ନୋଟ ବ୍ୟବହାର ବୃଦ୍ଧିକୁ କମାଇଛି ବିମୁଦ୍ରୀକରଣ: ସୀତାରାମନ

ନୂଆଦିଲ୍ଲୀ,୧୧-୧୨: ବିମୁଦ୍ରୀକରଣ ଏବଂ ପରେ ପରେ ଲାଗୁ ହୋଇଥିବା ଡିଜିଟାଲ ନେଣଦେଣ ଦ୍ୱାରା ନୋଟ ବ୍ୟବହାର ବୃଦ୍ଧିକୁ କମାଯାଇ ପାରିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର କହିଛନ୍ତି। ଏଭଳି ପଦକ୍ଷେପ ଦ୍ୱାରା ୩ ଲକ୍ଷ କୋଟି ଟଙ୍କାର ନୋଟ ପ୍ରଚଳନ କମାଯାଇଛି। ରାଜ୍ୟସଭାକୁ ଏକ ଲିଖିତ ଉତ୍ତରରେ ସୀତାରାମନ କହିଛନ୍ତି ଯେ, ପ୍ରଚଳନରେ ଥିବା ମୁଦ୍ରା(ଏନ୍‌ଆଇସି) ୨୦୧୬ ନଭେମ୍ବର ୪ରେ ସାରା ଦେଶରେ ୧୭.୭୪ ଲକ୍ଷ କୋଟି ଟଙ୍କା ପ୍ରଚଳନରେ ଥିଲା। ଚଳିତ ବର୍ଷ ଡିସେମ୍ବର ୨ ସୁଦ୍ଧା ଏହା ୨୨.୩୫ ଲକ୍ଷ କୋଟି ଟପିଛି। ୨୦୧୪ ପରଠାରୁ ଅକ୍ଟୋବର ୨୦୧୬ ମଧ୍ୟରେ ଏନ୍‌ଆଇସିର ବାର୍ଷିକ ହାରାହାରି ଅଭିବୃଦ୍ଧି ୧୪.୫୧% ରହିଛି। ଏହା ହେଲେ ବର୍ତ୍ତମାନ ବ୍ୟବସ୍ଥାରେ ନୋଟ ପ୍ରଚଳନ ୨୫.୪୦ ଲକ୍ଷ କୋଟି ଟଙ୍କା ରହିବା କଥା। ମାତ୍ର ଏନ୍‌ଆଇସି ଏବେ ୨୨ ଲକ୍ଷ କୋଟି ଟଙ୍କା ରହିଛି। ଅର୍ଥାତ ୩ ଲକ୍ଷ କୋଟି ଟଙ୍କା ନୋଟ ପ୍ରଚଳନ କମ୍‌ କରାଯାଇଛି ବୋଲି ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri