ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କ ନାଁରେ ଗିରଫ ଓ୍ବାରେଣ୍ଟ ଜାରି

ଢାକା,୧୧।୧୦:ବାଲାଂଦେଶର ଅର୍ଥନୀତିଜ୍ଞ ତଥା ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସଙ୍କ ନାଁରେ ଗିରଫ ଓ୍ବାରେଣ୍ଟ ଜାରି ହୋଇଛି। ଢାକାର ଏକ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ୟୁନୁସଙ୍କ କମ୍ପାନୀରେ କାମ କରୁଥିବା କର୍ମଚାରୀଙ୍କ ବରଖାସ୍ତକୁ ନେଇ କୋର୍ଟରେ ମାମଲା ଚାଲିଥିଲେ ମଧ୍ୟ ସେ ଶୁଣାଣିରେ ଯୋଗ ଦେଉ ନ ଥିବାରୁ ତାଙ୍କ ନାଁରେ ଗିରଫ ଓ୍ବାରେଣ୍ଟ ଜାରି କରାଯାଇଛି ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ବିବାହ ଦିନ ସ୍ନାନ କରନ୍ତି ଏହି ମହିଳା

ଆଫ୍ରିକାର ଉତ୍ତର-ପଶ୍ଚିମରେ ଥିବା ନାମିବିୟାର କୁନେର ଅଞ୍ଚଳରେ ବସବାସ କରନ୍ତି ହୁମ୍ବା ଜନଜାତି। ଏହି ଜନଜାତିର ମହିଳାମାନେ ଜୀବନରେ କେବଳ ଥରଟିଏ ଗାଧାନ୍ତି। ଏହା ସେମାନଙ୍କର...

ଏବେ କଲମ୍ବିଆରେ ଚାଇନା ଗୁପ୍ତଚରୀ ବେଲୁନ…

ବୋଗୋଟା,୬।୨ : ଚାଇନା ଏହାର ବେଆଇନ କାର୍ଯ୍ୟରୁ ନିବୃତ୍ତ ହେବାର ନାମ ନେଉନାହିଁ। ଆମେରିକାର ବାୟୁମଣ୍ଡଳରେ ଚାଇନାର ଗୁପ୍ତଚରୀ ବେଲୁନ ଦେଖାଦେବା ପରେ ବର୍ତ୍ତମାନ କଲମ୍ବିଆର...

ମ୍ୟାନମାର ସେନାଙ୍କ ଅସ୍ତ୍ର ଯୋଗାଣକାରୀଙ୍କ ଉପରେ କନାଡାର ପ୍ରତିବନ୍ଧକ

ଓଟାୱା,୨୬ ।୩: ଗ୍ଲୋବଲ ଆଫେୟାର୍ସ କାନାଡା ଶୁକ୍ରବାର ଏକ ବୟାନରେ କହିଛି ମ୍ୟାନମାରରେ ସେନା ଅଧିକାରୀଙ୍କୁ ଅସ୍ତଶସ୍ତ୍ର ଯୋଗାଣ କରୁଥିବା ବ୍ୟକ୍ତି ଓ ସଂସ୍ଥା ଉପରେ...

କରୋନା ମୁକାବିଲା କରିବାକୁ ଏହି ଜିନ୍‌ ଚିହ୍ନଟ, ଜାଣନ୍ତୁ ଗବେଷଣାରୁ ଜଣାପଡ଼ିଲା ଏପରି ତଥ୍ୟ

ଓ୍ବାଶିଂଟନ,୧୭।୪: ଭାରତୀୟ ମୂଳ ବୈଜ୍ଞାନିକଙ୍କ ନେତୃତ୍ୱରେ ଆମେରିକୀୟ ଅନୁସନ୍ଧାନକାରୀଙ୍କ ଏକ ଦଳ କରୋନା ଭୂତାଣୁର ମୁକାବିଲା କରିବାରେ ଏକ ସଫଳତା ହାସଲ କରିଛନ୍ତି। ସେମାନେ ମାନବ...

ଦୋହାରେ ଡିପ୍ଲୋମାସି

ଦୋହା/କାବୁଲ,୩।୯:ପଶ୍ଚିମ ଏସୀୟ ରାଷ୍ଟ୍ର କାତାରକୁ ସାମୁଦ୍ରିକ ଆକ୍ରମଣ ଓ ବିପତ୍ତିରୁ ରକ୍ଷା କରିବା ପାଇଁ ପାରସ୍ୟ ଉପସାଗର ଉପକୂଳରେ ଦୁଇହାତ ପ୍ରସାରିଛି ଦୋହା। ଆରବୀ ଶବ୍ଦ...

ଆଫଗାନିସ୍ତାନରେ ଭୂକମ୍ପ: ୬ ମୃତ, ୯ ଆହତ

କାବୁଲ,୫ା୯: ସୋମବାର ଆଫଗାନିସ୍ତାନ ଏବଂ ପାକିସ୍ତାନର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ଥିଲା। ଏହି ଭୂକମ୍ପରେ ୬...

ଅରୁଣାଚଳ ପ୍ରଦେଶରେ ଗାଁ ନିର୍ମାଣ କରି ଭାରତକୁ ନାଲି ଆଖି ଦେଖାଉଛି ଚାଇନା

ବେଜିଂ,୨୨।୧: ଭାରତ ଏବଂ ଚାଇନା ମଧ୍ୟରେ ଲଦାଖରେ ସୀମା ବିବାଦ ଏପର୍ଯ୍ୟନ୍ତ ଥମି ନାହିଁ। ଚାଇନା ପୁଣିଥରେ ଅରୁଣାଚଳ ପ୍ରଦେଶ ଉପରେ ନିଜ ହକ୍‌ ଜାହିର...

ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ଫ୍ରାନ୍ସର ସମର୍ଥନ…

ଜେନେଭା,୧୯।୧୧ : ବ୍ରିଟେନ ପରେ ଫ୍ରାନ୍ସ ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତା ପ୍ରସଙ୍ଗ ମଧ୍ୟ ଉଠାଇଛି। ମିଳିତ ଜାତିସଂଘରେ ଫ୍ରାନ୍ସର ଡେପୁଟି...

Advertisement
Archives

Model This Week