କାଠମାଣ୍ଡୁ,୨୭।୩: ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଅଲୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁବାର ରାତିରେ ୬୯ ବର୍ଷୀୟ ଅଲୀଙ୍କ ହୃଦ୍ସ୍ପନ୍ଦନ ବଢ଼ିଯିବା ସହ ନିଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ହେବାରୁ ତାଙ୍କୁ ତ୍ରିଭୁବନ ୟୁନିଭର୍ସିଟି ଟିଚିଂ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କୁ ସ୍ବାସ୍ଥାବସ୍ଥା ଭଲ ଅଛି ଏବଂ ତାଙ୍କୁ ଶୁକ୍ରବାର ସନ୍ଧ୍ୟାରେ ହସ୍ପିଟାଲରୁ ଡିସ୍ଚାର୍ଜ କରାଯାଇପାରେ ବୋଲି ପ୍ରଧାନମନ୍ତ୍ରୀଙ୍କ ଗଣମାଧ୍ୟମ ପରାମର୍ଶଦାତା ସୂଚନା ଦେଇଛନ୍ତି।
Posted inHome, Home Left, ଅନ୍ତର୍ଜାତୀୟ View All
ନଦୀପଠା ଜମିରେ ବିଲ୍ଡରଙ୍କ ଆଖି: ଏନ୍ଜିଟି ନିର୍ଦ୍ଦେଶ ସମ୍ପର୍କରେ ଅବଗତ ନାହିଁ ରାଜସ୍ୱ ବିଭାଗ
କଟକ ସଦର, ୨୫ା୧୦ (ସୁଶାନ୍ତ କୁମାର ଜେନା): ୨୦୨୨ ମସିହାରେ କଟକ ଜିଲା କିଶନନଗର ତହସିଲ ଅନ୍ତର୍ଗତ ରଟିଲୋ ଗ୍ରାମରେ ମହାନଦୀ ପଠାରେ ଥିବା ଏକ ହନୁମାନ…
ନ୍ୟୁଜିଲାଣ୍ଡକୁ ହରାଇବା ପରେ ଏହି ୩ ଖେଳାଳିଙ୍କ ଫ୍ୟାନ୍ ହେଲେ ଗମ୍ଭୀର, କଲେ ସ୍ପେଶାଲ ପୋଷ୍ଟ, ଚାରିଆଡେ ପଡିଗଲା ଚହଳ
ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ବିଜୟ ପରେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଖେଳାଳିଙ୍କ ପ୍ରଶଂସାରେ ଏକ ସ୍ବତନ୍ତ୍ର…
କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ
ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…
ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା
ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…
ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…
ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…
ଗଛରେ କଣ୍ଟା ପିଟି ବିଜ୍ଞାପନ, ନିରବ ବନ ବିଭାଗ: ବେଧଡ଼କ ଗଛରେ ପୋଷ୍ଟର, ବିପଦରେ ବୃକ୍ଷର ସୁରକ୍ଷା
ଦାରିଙ୍ଗବାଡ଼ି, ୨୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବନାଞ୍ଚଳରେ ଜଙ୍ଗଲ ଓ ଗାଁ ମଧ୍ୟରେ ଥିବା ମୂଲ୍ୟବାନ ବୃକ୍ଷଗୁଡ଼ିକ ଏବେ ଅସୁରକ୍ଷିତ ହୋଇପଡ଼ିଛି। ଗଛରେ କଣ୍ଟା…
ଗ୍ରାହକଙ୍କ ପାଇଁ ଜରୁରୀ ସୂଚନା: ସୋମବାର ଖୋଲିବନି ବ୍ୟାଙ୍କ, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୨୫।୧୦: କାଲି ଅର୍ଥାତ ସୋମବାର, ୨୬ ଅକ୍ଟୋବରରୁ ଏକ ନୂଆ ସପ୍ତାହ ଆରମ୍ଭ ହେବାକୁ ଯାଉଛି। ଏପରି ପରିସ୍ଥିତିରେ ଯଦି ଆପଣ ଭାବୁଛନ୍ତି ଯେ କାଲି ବ୍ୟାଙ୍କ…
ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଟିମ ଇଣ୍ଡିଆ: ବିଶ୍ୱରେ ସୃଷ୍ଟି କଲା ନୂଆ ରେକର୍ଡ, ଅଷ୍ଟ୍ରେଲିଆ-ଇଂଲଣ୍ଡ ପଡିଲେ ପଛରେ…
ନୂଆଦିଲ୍ଲୀ, ୨୫।୧୦: ଶନିବାର ନ୍ୟୁଜିଲାଣ୍ଡକୁ ଦ୍ୱିତୀୟ ଟି-୨୦ ମ୍ୟାଚରେ ୪ ଉଇକେଟ୍ରେ ପରାସ୍ତ କରିଛି ଭାରତ। ବ୍ୟାଟିଂରେ ତିଳକ ବର୍ମା, ନମନ ଧୀର ଓ ନୀତୀଶ କୁମାର…

