ନେପାଳରେ ୫ ବୁଦ୍ଧମୂର୍ତ୍ତି ଭାଙ୍ଗିଦେଲେ

କାଠମାଣ୍ଡୁ, ୧୯ା୭  (ପି.ଟି.): ନେପାଳର ରୁପନ୍‌ଦେହୀ ଜିଲାର ତିିଳୋତ୍ତମା ମ୍ୟୁନିସିପାଲିଟି ଅଞ୍ଚଳ ଅନ୍ତର୍ଗତ ଲୁମ୍ବିନୀ ନିକଟରେ ଦୁର୍ବୃତ୍ତମାନେ ୫ଟି ବୁଦ୍ଧମୂର୍ତ୍ତିକୁ ଭାଙ୍ଗିଦେଇଛନ୍ତି। ବାଲି, ସିମେଣ୍ଟ ଓ ଚୂନପଥରରେ ନିର୍ମିତ ବୁଦ୍ଧଙ୍କ ବସିଥିବା ପ୍ରତିମୂର୍ତ୍ତି ଭାଙ୍ଗିଦିଆଯିବାକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ପ୍ରତ୍ୟେକ ମୂର୍ତ୍ତି ୧୨୦ କେଜିରୁ ଊର୍ଦ୍ଧ୍ୱ ଓଜନର ଥିଲା। ଏହାକୁ ନେଇ ନେପାଳୀ କଂଗ୍ରେସର ନେତା ବାଳକ୍ରିଷ୍ଣ ଖଣ୍ଡ୍‌ ସ୍ବର ଉଠାଇବା ସହ ଅଭିଯୁକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ମ୍ୟୁନିସିପାଲିଟି ମେୟର ବାସୁଦେବ ହିମିରେ ଏହାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଲିମ୍‌ ପାଇଁ ଭାରତକୁ ସୈନ୍ୟ ପଠାଇବାକୁ ଚାହୁଁଛି ଆଫଗାନିସ୍ତାନ…

କାବୁଲ, ୪।୬ : ତାଲିବାନ ଆଫଗାନିସ୍ତାନ ଦଖଲ କରିବା ପରେ ଦେଶର ସ୍ଥିତି ଅସ୍ଥିର ଏବଂ ଦୁର୍ବଳ ରହିଛି। ଆଫଗାନିସ୍ତାନକୁ କ୍ଷୁଧା ଏବଂ ରୋଗର ସଙ୍କଟରୁ...

ପାକିସ୍ତାନ କଳା ତାଲିକାରେ ସ୍ଥାନ ପାଇବା ଆଶଙ୍କା ବଢ଼ିଲା

ଓ୍ବାଶିଂଟନ,୭।୧୦: ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ କୌଣସି ପଦକ୍ଷେପ ଗ୍ରହଣ କରିବାକୁ ପଛଘୁଞ୍ଚା ଦେବାରେ ଲାଗିଛି। ଏନେଇ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖୁଥିବା...

ଲଭିଭ୍‌ରେ ଘନଘନ କ୍ଷେପଣାସ୍ତ୍ର ମାଡ଼

ଲଭିଭ୍‌, ୨୮ା୩: ଫେବୃୟାରୀ ୨୪ରୁ ପଶ୍ଚିମ ୟୁକ୍ରେନ୍‌ର ଲଭିଭ୍‌ ସହର ରୁଷିଆର ପ୍ରଚଣ୍ଡ ଆକ୍ରମଣରୁ ଏକପ୍ରକାର ରକ୍ଷା ପାଇଥିବାବେଳେ ହଠାତ୍‌ ଘନଘନ ରୁଷୀୟ ମିଶାଇଲର ସାମ୍‌ନା...

ତାଇଓ୍ବାନ୍‌ରେ ଟ୍ରେନ୍‌ ଦୁର୍ଘଟଣା: ୩୬ ଯାତ୍ରୀ ମୃତ, ୭୨ ଆହତ

ତାଇଓ୍ବାନ୍‌,୨।୪: ତାଇୱାନର ପୂର୍ବ ଉପକୂଳ ନିକଟରେ ଏକ ଟ୍ରେନ ଦୁର୍ଘଟଣା ହୋଇଛି। ଏହି ଦୁର୍ଘଟଣାରେ ଅତିକମରେ ୩୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୭୨...

ଜାପାନ-ରୁଷିଆ ମଧ୍ୟରେ ବଢ଼ିଲା ଉତ୍ତେଜନା: କୁରିଲ ଦ୍ୱୀପରେ ରୁଷିଆ କ୍ଷେପଣାସ୍ତ୍ର ପ୍ରଣାଳୀ…

ମସ୍କୋ/ଟୋକିଓ,୬।୧୨ : ରୁଷିଆ ଏବଂ ଜାପାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ହେବାର ଆଶଙ୍କା ଦେଖାଦେଇଛି। ବାସ୍ତବରେ ରୁଷିଆର ଉତ୍ତେଜନାମୂଳକ ପଦକ୍ଷେପ ପରେ ଏଭଳି...

ପ୍ରଧାନମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧି

ଲଣ୍ଡନ,୭ ।୮: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ଜଣେ ସହଯୋଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହାପରେ ବି ବୋରିସ ଜନସନ ନିଜକୁ ଆଇସୋଲେଟ କରିବାକୁ...

କ୍ୟାମରୁନରେ ଅନ୍ତିମ ସଂସ୍କାର ସମୟରେ ଭୂସ୍ଖଳନ, ୧୪ ମୃତ ମାଟିତଳେ ପୋତି ହୋଇଛନ୍ତି ଅନେକେ

ୟାଉଣ୍ଡେ,୨୮ ।୧୧: କ୍ୟାମରୁନର ରାଜଧାନୀ ୟାଉଣ୍ଡରେ ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ଅନ୍ତିମ ସଂସ୍କାର ସମୟରେ ଭୂସ୍ଖଳନ ହାଇ ୧୪ ଜଣଙ୍କ ମୃତ୍ୟୁ...

ଆମେରିକାରେ ୩୩ ହଜାର ମୃତ

ଓ୍ବାଶିଂଟନ,୧୭।୪: ଆମେରିକା ଏବେ ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି। କରୋନା ସଂକ୍ରମିତଙ୍କ ସଂଖ୍ୟା ଗୁରୁବାର ଏଠାରେ ବଢ଼ି ୬ ଲକ୍ଷ ୫୨ ହଜାରରେ ପହଞ୍ଚି ଥିବାବେଳେ ୩୩...

Advertisement
Archives

Model This Week