Posted inଖେଳ

ନେପାଳ ବ୍ୟାଟ୍ସମ୍ୟାନଙ୍କ ବିଶ୍ୱ ରେକର୍ଡ

କାଠମାଣ୍ଡୁ,୯।୨- ନେପାଳର ଯୁବ ବ୍ୟାଟ୍ସମ୍ୟାନ କୁଶାଳ ମଲ୍ଲା ସ୍ବତନ୍ତ୍ର ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ ଭାବେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଆଇସିସି ପୁରୁଷ କ୍ରିକେଟ ବିଶ୍ୱକପ୍‌ ଲିଗ୍‌ର ଦ୍ୱିତୀୟ ପର୍ଯ୍ୟାୟରେ ଶନିବାର ଆମେରିକା ବିପକ୍ଷରେ ଖେଳାଯାଇଥିବା ଦିନିକିଆ ମ୍ୟାଚ୍‌ରେ କୁଶାଳ ପଦାର୍ପଣ କରଛନ୍ତି। ସେ ୧୫ ବର୍ଷ ଓ ୩୪୦ ଦିନ ବୟସରେ ପ୍ରଥମ ଅନ୍ତର୍ଜାତୀୟ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ୫୧ ବଲର ସମ୍ମୁଖୀନ ହୋଇ ୫୦ ରନ୍‌ କରିଥିଲେ। ତାଙ୍କ ଇନିଂସ ଯୋଗୁ ନେପାଳ ୩୫ ରନ୍‌ରେ ୟୁଏସ୍‌ଏକୁ ହରାଇ ଦେଇଛି। ଏଥିପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ ଭାବେ ଅର୍ଦ୍ଧଶତକ ହାସଲ କରିବାର ରେକର୍ଡ ନେପାଳର ରୋହିତ ପଉଦେଲଙ୍କ ନାମରେ ଥିଲା। ସେ ୧୬ ବର୍ଷ ୧୪୬ ଦିନରେ ୨୦୧୯ରେ ୫୫ ରନ୍‌ର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଇଡର୍ସଙ୍କ ନାମରେ ପୁରା ନାଇଟ୍‌

ଦୁବାଇ, ୩ା୧୦: କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ରବିବାର ରାତିରେ ଖେଳାଯାଇଥିବା ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ୬ ଉଇକେଟରେ ହରାଇ ଦେଇଛି। ଟସ୍‌ ଛାଡ଼ି ଦେଲେ...

ଆଇପିଏଲ୍‌ରେ ଲଜ୍ଜାଜନକ ରେକର୍ଡ କଲେ କେକେଆର୍‌ର ଏହି କ୍ରିକେଟର; ଆସନ୍ତା ନିଲାମୀରେ କେହି…

ଦୁବାଇ,୧୬।୧୦: ଆଇପିଏଲ୍‌ ୨୦୨୧ ଫାଇନାଲ ମୁକାବିଲାରେ ଚେନ୍ନାଇ ସୁପରକିଙ୍ଗ୍ସଠାରୁ ୨୭ ରନ୍‌ରେ ପରାସ୍ତ ହୋଇଛି କୋଲକାତା ନାଇଟ୍‌ ରାଇଡର୍ସ। ଜିତିବା ପାଇଁ ଚେନ୍ନାଇ କୋଲକାତାକୁ ୧୯୩...

ବିଶ୍ୱ ହେଭିଓ୍ବେଟ୍‌ ଟାଇଟଲ ଜିତିଲେ ରୁଇଜ୍‌

ନ୍ୟୁୟର୍କ, ୩ା୬(ଏଏଫ୍‌ପି)-ହେଭିଓ୍ବେଟ୍‌ ବକ୍ସିଂ ଇତିହାସରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି ଆମେରିକାର ଆଣ୍ଡି ରୁଇଜ୍‌ ଜୁନିୟର। ସ୍ଥାନୀୟ ମାଡିସନ ସ୍କୋୟାର ଗାର୍ଡେନରେ ଅନୁଷ୍ଠିତ ଏକ ଲଢେଇରେ ଆନ୍ଥୋନୀ...

୧୪ରେ ମୁମ୍ବାଇ ଫେରିବ ଟିମ୍‌ ଇଣ୍ଡିଆ

ଲଣ୍ଡନ,୧୨।୭(ପିଟି)- ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ପରାସ୍ତ ହୋଇଥିବା ଭାରତୀୟ ଦଳ ଆସନ୍ତା ରବିବାର ସ୍ବଦେଶ ଫେରିବେ। ଦୁଇ ଦିନ ଧରି ମାଞ୍ଚେଷ୍ଟରଠାରେ ଖେଳାଯାଇଥିବା ସେମିଫାଇନାଲରେ ଭାରତୀୟ...

ଆଇପିଏଲ୍‌ରେ ସବୁଠୁ ବୟସ୍କ, କନିଷ୍ଠ ଦଳ ବିଷୟରେ ଜାଣନ୍ତି

ଚେନ୍ନାଇ,୨୦।୨:ଇଣ୍ଡିଆନ ପ୍ରିମିୟର ଲିଗ୨୦୨୧ର ନିଲାମରେ ମୋଟ ୫୭ ଖେଳାଳି ବିକ୍ରି ହୋଇଛନ୍ତି। କିଙ୍ଗସ ଏକାଦଶ ପଞ୍ଜାବ ସର୍ବାଧିକ ୯ ଖେଳାଳି କିଣିଥିବାବେଳେ ସନରାଇଜର୍ସ ହାଇଦ୍ରାବାଦ ମାତ୍ର...

ଗିଲ୍‌ଙ୍କ ବିସ୍ଫୋରକ ବ୍ୟାଟିଂ,ଏଲ୍‌ଏସ୍‌ଜି ପାଇଁ ବିଜୟ ଲକ୍ଷ୍ୟ ୧୪୫ …

ମୁମ୍ବାଇ, ୧୦।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୭ତମ ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଟସ ଜିତି ପ୍ରଥମେ...

ପ୍ରଭାକର ନେପାଳ କ୍ରିକେଟ ଦଳ ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ,୧୦ା୮(ପି.ଟି.): ପୁବୁଡୁ ଦାସାନାୟକେଙ୍କ ସ୍ଥାନରେ ପୂର୍ବତନ ଅଲରାଉଣ୍ଡର ମନୋଜ ପ୍ରଭାକର ନେପାଳ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ଦାସାନାୟକେ ଜୁଲାଇରେ ତାଙ୍କ...

ଆଇସିସି ବୋର୍ଡ ବୈଠକ ଆଜି: ଟି୨୦ ବିଶ୍ୱକପ୍‌ ନେଇ ନିଷ୍ପତ୍ତି ନିଆଯିବ

ଦୁବାଇ,୧୯।୭(ପି.ଟି.): ସୋମବାର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ଭର୍ଚୁଆଲ ବୋର୍ଡ ବୈଠକ ବସିବ। ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ନେଇ ଗତ ଦୁଇମାସ...

Advertisement
Archives

Model This Week