ନେଳିଆବାଗରେ ଆବଦ୍ଧାଞ୍ଚଳ ଅବଧି ବଢ଼ିଲା

ବାଲେଶ୍ୱର ଅଫିସ, ୪ା୫-ବାଲେଶ୍ୱର ଜିଲାର ପ୍ରଥମ କରୋନା ସଂକ୍ରମିତ ନେଳିଆବାଗର ଜଣେ ୫୮ ବର୍ଷୀୟ ବୟସ୍କ ଚିହ୍ନଟ ହେବା ପରେ ଉକ୍ତ ଅଞ୍ଚଳକୁ ଗତ ଏପ୍ରିଲ ୧୯ରୁ ୨୬ତାରିଖ ପର୍ଯ୍ୟନ୍ତ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଥିଲା। ପରେ ଉକ୍ତ ଅଞ୍ଚଳରେ ଲଗାତାର ୭ଜଣ ସଂକ୍ରମିତ ଭାବେ ଚିହ୍ନଟ ହେବା ପରେ ଆବଦ୍ଧାଞ୍ଚଳକୁ ୨୬ ତାରିଖରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରଖାଯାଇଥିଲା। ପରେ ଉକ୍ତ ୫୮ ବର୍ଷୀୟ ସୁପରସ୍ପ୍ରେଡ଼ର ଭାବେ ୧୨ ଜଣଙ୍କୁ ସଂକ୍ରମିତ କରିଥିବାର ଜଣାପଡ଼ିବା ପରେ ଉକ୍ତ ଅଞ୍ଚଳକୁ ପୁଣି ଥରେ ସ୍ବତନ୍ତ୍ର ନିର୍ଦ୍ଦେଶ ଚିଠି (ନଂ, ୧୦୦୦) ଅନୁଯାୟୀ ମେ’ ୨ରୁ ୯ ତାରିଖ ପର୍ଯ୍ୟନ୍ତ ଆବଦ୍ଧାଞ୍ଚଳ ଅବଧିକୁ ବଢ଼ାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯ ଦିନ ପରେ କରୋନା ଆକ୍ରାନ୍ତଙ୍କଠାରୁ ହୁଏନା ସଂକ୍ରମଣ

ଲଣ୍ଡନ, ୩୦।୭: କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଆକ୍ରାନ୍ତଙ୍କଠାରୁ ସଂକ୍ରମଣ କେତେ ଦିନ ପର୍ଯ୍ୟନ୍ତ ହୋଇଥାଏ ସେ ସମ୍ପର୍କରେ ନୂଆ...

ନୂଆ ୩ ସୋସାଇଟି ପଞ୍ଜୀକରଣରେ ଜାଲିଆତି

ନୟାଗଡ଼ ଅଫିସ,୧୪।୫:ପ୍ରତି ପଞ୍ଚାୟତରେ ସୋସାଇଟି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେବା ପରେ ନୟାଗଡ଼ ଜିଲାରେ ନୂଆ ସୋସାଇଟି ପଞ୍ଜୀକରଣ କରାଯାଇଛି। ଜିଲାରେ ୧୮ଟି...

ଧାର ଟଙ୍କା ମାଗିବାରୁ ମା’ ଝିଅଙ୍କୁ ଆକ୍ରମଣ

ବାସୁଦେବପୁର,୨୧।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୁଆଗଡ଼ିଆ ପଞ୍ଚାୟତ କମାରଗଁାରେ ଶନିବାର ମା’ ଝିଅଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା...

ଗଛରେ ପିଟିହେଲା କାର୍‌

ଜମନକିରା,୧୪ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଭୋଜପୁର କୁଚିଣ୍ଡା ରାସ୍ତା ଫୁଲକୁସମ ବୁଲାଣିରେ ନିୟନ୍ତ୍ରଣ ହରାଇ ଏକ  କାର୍‌ ରାସ୍ତାକଡ଼ରେ ଥିବା  ଗଛରେ ପିଟି ହେବା...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପୂର୍ବତନ କୁଳପତିଙ୍କ ପରଲୋକ

ବ୍ରହ୍ମପୁର ଅଫିସ, ୫।୧୧: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ତଥା ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ, ସାହିତି୍ୟକ ପ୍ରଫେସର ହରିହର ଦାସ (୮୨)ଙ୍କର ବୁଧବାର ପୂର୍ବାହ୍ନରେ ସ୍ଥାନୀୟ...

୯ ମାସ ହେଲା ଧୂଳି ଖାଉଛି ପିଏମ୍‌ କେୟାର୍ସର ୨୫ ଭେଣ୍ଟିଲେଟର…

ଦରଭଙ୍ଗା,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ପିଏମ୍‌ କେୟାର୍ସ ଫଣ୍ଡ୍‌ ପକ୍ଷରୁ...

ଗଞ୍ଜାମରେ ପୁଣି ୩୦ କରୋନା ପଜିଟିଭ ଚିହ୍ନଟ: ରହିଛନ୍ତି ୬ ଯୋଦ୍ଧା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୫କୁ...

କରୋନା ଆକ୍ରାନ୍ତ ହେଲେ ରେସିଂ ଟ୍ରାକ୍‌ର ବାଦ୍‌ଶାହ

ନୂଆଦିଲ୍ଲୀ, ୨୪।୮: ଲିଜେଣ୍ଡ ଧାବକ ତଥା ରେସିଂ ଟ୍ରାକ୍‌ର ବାଦ୍‌ଶାହ ଭାବେ ବିଶ୍ୱରେ ସ୍ବତନ୍ତ୍ର ପରିଚୟ ଲାଭ କରିଥିବା ଜାମାଇକାର ଉସେନ ବୋଲ୍ଟ କରୋନା ଆକ୍ରାନ୍ତ...

Advertisement
Archives

Model This Week