Posted inଜାତୀୟ

ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି-ରାହୁଲ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ୫୬ ତମ ଶ୍ରାଦ୍ଧବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେ ଟୁଇଟ୍‌ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେହିପରି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଧ୍ୟ ଟୁଇଟ୍‌ କରି ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେ କହିଛନ୍ତି ଆଧୁନିକ ଭାରତର ବିନ୍ଧାଣୀ ହେଉଛନ୍ତି ନେହେରୁ। ତାଙ୍କର ବିଦେଶନୀତି ବେଶ୍‌ ଉଲ୍ଲେଖନୀୟ ଥିଲା। ସୂଚନାଯୋଗ୍ୟ, ନେହେରୁ ୧୮୮୯ ନଭେମ୍ବର ୧୪ରେ ଆହ୍ଲାବାଦଠାରେ ଜନ୍ମଗ୍ରହଣ କରିଥିଲେ। ୧୯୧୯ରେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ। ୧୯୬୪ ମେ ୨୭ରେ ସେ ଦେହତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଜନତା କର୍ଫ୍ୟୁ’: ବାତିଲ ହେଲା ୩ହଜାର ୭ଶହ ଟ୍ରେନ୍‌

ନୂଆଦିଲ୍ଲୀ,୨୧।୩: କୋଭିଡ-୧୯ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଏହାକୁ ନେଇ ଏବେ ସାରା ବିଶ୍ୱ ଏକ ପ୍ରକାର ସ୍ଥାଣୁ ପାଲଟି...

ଅକ୍ସିଜେନ୍‌ ହାହାକାର

ନୂଆଦିଲ୍ଲୀ/ମୁମ୍ବାଇ,୨୧ା୪: ଭାଇରସ୍‌ ଚାଲିଗଲାଣି, ଆଉ କିଛି ହେବ ନାହିଁ। ଘାତକ ଭୂତାଣୁକୁ ନେଇ ସୁରକ୍ଷାର ଏଭଳି ମିଛ ଭାବନା ଭାରତୀୟମାନଙ୍କୁ ପୁଣିଥରେ ମହାମାରୀ କବଳକୁ ଟାଣିନେଇଛି।...

ମା’ଙ୍କ ଜଳଖିଆ ଶେଷ ହୋଇ ନ ଥିବାରୁ ଚେନ୍‌ ଟାଣି ଟ୍ରେନ୍‌କୁ ଅଟକାଇଲେ ପୁଅ

ମଥୁରା,୨।୭: ଉତ୍ତରପ୍ରଦେଶର ମଥୁରା ଷ୍ଟେସନରେ ବେଆଇନ ଭାବେ ଚେନ୍‌ ଟାଣିଥିବା ନେଇ ଜଣେ ଯାତ୍ରୀଙ୍କ ଉପରେ ଅଭିଯୋଗ ହୋଇଛି। ରବିବାର ନୂଆଦିଲ୍ଲୀରୁ ହବିବ୍‌ଗଞ୍ଜକୁ ଯାଉଥିବା ଶତାଦ୍ଦୀ...

ମାର୍ଚ୍ଚ ୧୬ରେ ଶପଥ ନେବେ ଭଗଓ୍ବନ୍ତ

ଚଣ୍ଡିଗଡ଼,୧୧।୩: ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି)ର ବିପୁଳ ପରିମାଣରେ ବିଜୟ ପରେ ଏବେ ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ନେବେ। ପଞ୍ଜାବର ମୁଖ୍ୟମନ୍ତ୍ରୀ...

ସର୍ବସାଧାରଣ ସ୍ଥାନରେ ତମାଖୁ ସେବନ ଓ ଛେପ ପକାଇବା ଉପରେ କଟକଣା ଲଗାଇବାକୁ ନିର୍ଦ୍ଦେଶ ଦେଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସ୍‌ ବ୍ୟାପିବାରୁ ରୋକିବା ପାଇଁ ସରକାର ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି କ୍ରମରେ ସର୍ବସାଧାରଣ ସ୍ଥାନରେ ତମାଖୁ ସେବନ ଓ...

ଚିଦାମ୍ବରମଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୧୫।୧୧: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସ ନେତା ପି ଚିଦାମ୍ବରମଙ୍କ ନାଁରେ ହୋଇଥିବା ମନି ଲଣ୍ଡରିଂ ମାମଲାରେ...

ସୀମା ବିବାଦ ନେଇ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ପ୍ରଧାନମନ୍ତ୍ରୀ: ଉଦ୍ଧବ ଠାକରେ…

ମୁମ୍ବାଇ,୧୦।୧୨ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଉଦ୍ଧବ କହିଛନ୍ତି ମହାରାଷ୍ଟ୍ର କର୍ନାଟକ ସୀମା ବିବାଦ...

‘ଭୋଟ ବ୍ୟାଙ୍କ୍‌ ନୁହେଁ, ଆମେ ନୂଆ ଭାରତ ଗଢିବାକୁ ଆସିଛୁ’

ଶିମ୍‌ଲା,୩୧।୫: କେନ୍ଦ୍ର ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଶିମଲାରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ସକାଳ ୧୧ଟାରେ ଶିମଲାରେ ପହଞ୍ଚି ରୋଡ...

Advertisement
Archives

Model This Week