ନେପାଳ, ବାଲାଂଦେଶରେ ବନ୍ୟା: ୬୫ ମୃତ, ଲକ୍ଷାଧିକ ବିସ୍ଥାପିତ

କାଠମାଣ୍ଡୁ/ଢାକା,୧୫।୭: ଭାରତର କିଛି ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଦେଖାଦେଇଥିବାବେଳେ ପଡୋଶୀ ଦେଶ ନେପାଳ ଏବଂ ବାଲାଂଦେଶରେ ମଧ୍ୟ ଜଳପ୍ରଳୟ ଲାଗିରହିଛି। ବନ୍ୟା ଏବଂ ଭୁସ୍ଖଳନ ଯୋଗୁ ଏହି ଦୁଇ ଦେଶରେ ପ୍ରାୟ ୬୫ ଜଣ ଲୋକଙ୍କ ମୃତ୍ୟୁ ହେଲାଣି। ୩୦ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ବନ୍ୟା କରଣରୁ ନେପାଳ ଏବଂ ବାଲାଂଦେଶରେ ଲକ୍ଷାଧିକ ଲୋକ ଘର ଛାଡି ସୁରକ୍ଷିତ ସ୍ଥାନକୁ ପଳାଇଛନ୍ତି। ନେପାଳରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ବିସ୍ଥାପିତ କରାଯାଇଛି ବୋଲି ଗୃହମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଏକ ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାରଖାନା ସହ ଜଳିଗଲେ ୧୬ ଶ୍ରମିକ

କରାଚୀ,୨୮।୮: ପାକିସ୍ତାନର ବାଣିଜି୍ୟକ ରାଜଧାନୀ କରାଚୀସ୍ଥିତ ଏକ ରାସାୟନିକ କାରଖାନାରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୬ ଶ୍ରମିକ ପ୍ରାଣ ହରାଇଛନ୍ତି। କାରଖାନାରେ ଆହୁରି ୨୫...

ଫିଲିପାଇନ୍ସରେ ୨ଟି ଭୂକମ୍ପ ବଡ ବଡ କୋଠା କ୍ଷତିଗ୍ରସ୍ତ: ୮ ମୃତ, ୧୨ ଆହତ

ମନିଲା,୨୭।୭: ଫିଲିପାଇନ୍ସର ଲୋଜେନ ଦ୍ୱୀପର ଉତ୍ତରରେ ଥିବା ଦ୍ୱୀପ ଗୁଡିକରେ ଶନିବାର ୨ଟି ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ...

ଚାଇନା ସୈନ୍ୟବାହିନୀକୁ ଅଧିକ କ୍ଷମତା

ବେଜିଂ, ୪।୧(ପି.ଟି.): ଚାଇନାର ଜାତୀୟ ପ୍ରତିରକ୍ଷା ଆଇନରେ ସଂଶୋଧନ କରାଯାଇ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କ ନେତୃତ୍ୱାଧୀନ ସୈନ୍ୟବାହିନୀକୁ ଅଧିକ କ୍ଷମତା ପ୍ରଦାନ କରାଯାଇଛି। ଜାତୀୟ ସ୍ବାର୍ଥର...

ଜି ୧୧ରେ ସାମିଲ ହେବ ଭାରତ

ଓ୍ବାଶିଂଟନ, ୧।୬(ପି.ଟି/ଆଇଏଏନ୍‌ ଏସ୍‌): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜି ୭ ସମ୍ମିଳନୀକୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଘୁଞ୍ଚାଇଦେଇଛନ୍ତି। ଏହାସହ ସେ ଏହି ପୁରୁଣା ବ୍ଲକ୍‌କୁ ଜି...

୫୦୦ କୋଟି ଲୋକ ଶୋଷରେ ହେବେ ଆଉଟୁପାଉଟୁ…

ଓ୍ବାଶିଂଟନ,୬।୧୦: ଏବେ ପୃଥିବୀରେ ଜାରି ରହିଥିବା ବିଶ୍ୱ ତାପନ ଏବଂ ଜଳବାୟୁ ପରିବର୍ତ୍ତନ ଧାରାରେ ପରିବର୍ତ୍ତନ ନ ଆସିଲେ ଆଉ ୩୦ ବର୍ଷ ପରେ ୨୦୫୦...

ରୁଷିଆର ପ୍ରଥମ ଭାସମାନ ନ୍ୟୁକ୍ଲିୟର ପ୍ଲାଣ୍ଟ

ରୁଷିଆ ପ୍ରଥମେ ତା’ର ଭାସମାନ ନ୍ୟୁକ୍ଲିୟର ପ୍ଲାଣ୍ଟ ନିର୍ମାଣ ଶେଷ କରି ସେଥିରୁ ବିଦ୍ୟୁତ ଉପତ୍ାଦନ ଲାଗି ଯୋଜନା ବି ଚୂଡାନ୍ତ କରିଛି। ସୁନାମୀ ଓ...

ରାଜରାସ୍ତାରେ ଟ୍ରମ୍ପ୍‌ ସମର୍ଥକ: ନିର୍ବାଚନ ଫଳାଫଳ ମାନିବାକୁ ଅରାଜି

ଓ୍ବାଶିଂଟନ,୧୫।୧୧: ଆମେରିକା ରାଜରାସ୍ତାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସମର୍ଥକ ଓହ୍ଲାଇଛନ୍ତି। ସେମାନେ ନିର୍ବାଚନ ଫଳାଫଳକୁ ମାନିବାକୁ ଅରାଜି ହୋଇ ପୋଲିସ ସହିତ ଧସ୍ତାଧସ୍ତି ହୋଇଛନ୍ତି। ସମର୍ଥକମାନେ...

ଆମେରିକା ହିଂସା: ଟୁଇଟର, ଫେସବୁକ, ଇନଷ୍ଟାଗ୍ରାମ ବନ୍ଦ କଲେ ଟ୍ରମ୍ପଙ୍କ ଆକାଉଣ୍ଟ

ୱାଶିଂଟନ,୭ ।୧: ଗତ ନଭେମ୍ବରରେ ଆମେରିକାରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କୁ ହରାଇଛନ୍ତି ଜୋ ବାଇଡେନ୍ । ହେଲେ ନିଜର ପରାଜୟକୁ ଏପର୍ଯ୍ୟନ୍ତ ସ୍ୱୀକାର...

Advertisement


Archives

Model This Week