କାଠମାଣ୍ଡୁ,୨୮।୯: ନେପାଳରେ ଶନିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରହିଛି। ସକାଳ ଭୂକମ୍ପ ଅନୁଭୂତ ହେବା ପରେ ଭୟଭୀତ ଅବସ୍ଥାରେ ଲୋକମାନେ ଘରୁ ବାହାରକୁ ପଳାଇଆସିଥିଲେ। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।
କାଠମାଣ୍ଡୁ,୨୮।୯: ନେପାଳରେ ଶନିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରହିଛି। ସକାଳ ଭୂକମ୍ପ ଅନୁଭୂତ ହେବା ପରେ ଭୟଭୀତ ଅବସ୍ଥାରେ ଲୋକମାନେ ଘରୁ ବାହାରକୁ ପଳାଇଆସିଥିଲେ। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।
ଜୀବନ ପ୍ରବାହର ଗତିପଥକୁ ଶୃଙ୍ଖଳିତ ଓ ବ୍ୟବସ୍ଥିତ କରିବା ପାଇଁ ମଣିଷ ଅନେକ କିଛି ଆପଣେଇ ନେଇଥାଏ, ଭୁଲ ଠିକ୍ର ନିର୍ଣ୍ଣୟ କରି ସମୟୋଚିତ ପଦକ୍ଷେପ ମଧ୍ୟ…
ଦାରିଙ୍ଗବାଡ଼ି, ୪/୧୧ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ ପରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ଜନଜୀବନ। କେଉଁଠି ରାସ୍ତା ବିଚ୍ଛିନ୍ନ ତ ଆଉ କେଉଁଠି ଭୂସ୍ଖଳନ। ଅନ୍ୟପଟେ ବିଦ୍ୟୁତ୍ ସଂଯୋଗ…
ନୂଆଦିଲ୍ଲୀ,୪ା୧୧: ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ବେଳେ ଚିଠା ତାଲିକାରୁ ପୁରୁଣା ଭୋଟରଙ୍କ ନାମ କଟିଥିଲେ, ସେମାନେ ନିଜ ନାମ ଯୋଡ଼ିବା ପାଇଁ ଫର୍ମ-୬…
ନୂଆଦିଲ୍ଲୀ, ୪।୧୧: ଭାରତ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରଥମ ଦିନିକିଆ ମ୍ୟାଚରେ ଟିମ ଇଣ୍ଡିଆ ୪ ଜଣ ଦ୍ରୁତ ବୋଲର ଏବଂ ୨…
ଭୁବନେଶ୍ୱର, ୪ା୧୧ (ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ନଭେମ୍ବର ୯ରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ…
ନୂଆଦିଲ୍ଲୀ,୪।୧୧:କ୍ରିକେଟ ଇତିହାସରେ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ଭାରତୀୟ ବ୍ୟାଟର ଚିନ୍ମୟ ସୁତାର। ମାତ୍ର ୫ଟି ଫାର୍ଷ୍ଟ କ୍ଲାସ ପାଳିରେ ୭୯୪ ରନ ସଂଗ୍ରହ କରି ସେ ୧୨୩…
କିଭ୍,୪ା୧୧: ଦକ୍ଷିଣ ୟୁକ୍ରେନ୍ର ଏକ ସହାୟତା କେନ୍ଦ୍ରରୁ ଲୋକେ ମାନବୀୟ ସହାୟତା ସଂଗ୍ରହ କରିବା ପାଇଁ ଏକାଠି ହୋଇଥିବାବେଳେ ରୁଷିଆ ଆକ୍ରମଣ କରିବାରୁ ୩୧ ଜଣଙ୍କ ମୃତ୍ୟୁ…
ନୂଆଦିଲ୍ଲୀ, ୪ା୧୧: ୪୮ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିବା ଏକ ଦ୍ରୁତ ଅପରେଶନରେ ଭାରତୀୟ ନୌସେନା ସୋମାଲିଆ ଉପକୂଳରୁ ୨୦ ଜଣ ଇରାନୀୟ କର୍ମଚାରୀଙ୍କ ସହ ଏକ…