ନେପାଳରେ ପୁଣି ଜେନ୍‌ ଜି ବିକ୍ଷୋଭ

କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍‌ଦାର ବିକ୍ଷୋଭ ହୋଇଛି। ଶତାଧିକ ଲୋକ ରାସ୍ତାକୁ ଓହ୍ଲାଇ ସରକାରଙ୍କ ଉଚ୍ଛେଦ ଅଭିଯାନର ପ୍ରତିବାଦ କରିଛନ୍ତି। ବିକ୍ଷୋଭକୁ ଦେଶର ଯୁବବର୍ଗ (ଜେନ୍‌ ଜି) ସମର୍ଥନ କରିବା ସହ ଉଚ୍ଛେଦ ଅଭିଯାନକୁ ଅମାନବୀୟ ବୋଲି କହିଛନ୍ତି। ଏହାର ପ୍ରତିବାଦ କରିଥିବା କେତେଜଣ ଆକ୍ଟିଭିଷ୍ଟ, ଛାତ୍ର ଓ ଖବରଦାତାଙ୍କୁ ପୋଲିସ ଗିରଫ କରିଛି।
ଉଚ୍ଛେଦକୁ ବିରୋଧ କରି କିଛିଦିନ ପୂର୍ବରୁ ଗଣେଶ ନେପାଳୀ ନାମକ ଜଣେ ଯୁବକ କାଠମାଣ୍ଡୁରେ ଆତ୍ମଦାହ କରିଥିଲେ। ରବିବାର ଢାକାର ଏକ ସରକାରୀ କାର୍ଯ୍ୟାଳୟ ଆଗରେ ଜଏଣ୍ଟ ନ୍ୟାଶନାଲ ସ୍କାଟର୍ସ ଫ୍ରଣ୍ଟ ପକ୍ଷରୁ ବିକ୍ଷୋଭ କରାଯାଇଥିଲା। ସୂଚନାଯୋଗ୍ୟ, ଗତବର୍ଷ ଜେନ୍‌-ଜି ଆନ୍ଦୋଳନ ବ୍ୟାପକ ହେବାରୁ କେ.ପି. ଶର୍ମା ଓଲି ସରକାର କ୍ଷମତାଚ୍ୟୁତ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବ ଭୋଟର ଲିଷ୍ଟରୁ କଟିଲା ରାଘବ ଚଢାଙ୍କ ନାଁ! ବଡ଼ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩।୯: ଆମ ଆଦମୀ ପାର୍ଟିର ପୂର୍ବତନ ନେତା ତଥା ରାଜ୍ୟ ସଭା ସାଂସଦ ରାଘବ ଚଢାଙ୍କ ନାଁ ଡ୍ରାଫ୍ଟ ଭୋଟର ଲିଷ୍ଟରୁ କଟିଥିବା ଅଭିଯୋଗ ହୋଇଛି। ନିଜେ…

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri