ନେପାଳ, ବାଲାଂଦେଶରେ ବନ୍ୟା: ୬୫ ମୃତ, ଲକ୍ଷାଧିକ ବିସ୍ଥାପିତ

କାଠମାଣ୍ଡୁ/ଢାକା,୧୫।୭: ଭାରତର କିଛି ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଦେଖାଦେଇଥିବାବେଳେ ପଡୋଶୀ ଦେଶ ନେପାଳ ଏବଂ ବାଲାଂଦେଶରେ ମଧ୍ୟ ଜଳପ୍ରଳୟ ଲାଗିରହିଛି। ବନ୍ୟା ଏବଂ ଭୁସ୍ଖଳନ ଯୋଗୁ ଏହି ଦୁଇ ଦେଶରେ ପ୍ରାୟ ୬୫ ଜଣ ଲୋକଙ୍କ ମୃତ୍ୟୁ ହେଲାଣି। ୩୦ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ବନ୍ୟା କରଣରୁ ନେପାଳ ଏବଂ ବାଲାଂଦେଶରେ ଲକ୍ଷାଧିକ ଲୋକ ଘର ଛାଡି ସୁରକ୍ଷିତ ସ୍ଥାନକୁ ପଳାଇଛନ୍ତି। ନେପାଳରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ବିସ୍ଥାପିତ କରାଯାଇଛି ବୋଲି ଗୃହମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଏକ ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ଶେଷ ୨ସପ୍ତାହରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ୯୭ହଜାର ଶିଶୁ: ରିପୋର୍ଟ

ଓ୍ବାଶିଂଟନ୍‌,୧୨।୮: ଆମେରିକାରେ ଜୁଲାଇ ଶେଷ ୨ସପ୍ତାହରେ ଅତି କମ୍‌ରେ ୯୭ହଜାର ଶିଶୁ କରୋନା ଭାଇରସ୍‌ ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ରାଜ୍ୟସ୍ତରୀୟ ତଥ୍ୟର ଏକ ନୂତନ...

ସୌଦି ମହିଳାଙ୍କୁ ମିଳିଲା ସ୍ବାଧୀନତା

ରିୟାଦ,୨।୮: ସାଧାରଣତଃ ସୌଦି ମହିଳାଙ୍କ ପାଇଁ ନାନା କଟକଣା ରଖାଯାଇଛି। ପୁରୁଷ କୈନ୍ଦ୍ରୀକ ସମାଜରେ ଏବେ କିନ୍ତୁ ଏହି ମହିଳାମାନେ ପୁରୁଷଙ୍କ ବିନା ପରାମର୍ଶରେ ବିଦେଶ...

ଆମେରିକା-ବ୍ରିଟେନ୍‌ ଉପରେ ବର୍ଷିଲେ ଜେଲେନସ୍କି, ୧୩ ଦିନ ଧରି ପାଶ୍ଚାତ୍ୟ ଦେଶ ଦେଉଛନ୍ତି ମିଥ୍ୟା ପ୍ରତିଶ୍ରୁତି…

କ୍ୱିଭ୍‌,୮।୩ : ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ମଙ୍ଗଳବାର ଆମେରିକା, ବ୍ରିଟେନ୍‌ ସମେତ ସମସ୍ତ ପାଶ୍ଚାତ୍ୟ ଦେଶଙ୍କ ଉପରେ ବର୍ଷିଛନ୍ତି। ଗତ ୧୩ ଦିନ ଧରି...

୪୪ ବର୍ଷରେ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିଛି ୬୦ ପ୍ରତିଶତ: ପ୍ରତିଦିନ ଶହେ ହାତୀଙ୍କ ମୃତ୍ୟୁ ଘଟୁଛି

ଓ୍ବାଶିଂଟନ,୨୫।୭: ପୃଥିବୀରେ ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ନକାରାତ୍ମକ ପ୍ରଭାବ ଜଙ୍ଗଲ ପରିସୀମା ଉପରେ ପଡ଼ିବାରେ ଲାଗିଛି। ଜଙ୍ଗଲ ଅଭାବ ଯୋଗୁ ବନ୍ୟ ପ୍ରାଣୀଙ୍କ ସଂଖ୍ୟା...

ପାକିସ୍ତାନୀ ଆତଙ୍କବାଦୀଙ୍କ ଉପରେ ପ୍ରତିବନ୍ଧକ ଲଗାଇବାକୁ ମନା କରୁଛି ଚାଇନା…

ବେଜିଂ, ୧୧।୮ : ପାକିସ୍ତାନରୁ ବ୍ୟକ୍ତିଗତ ଲାଭ ପାଇଁ ଚାଇନା ଯେକୌଣସି ସ୍ତରକୁ ଯିବାକୁ ପ୍ରସ୍ତୁତ। କେବଳ ଏତିକି ନୁହେଁ ଚାଇନା ମଧ୍ୟ ଆତଙ୍କବାଦ ସହ...

କରୋନା ସଂକ୍ରମଣରେ ମୂଳ ଭାରତୀୟ ବୈଜ୍ଞାନିକ ମୃତ: ଏଚ୍‌ଆଇଭି ଉପରେ କରିଥିଲେ ଗବେଷଣା

ନୂଆଦିଲ୍ଲୀ/ଡରବାନ୍‌,୨।୪: କରୋନା ସଂକ୍ରମଣରେ ମୂଳ ଭାରତୀୟ ଦକ୍ଷିଣ ଆଫ୍ରିକା ବୈଜ୍ଞାନିକ ପ୍ରଫେସର ଗୀତା ରାମ୍‌ଜେଙ୍କ ମୃତ୍ୟୁ ଘଟିଛି। ଡରବାନ୍‌ର ଏକ ହସ୍ପିଟାଲରେ ତାଙ୍କର ମଙ୍ଗଳବାର ମୃତ୍ୟୁ...

ପିସୋଚିନ ପହଞ୍ଚିଲା ଭାରତ ସରକାରଙ୍କ ବସ

କ୍ୱିଭ,୬ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ୟୁକ୍ରେନର ପିସୋଚିନରେ ଫସି ରହିଥିବା ପ୍ରାୟ ୨୯୮ ଭାରତୀୟ ଛାତ୍ରଙ୍କୁ ସେଠାରୁ ଉଦ୍ଧାର କରାଯାଇଛି । ୟୁକ୍ରେନରେ ଥିବା...

ପୋଷା କୁକୁର ବିନା ୟୁକ୍ରେନ ଛାଡ଼ିବାକୁ ମନା କଲେ ଭାରତୀୟ ଛାତ୍ର

ନୂଆଦିଲ୍ଲୀ,୨୭।୨: ଯୁଦ୍ଧରେ ଯର୍ଯରିତ ୟୁକ୍ରେନରେ ଫସିଥିବା ଜଣେ ତୃତୀୟ ବର୍ଷର ଇଞ୍ଜିନିୟରିଂ ଛାତ୍ର ପୋଷା କୁକୁର ବିନା ଦେଶ ଛାଡ଼ିବାକୁ ମନା କରି ଦେଇଛନ୍ତି। ଖାରକିଭ...

Advertisement
Archives

Model This Week