Posted inଖେଳ

ନ୍ୟୁଜିଲାଣ୍ଡ ଆଗରେ ୨୯୭ ରନ୍‌ର ବିଜୟଲକ୍ଷ୍ୟ

ମାଉଣ୍ଟ ମଙ୍ଗୁନୁଇ,୧୧।୨- ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ଘରୋଇ ନ୍ୟୁଜିଲାଣ୍ଡ ଆଗରେ ୨୯୭ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି। ପ୍ରଥମେ ବ୍ୟାଟିଂ କରି ଟିମ୍‌ ଇଣ୍ଡିଆ ନିର୍ଦ୍ଧାରିତ ୫୦ ଓଭରରେ ୭ ଉଇକେଟ ହରାଇ ୨୯୬ ରନ୍‌ କରିଛି। ଦଳ ପାଇଁ ଲୋକେଶ ରାହୁଲ ୧୧୨, ଶେୟାସ ଆୟାର ୬୨, ମନୀଷ ପାଣ୍ଡେ ୪୨ ଓ ପୃଥ୍ବୀ ଶ ୪୦ ରନ୍‌ କରିଥିଲେ। ଘରୋଇ ନ୍ୟୁଜିଲାଣ୍ଡ ପକ୍ଷରୁ ବୋଲିଂରେ ହାମିଶ ବେନ୍ନେଟ ୪ ଉଇକେଟ ନେଇଥିବାବେଳେ କାଇଲ ଜାମିସନ ଓ ଜେମ୍ସ ନିଶାମ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୂର୍ବତନ ୟୁଫା ମୁଖ୍ୟଙ୍କୁ ପଚରାଉଚରା

ପ୍ୟାରିସ,୧୮।୬(ପିଟି)- ପୂର୍ବତନ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ ମୁଖ୍ୟ ମାଇକେଲ ପ୍ଲାଟିନିଙ୍କୁ ଫ୍ରାନ୍ସ ପୋଲିସ ଗିରଫ କରିବା ସହ କାତାରରେ ହେବାକୁ ଯାଉଥିବା ପରବର୍ତ୍ତୀ ଫିଫା ବିଶ୍ୱକପ୍‌...

ଓସିଏ ଆନ୍ତଃଜିଲା ୧୯ ବର୍ଷରୁ କମ୍‌ କ୍ରିକେଟ: ଭୁବନେଶ୍ୱର ‘ଏ’ ଚାମ୍ପିୟନ

ଭୁବନେଶ୍ୱର, ୨୪।୨ (କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଆନ୍ତଃଜିଲା କ୍ରିକେଟ ଟୁର୍ନାମେଣ୍ଟରେ ଭୁବନେଶ୍ୱର ‘ଏ’ ଚାମ୍ପିୟନ ହୋଇଛି।...

ନିରପେକ୍ଷ ଭେନ୍ୟୁ ପ୍ରସ୍ତାବକୁ ପିସିବିର ଆଗ୍ରାହ୍ୟ

ଲାହୋର,୧୩।୯: ଶ୍ରୀଲଙ୍କା ଦଳର ସୀମିତ ଓଭର କ୍ରିକେଟ ସିରିଜ୍‌ ପାଇଁ ପାକିସ୍ତାନ ଗସ୍ତ ନେଇ ଅନିଶ୍ଚିତତା ଜାରି ରହିଛି। ଏହି ସିରିଜ୍‌କୁ କୌଣସି ନିରପେକ୍ଷ ଭେନ୍ୟୁରେ...

ଦକ୍ଷିଣ ଆଫ୍ରିକାର ଆଗରେ ୨୧୨ ରନ୍‌ର ଟାର୍ଗେଟ୍‌

ନୂଆଦିଲ୍ଲୀ,୯।୬: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ ଗୁରୁବାର ଆରମ୍ଭ ହୋଇଯାଇଛି। ଅରୁଣ ଜେଟ୍‌ଲି ଷ୍ଟାଡିୟମରେ ଆରମ୍ଭ ହୋଇଥିବା...

କିଛି ମିନିଟ୍‌ ମଧ୍ୟରେ ବିକ୍ରି ହୋଇଗଲା ଭାରତ-ପାକିସ୍ତାନ ମ୍ୟାଚ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୫।୯: ଟି-୨୦ ବିଶ୍ୱକପ ୨୦୨୨ରେ ୨୩ ଅକ୍ଟୋବରରେ ହେବାକୁ ଥିବା ହେବାକୁ ଥିବା ଭାରତ-ପାକିସ୍ତାନ ମ୍ୟାଚର ସମସ୍ତ ଟିକେଟ ବିକ୍ରି ହୋଇସାରିଛି। ଆଇସିସିର ପ୍ରେସ ବିଜ୍ଞପ୍ତିରେ...

ବିଜୟ ସୁନିଶ୍ଚିତ ଦେଖି ଉତ୍ସବ ମନାଇବା ଅନୁଚିତ

କ୍ରୀଡ଼ାରେ ବିଜୟ ସୁନିଶ୍ଚିତ ଦେଖି ଉତ୍ସବ କିମ୍ବା ସେଲିବ୍ରେଶନ କରିବା କଦାପି ଉଚିତ ନୁହେଁ। ଏହା ମହଙ୍ଗା ପଡ଼ିପାରେ। ଟ୍ରେନିଙ୍କୁ ଏ ସମ୍ପର୍କରେ ଅବଗତ କରାଇବା...

୨୦୨୨ ଆଇପିଏଲ୍‌ ପୂର୍ବରୁ ଆର୍‌ସିବିର ବଡ଼ ଘୋଷଣା

ବାଙ୍ଗାଲୋର,୯।୧୧: ୨୦୨୨ ଆଇପିଏଲ୍‌ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ପକ୍ଷରୁ କୋଚ୍‌ ପଦ ନେଇ ବଡ଼ ଘୋଷଣା କରାଯାଇଛି। ମଙ୍ଗଳବାର ଆରିସିବି ଆଗାମୀ ଦୁଇ ବର୍ଷ...

ଜାତୀୟ କ୍ରୀଡ଼ା ପଦକ ବିଜେତାଙ୍କୁ ୩.୧୬ କୋଟି

ଭୁବନେଶ୍ୱର,୨୬।୧୦(ସ୍ପୋଟର୍‌ସ ବ୍ୟୁରୋ): ଗୁଜରାଟରେ ଅନୁଷ୍ଠିତ ୩୬ ତମ ଜାତୀୟ କ୍ରୀଡାରେ ପଦକ ବିଜେତା ଆଥଲେଟ ମାନଙ୍କୁ ପୁରସ୍କୃତ କରିଛନ୍ତି ଓଡ଼ିଶା ସରକାର। କ୍ରୀଡା ଓ ଯୁବସେବା...

Advertisement
Archives

Model This Week