ନେପାଳରେ ଚିହ୍ନଟ ହେଲେ ପ୍ରଥମ କୋରୋନା ଭାଇରସ ରୋଗୀ

କାଠମାଣ୍ଡୁ,୨୪।୧: ଚାଇନାର ଉହାନ ସହରରୁ ଆସିଥିବା ଜଣେ ଛାତ୍ରଙ୍କ ନିକଟରେ କୋରୋନା ଭାଇରସ ପଜିଟିଭ ଥିବା ଚିହ୍ନଟ ହୋଇଛି। ନେପାଳ ସ୍ବାସ୍ଥ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଏହି ଭାଇରସ ଗତବର୍ଷ ଡିସେମ୍ବରରେ ଚାଇନାର ଉହାନ ସହରରେ ଚିହ୍ନଟ ହୋଇଥିବା ବେଳେ ଏବେ ଏହା ସାଉଥ୍‌ କୋରିଆ, ଜାପାନା, ତାଇଓ୍ବାନ ଓ ଥାଇଲାଣ୍ଡକୁ ବ୍ୟାପି ଗଲାଣି। ଏହାକୁ ଦେଖି ବିଭନ୍ନ ଦେଶରେ ଚାଇନାରୁ ଆସୁଥିବା ଲୋକେ ଓ ଚାଇନା ଗସ୍ତ କରୁଥିବା ଲୋକଙ୍କ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏମିତିକି ଭାରତ ଚାଇନାରେ ପାଳନ କରିବାକୁ ଥିବା ସାଧାରଣତନ୍ତ୍ର ଦିବସକୁ ବାତିଲ କରିଦେଇଥିବା ସୂଚନା ମିଳିଛି। ଖବର ଅନୁଯାୟୀ, ଚାଇନାରେ କୋରୋନା ଭାଇରସରେ ଶୁକ୍ରବାର ସୁଦ୍ଧା ପ୍ରାୟ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୫୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧାରେ କ୍ୟାବିନେଟ୍‌ ଇସ୍ତଫା…

ନୂଆଦିଲ୍ଲୀ, ୪।୪ : ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାର ସମସ୍ତ କ୍ୟାବିନେଟ ସଦସ୍ୟ ରାତି ଅଧାରେ ଇସ୍ତଫା ଦେଇଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,...

ଚାଇନାରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ବେଜିଂ,୧୨ ।୧୧: ଚାଇନା ଗଣମାଧ୍ୟମର ସୂଚନା ଅନୁଯାୟୀ ଗୁରୁବାର ଚାଇନାରେ ୯୮ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏମାନଙ୍କ ମଧ୍ୟରୁ ୭୯ ସ୍ଥାନୀୟ...

ଇମ୍ରାନଙ୍କୁ କୋର୍ଟରେ ଆଶ୍ୱସ୍ତି, ଜାମିନବିହୀନ ଓ୍ବାରେଣ୍ଟ ଉପରେ ମାର୍ଚ୍ଚ ୧୬ ପର୍ଯ୍ୟନ୍ତ ରୋକ…

ଇସଲାମାବାଦ,୧୪।୩ : ମହିଳା ବିଚାରପତି ତଥା ଅନ୍ୟ ଅଧିକାରୀଙ୍କୁ ଧମକ ଦେବା ମାମଲାରେ ଅଡୁଆରେ ପଡିଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ କୋର୍ଟରୁ ଏକ...

ଘର ଛାଡି ପଳାଇଲେ କାନାଡା ପ୍ରଧାନମନ୍ତ୍ରୀ

ଓଟାଓ୍ବା,୩୦।୧: କାନାଡାରେ କରୋନା ଟିକା ବିରୋଧରେ ଆରମ୍ଭ ହୋଇଥିବା ଆନ୍ଦୋଳନ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଟିକା ନେବା ବାଧ୍ୟତାମୂଳକ ନିୟମକୁ ପ୍ରତ୍ୟାହାର କରିବା...

ଡୋମିନିକାନ ଗଣରାଜ୍ୟରେ ବିମାନ ଦୁର୍ଘଟଣା, ୯ ମୃତ

ଡୋମିନିକା,୧୬ ।୧୨: ଡୋମିନିକାନ ଗଣରାଜ୍ୟର ରାଜଧାନୀ ସେଣ୍ଟୋ ଡୋମିଙ୍ଗୋରେ ଏକ ବଡ ଦୁର୍ଘଟଣା ଘଟିଯାଇଛି । ବୁଧବାର ରାତିରେ ଲାସ ଆମେରିକା ଏୟାରପୋର୍ଟରେ ଜରୁରୀ ଅବତରଣ...

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ଏହି ରସ…

ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଗ୍ରୀନ ପିଆଜ ଶଣ୍ଢା ଅନେକ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍‌ ପିଆଜ...

ହରମୋନ୍‌ସ୍ତରରେ ସନ୍ତୁଳନ ରକ୍ଷା କରେ ଯୋଗ…

ଯୋଗ ମାଧ୍ୟମରେ ବିଭିନ୍ନ ରୋଗ ଭଲ ହେଉଛି। ତେଣୁ ନିଜକୁ ଫିଟ୍‌ ଓ ରୋଗମୁକ୍ତ କରିବା ପାଇଁ ଅନେକ ସକାଳୁ ସକାଳୁ ଯୋଗ କଲେ ମିିଳିଥାଏ...

ରୁଷିଆର ରକେଟ୍‌ ମାଡରେ ୟୁକ୍ରେନ ଅଭିନେତ୍ରୀଙ୍କ ଚାଲିଗଲା ଜୀବନ

କ୍ୱିଭ୍‌,୧୮।୩: ୟୁକ୍ରେନର ରାଜଧାନୀ କ୍ୱିଭ୍‌ର ଏକ ଆବାସିକ କୋଠା ଉପରେ ରୁଷିଅରେ ରକେଟ ଆକ୍ରମଣରେ ୟୁକ୍ରେନ ଅଭିନେତ୍ରୀ ଓକ୍ସାନା ଶଭେଟ୍ସଙ୍କ ମୃତ୍ୟୁ ଘଟିଛି। ଓକ୍ସାନାଙ୍କ ମୃତ୍ୟୁକୁ...

Advertisement
Archives

Model This Week