୍ୱଜା ଉଡ଼ିଛି। ରୋହିତ ଶର୍ମାଙ୍କ ଶତକ, ଅଧିନାୟକ...

୨୭ ବର୍ଷ ପରେ କୋଣ୍ଟା

ପ୍ୟାରିସ, ୩୦।୫- ବ୍ରିଟେନ ଟେନିସ ଷ୍ଟାର୍‌ ଜୋହାନ କୋଣ୍ଟା ଏଠାରେ ଚାଲିଥିବା ଚଳିତ ବର୍ଷର ୨ୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ୍‌ ମହିଳା ସିଙ୍ଗଲ୍ସର ୩ୟ...

ଭାରତୀୟ ମହିଳା ଫୁଟ୍‌ବଲ ଲିଗ୍‌ ୨୪ରୁ

ନୂଆଦିଲ୍ଲୀ, ୧୦ା୧ (ପି.ଟି.)- ଭାରତୀୟ ମହିଳା ଫୁଟ୍‌ବଲ ଲିଗ୍‌ ୨୦୧୯-୨୦ର ଫାଇନାଲ ରାଉଣ୍ଡ ଆସନ୍ତା ୨୪ତାରିଖରୁ ବେଙ୍ଗାଲୁରୁଠାରେ ଖେଳାଯିବ। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ତରଫରୁ...

ଅନ୍ତିମ ୨୦: ଏସ୍‌ସିଜି ଷ୍ଟାଡିୟମରେ ପୂରା ଦର୍ଶକ ରହିବେ

ସିଡ୍‌ନୀ,୩।୧୨(ପି.ଟି.): ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ଆୟୋଜନ ହେବାକୁ ଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଷ୍ଟାଡିୟମ ସମ୍ପୂର୍ଣ୍ଣ ରୂପେ ଭର୍ତ୍ତି ହେବ। ଖଚାଖଚ୍‌...

ବିବାହ ପୂର୍ବରୁ ୨ ସନ୍ତାନର ପିତା ହୋଇଥିଲେ ଏହି ପ୍ରସିଦ୍ଧ କ୍ରିକେଟର

ଇଂଲଣ୍ଡ ତାରକା ଅଲରାଉଣ୍ଡର ବେନ ଷ୍ଟୋକ୍ସ କ୍ରିକେଟରେ ଅନେକ ଉପଲବ୍ଧି ହାସଲ କରଛନ୍ତି। ଏହି ଖେଳାଳି ତାଙ୍କ ବ୍ୟକ୍ତିଗତ ଜୀବନରେ ଅନେକ ବିବାଦର ସାମ୍ନା କରିଥିଲେ...

Advertisement
Archives

Model This Week