Posted inଜାତୀୟ

ନୌସେନାର କ୍ଷେପଣାସ୍ତ୍ର ପରୀକ୍ଷା ସଫଳ

ନୂଆଦିଲ୍ଲୀ,୧୮ା୫: ଭାରତୀୟ ନୌସେନା ପକ୍ଷରୁ ଶୁକ୍ରବାର ଭୂପୃଷ୍ଠରୁ ଆକାଶ ମାର୍ଗକୁ ନିକ୍ଷେପ କରାଯାଇ ପାରୁଥିବା ମଧ୍ୟମ ଧରଣ କ୍ଷେପଣାସ୍ତ୍ର (ଏମ୍‌ଆର୍‌ଏସ୍‌ଏମ୍‌)ର ସଫଳ ପରୀକ୍ଷଣ କରାଯାଇଛି। ଏ ନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ପରୀକ୍ଷଣ ପରେ ଶତ୍ରୁ ସହ ଆକାଶ ମାର୍ଗରୁ କରାଯିବାକୁ ଥିବା ଯୁଦ୍ଧ କ୍ଷମତା ବୃଦ୍ଧି ପାଇଥିବା କୁହାଯାଇଛି। ଭାରତୀୟ ନୌସେନା ଏବଂ ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା (ଡିଆର୍‌ଡିଓ)ର ସହଭାଗିତାରେ ଏହା ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଟକ ୫ କଶ୍ମୀରୀ ନେତା ମୁକୁଳିଲେ

ଶ୍ରୀନଗର,୩୧ା୧୨(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀର ବିଭାଜନ ଘୋଷଣା ପରେ ଅଗଷ୍ଟ ୫ରୁ ଅଟକ ଥିବା ୫ ଜଣ ରାଜନେତାଙ୍କୁ ପ୍ରଶାସନ ସୋମବାର...

ଅନିତା ଯାଦବଙ୍କୁ କାହିଁକି ଭେଟିଲେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା

ଲକ୍ଷ୍ନୌ,୧୭ ।୭: କଂଗ୍ରେସ ମହାସଚିବ ତଥା ଉତ୍ତର ପ୍ରଦେଶ ପ୍ରଭାରି ପ୍ରିୟଙ୍କା ଗାନ୍ଧୀ ଭଦ୍ରା ୩ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଯାଇଛନ୍ତି । ଶନିବାର...

ଶ୍ରୀଲଙ୍କାରେ ହେବ ସୀତାଙ୍କ ମନ୍ଦିର

ଭୋପାଳ,୨୮।୧: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ଘୋଷଣା କରିଛନ୍ତି ଶ୍ରୀଲଙ୍କାରେ ମାତା ସୀତାଙ୍କର ଏକ ସୁନ୍ଦର ମନ୍ଦିର ନିର୍ମାଣ କରାଯିବ। ଏହାକୁ ମଧ୍ୟପ୍ରଦେଶ ସରକାର ନିର୍ମାଣ କରିବେ।...

୩୦ ବର୍ଷରେ ୩୦ ଟ୍ରିଲିୟନ ଅର୍ଥନୀତିରେ ପହଞ୍ଚିବ ଭାରତ: ପୀୟୂଷ ଗୋୟଲ…

ନୂଆଦିଲ୍ଲୀ, ୬।୯ : ଭାରତ ବ୍ରିଟେନକୁ ପଛରେ ପକାଇ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି। ଏଠାରେ ଉଲ୍ଲେଖଯୋଗ୍ୟ ବିଷୟ ହେଉଛି ଯେ ଆମେ...

ମିଲ୍‌ଖାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର, ସ୍ତ୍ରୀ ଗୁରୁତର

ଚଣ୍ଡିଗଡ଼,୨୬।୫: କିମ୍ବଦନ୍ତୀ ଆଥ୍‌ଲେଟ ମିଲ୍‌ଖା ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କୁ ଆଇସିୟୁରୁ ବାହାରକୁ ନିଆଯାଇଛି। ସେ କୋଭିଡ୍‌ ନିମୋନିଆ ପୀଡ଼ିତ ହୋଇ ହସ୍ପିଟାଲରେ ଚିକିତ୍ସିତ...

ଶବାଗାରରେ ମହିଳାଙ୍କ ମୃତଦେହ ମୂଷା ଖାଇଗଲେ

ଆଜମଗଡ଼, ୬।୫: ଉତ୍ତରପ୍ରଦେଶର ଆଜମଗଡ଼ ଜିଲାର ଏକ ହସ୍ପିଟାଲ ଶବାଗାରରେ ଜଣେ ମହିଳାଙ୍କ ମୃତଦେହ ୪ ଦିନ ପଡ଼ିରହିବା ଫଳରେ ଏହାକୁ ମୂଷା ଓ ପିମ୍ପୁଡ଼ି...

ଅତିକ୍‌-ଅଶ୍ରଫ୍‌ଙ୍କ ହତ୍ୟା ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୨୮।୪: ଗ୍ୟଙ୍ଗଷ୍ଟର ଅତିକ୍‌ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫ୍‌ ଅହମ୍ମଦଙ୍କ ହତ୍ୟା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ନିକଟରେ ଏହି ହତ୍ୟାକାଣ୍ଡର ନିରପେକ୍ଷ...

ଅନନ୍ତନାଗରେ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୯।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନେଇ କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥାନୀୟ...

Advertisement
Archives

Model This Week