ନେପାଳରେ ଥିବା ୩ ଭାରତୀୟ କରୋନାରେ ସଂକ୍ରମିତ

ବିରଗୁଞ୍ଜ,୧୨।୪: ନେପାଳର ବିରଗୁଞ୍ଜ ସହରରେ ରହୁଥିବା ୩ ଭାରତୀୟ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ରବିବାର ସୂଚନା ମିଳିଛି। ହେତଉଦରେ ଥିବା ଏକ ଲ୍ୟାବ୍‌ରେ ଟେଷ୍ଟ କରାଯିବା ପରେ ୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ଏହାପରେ ଏମାନଙ୍କର ନମୁନା କାଠମାଣ୍ଡୁରେ ଥିବା ନ୍ୟାଶନାଲ ହେଲଥ୍‌ ଲ୍ୟାବକୁ ପଠାଯାଇଥିଲା। ସେଠାରୁ ମଧ୍ୟ ରିପୋର୍ଟ ପଜିଟିଭ ଆସିବାରୁ ସମସ୍ତ ୩ ଭାରତୀୟ କରୋନାରେ ପୀଡ଼ିତ ଥିବା ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri