Posted inଜାତୀୟ

ନ୍ୟାୟପାଳିକା ଉପରେ ଲୋକଙ୍କ ଆସ୍ଥା ବଢ଼ିଲା: ରାମ-ରହିମ୍‌ ଭକ୍ତି ପାଲଟିଲା ରାଷ୍ଟ୍ରୀୟ ଭକ୍ତି

ନୂଆଦିଲ୍ଲୀ,୯।୧୧: ରାମ ଜନ୍ମଭୂମି ବାବରୀ ମସଜିଦ୍‌ର ଐତିହାସିକ ରାୟ ଯୋଗୁ ଦେଶର ନ୍ୟାୟପାଳିକା ଉପରେ ଲୋକଙ୍କ ଆସ୍ଥା ବଢ଼ିଛି। ଏହି ରାୟ ଯୋଗୁ ରାମ-ରହିମ୍‌ ଭକ୍ତି ଏବେ ରାଷ୍ଟ୍ରୀୟ ଭକ୍ତି ପାଲଟିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଜଣାଇଛନ୍ତି। ଏହି ରାୟ କାହାର କାହାର ବିଜୟ ଅବା ପରାଜୟ ନୁହେଁ। ଏହାଦ୍ୱାରା ଦେଶର ଏକତା ସୁଦୃଢ଼ ହୋଇଥିବା ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri