Posted inଜାତୀୟ

ନୌକାଯାତ୍ରା କଲେ ପ୍ରିୟଙ୍କା

ବାରାଣସୀ,୧୦।୧: କଂଗ୍ରେସ ମହାସଚିବ ତଥା ଉତ୍ତର ପ୍ରଦେଶର ପ୍ରଭାରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶୁକ୍ରବାର ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ବାରାଣସୀକୁ ଦିନିକିଆ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚି ବାରାଣସୀର ରାଜଘାଟ ସ୍ଥିତ ରବିଦାସ ମନ୍ଦିରରେ ପ୍ରିୟଙ୍କା ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଛନ୍ତି। ଏହାପରେ ପଞ୍ଚଗଙ୍ଗା ଘାଟରେ ପହଞ୍ଚି ସେ ନୌକାଯାତ୍ରା କରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଏହି ଗସ୍ତ ସମୟରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଏନ୍‌ଆରସିକୁ ନେଇ ଉତ୍ତରପ୍ରଦେଶ ପୋଲିସ ଦ୍ୱାରା ଗିରଫ ହୋଇଥିବା ପ୍ରଦର୍ଶନକାରୀଙ୍କୁ ଭେଟିବେ ପ୍ରିୟଙ୍କା। ଏଥିସହ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ଛାତ୍ର ଓ ସିଭିଲ ସୋସାଇଟିର ସଦସ୍ୟଙ୍କୁ ମଧ୍ୟ ତାଙ୍କର ଭେଟିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଲିନଙ୍କ ପୁଅ ଅଟକ

ନାଗପଟ୍ଟିନମ୍‌,୨୧ା୧୧(ପି.ଟି.): ତାମିଲନାଡୁରେ ଏଆଇଏଡିଏମ୍‌କେର କୁଶାସନ ବିରୋଧରେ ସଭା କରୁଥିବାବେଳେ ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନଙ୍କୁ ପୋଲିସ ଅଟକ ରଖିବା ପରେ ଛାଡ଼ିଦେଇଛି।...

କମିଲା ମଦ ପିଇବାର ବୟସ ସୀମା

ନୂଆଦିଲ୍ଲୀ,୨୨।୩ :  ଦେଶର ରାଜଧାନୀରେ ମଦ ପିଇବା ପାଇଁ ପୂର୍ବରୁ ଧାର୍ଯ୍ୟ ବୟସ ସୀମାକୁ ହ୍ରାସ କରାଯାଇଛି। ପୂର୍ବରୁ ଦିଲ୍ଲୀରେ ମଦ ପିଇବା ପାଇଁ ଆଇନଗତ...

ମୃତ ଘୋଷିତ ହେବାର ଦିନକ ପରେ ଜୀବନ୍ତ ହୋଇଉଠିଲେ

ନୂଆଦିଲ୍ଲୀ,୨୧।୧୧: ଜଣେ ବ୍ୟକ୍ତିଙ୍କୁ ଡାକ୍ତର ମୃତ ଘୋଷଣା କରିବା ପରେ ମୃତଦେହକୁ ହସ୍ପିଟାଲର ଶବଗୃହ ଫ୍ରିଜରରେ ରଖାଯାଇଥିଲା। କିନ୍ତୁ ଫ୍ରିଜରରେ ଗୋଟିଏ ରାତି ରହିବା ପରେ...

ଭାରତର ହେବ ପିଓକେ

ନୂଆଦିଲ୍ଲୀ, ୧୮ା୯: ପିଓକେ(ପାକିସ୍ତାନ ଅଧିକୃତ କଶ୍ମୀର) ଭାରତର ଅଂଶବିଶେଷ। ଦିନେ ଏହା ଭାରତର ଅଂଶବିଶେଷ ଭାବେ ପରିଗଣିତ ହେବ। ଏନେଇ ନୂଆଦିଲ୍ଲୀ ପକ୍ଷରୁ ପ୍ରୟାସ ଜାରି...

୧୦ ଦକ୍ଷିଣ ଆଫ୍ରିକୀୟଙ୍କ ମିଳୁନି ପତ୍ତା

ବେଙ୍ଗାଲୁରୁ,୩।୧୨: କର୍ନାଟକରେ ଦେଶର ପ୍ରଥମ ୨ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ବେଙ୍ଗାଲୁରୁ ଆସିଥିବା ୧୦ ଜଣ ଦକ୍ଷିଣ ଆଫ୍ରିକା ନାଗରିକଙ୍କ ପତ୍ତା ମିଳୁନାହିଁ।...

ମାଡ୍ରାସ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଇସ୍ତଫା

ନୂଆଦିଲ୍ଲୀ,୮ା୯(ପି.ଟି.): ମେଘାଳୟକୁ ବଦଳି କରାଯିବାରୁ ମାଡ୍ରାସ ହାଇକୋର୍ଟର ମୁଖ୍ୟ ବିଚାରପତି ବିଜୟ କେ. ତାହିଲରମଣୀ ଇସ୍ତଫା ଦେଇଛନ୍ତି। ବଦଳିର ପୁନର୍ବିଚାର ପାଇଁ ସେ କରିଥିବା ଅନୁରୋଧକୁ...

ପ୍ରୟାଗରାଜ ହିଂସା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଘରେ ଚଢିଲା ବୁଲ୍‌ଡୋଜର୍‌

ପ୍ରୟାଗରାଜ,୧୨।୬: ପ୍ରୟାଗରାଜ ହିଂସା ଘଟଣାରେ ଯୋଗୀ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଜାଭେଦ ପମ୍ପଙ୍କ ଘରେ ବୁଲଡୋଜର ଚଢିଛି।...

ଦୀର୍ଘ ସମୟ ଯୁଦ୍ଧ ପାଇଁ ବାୟୁସେନା ପ୍ରସ୍ତୁତ…

ନୂଆଦିଲ୍ଲୀ,୧୦।୧୨ : ବାୟୁସେନା ମୁଖ୍ୟ ଭି.ଆର୍‌ ଚୌଧୁରୀ କହିଛନ୍ତି ଯେ ପୂର୍ବରୁ ଆମେ ନିଜକୁ ଅଳ୍ପ ଦିନିଆ ଏବଂ ଶୀଘ୍ର ଯୁଦ୍ଧ ପାଇଁ ପ୍ରସ୍ତୁତ କରୁଥିଲୁ,...

Advertisement
Archives

Model This Week