Posted inଜାତୀୟ

ନୌସେନା ଗୋଇନ୍ଦା ବିଭାଗକୁ ସୁଦୃଢ଼ ପାଇଁ ଯୋଜନା କଲା ‘ର’

ନୂଆଦିଲ୍ଲୀ, ୩୦।୬: ଭାରତୀୟ ନୌସେନାର ଗୋଇନ୍ଦା ବିଭାଗକୁ ସୁଦୃଢ଼ କରିବା ପାଇଁ ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌(ର) ପକ୍ଷରୁ ଯୋଜନା କରାଯାଇଛି। ଏହା ଦ୍ୱାରା ଶତ୍ରୁ ଉପରେ କଡ଼ା ନଜର ରଖାଯାଇ ପାରିବ। ଭାରତ ମହାସାଗରରେ ଚାଇନା ଏବଂ ପାକିସ୍ତାନ ଉପରେ ନଜର ରଖିବା ଲାଗି ଏପରି କରାଯାଉଥିବା କୁହାଯାଉଛି। ୮ ମାସ ତଳେ ମାଳଦ୍ୱୀପରେ ଚାଇନାର ହସ୍ତକ୍ଷେପ କରିବା ଘଟଣା ଯୋଗୁ ଭାରତର ଚିନ୍ତା ବୃଦ୍ଧି ପାଇଥିଲା। ସେହିପରି ପାକିସ୍ତାନରେ ଚାଇନା ବ୍ୟବସାୟିକ କ୍ଷେତ୍ର ନିର୍ମାଣ କରିବା ଭାରତ ପ୍ରତି ବିପଦ ସୃଷ୍ଟି କରିଛି। ଏସବୁକୁ ଦୃଷ୍ଟିରେ ରଖି ‘ର’ ଏପରି ନିଷ୍ପତ୍ତି ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟଫୋନ୍‌ କିଣିବା ମାନିଆ, ରକ୍ତ ବିକ୍ରି କରିବାକୁ ବ୍ଲଡ୍‌ ବ୍ୟାଙ୍କ ପହଞ୍ଚିଲେ ନାବାଳିକା…

କୋଲକାତା,୧୮।୧୦ : ସମ୍ପ୍ରତି ଆମେ ପ୍ରାୟତଃ ସ୍ମାର୍ଟଫୋନ ପାଇଁ ଲୋକଙ୍କ ମଧ୍ୟରେ ଥିବା କ୍ରେଜ ଖବର ଶୁଣିଥାଉ। କିନ୍ତୁ ପଶ୍ଚିମବଙ୍ଗରେ ଯାହା ଘଟିଛି ତାହା ପ୍ରକୃତରେ...

ଅଯୋଧ୍ୟା ଯାତ୍ରା ନେଇ ରାଜ୍‌ ଠାକ୍‌ରେ-ଅଠାଓ୍ବଲେ ମୁହାଁମୁହିଁ…

ଠାଣେ, ୧୭।୫ : କେନ୍ଦ୍ର ମନ୍ତ୍ରୀ ତଥା ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆ (ଆରପିଆଇ-ଏ) ମୁଖ୍ୟ ରାମଦାସ ଅଠାୱାଲେ କହିଛନ୍ତି ଯେ ଆସନ୍ତା ମାସରେ ଉତ୍ତରପ୍ରଦେଶର...

ଚାକିରି ଦେବାକୁ କହି ଘରକୁ ଡାକି କରୁଥିଲେ ଦୁଷ୍କର୍ମ…

ରାଞ୍ଚି,୨୮।୩: ଝାଡ଼ଖଣ୍ଡର ସେମଡ଼େଗା ସଦର ହସ୍ପିଟାଲର ଜିଲା ପ୍ରୋଗ୍ରାମ୍‌ ମ୍ୟାନେଜର ରାଜୀବ କୁମାରଙ୍କୁ ଏକାଧିକ ମହିଳାଙ୍କ ସହିତ ଦୁଷ୍କର୍ମ କରିଥିବା ଅଭିଯୋଗରେ ଗିରଫ କରାଯାଇଛି। ଚାକିରି...

କେବଳ ଫୁସଫୁସ ନୁହେଁ ଶରୀରର ଅନ୍ୟ କିଛି ମୁଖ୍ୟ ଅଙ୍ଗକୁ ବି ପ୍ରଭାବିତ କରୁଛି କରୋନା!

ଭୋପାଳ,୯ ।୭: କରୋନା ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଏହା ପ୍ରଥମେ ଫୁସଫୁସକୁ ସଂକ୍ରମିତ କରିବା ପରେ ରୋଗୀର ଅବସ୍ଥା...

ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ ହସ୍ପିଟାଲରେ ଭର୍ତ୍ତି…

ଚେନ୍ନାଇ,୧୪।୭ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜୁଲାଇ ୧୨ରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌...

ଭାଜପାର ପୂର୍ବତନ ଏମ୍‌ପି ଅଶ୍ୱିନୀ ଚୋପ୍ରାଙ୍କ ପରଲୋକ

ହରିୟାଣା,୧୮।୧: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍‌ପି ତଥା ବରିଷ୍ଠ ସାମ୍ବାଦିକ ଅଶ୍ୱିନୀ କୁମାର ଚୋପ୍ରାଙ୍କର ୬୨ ବର୍ଷ ବୟସରେ ଶନିବାର ପରଲୋକ ହୋଇଛି। କିଛିଦିନ...

୧୫ ଶ୍ରେଷ୍ଠ ମନ୍ତ୍ରୀଙ୍କ ମଧ୍ୟରେ ରାଜନାଥ, ଅଶ୍ୱିନୀ

ନୂଆଦିଲ୍ଲୀ,୩୦।୫: କୋଭିଡ୍‌ ମହାମାରୀ ବେଳେ ଟ୍ରେନ୍‌ରେ ଦେଶର ବିଭିନ୍ନ ଅଞ୍ଚଳକୁ ଖାଦ୍ୟଶସ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କେନ୍ଦ୍ର କ୍ୟାବିନେଟର...

ବିନା ମାସ୍କରେ ନଜର ଆସିଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୦।୮: ଦୀର୍ଘ ସମୟରୁ ମହାରାଷ୍ଟ୍ର ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ଭାବେ ରହିଥିବା ବେଳେ ଏଠାରେ କୋଭିଡ-୧୯ର କଡ଼ା ନିୟମ ମଧ୍ୟ ପାଳନ କରାଯାଉଥିଲା। ବର୍ତ୍ତମାନ...

Advertisement
Archives

Model This Week