ନ୍ୟୁୟର୍କରେ ବିସ୍ଫୋରଣ: ୪ ମୃତ, ୩ ଆହତ

ନ୍ୟୁୟର୍କ,୧୨।୧୦: ଆମେରିକାର ନ୍ୟୁୟର୍କରେ ଥିବା ଏକ ପ୍ରାଇଭେଟ କ୍ଲବରେ ବିସ୍ଫୋରଣ ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ଶନିବାର ସକାଳ ୭ ସମୟରେ ବ୍ରୁକ୍‌ଲିନ୍‌ରେ ଏଭଳି କାଣ୍ଡ ଘଟିଥିଲା। ପୋଲିସ ସିସିଟିଭି ଯାଞ୍ଚ୍‌ କରି ଅଭିଯୁକ୍ତଙ୍କୁ ଖୋଜିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା ପାଇଁ ଭାରତର ସହଯୋଗ ଲୋଡ଼ିଲେ ଟ୍ରମ୍ପ୍‌

ୱାଶିଂଟନ,୫ ।୪: କରୋନା ସଂକ୍ରମଣ ଯୋଗୁ ଆମେରିକାର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି । ଏପରିସ୍ଥଳେ କରୋନା ମୁକାବିଲା ଲାଗି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍...

ଖୁସି ଖବର: କରୋନା ଟୀକା ପ୍ରସ୍ତୁତିରେ ଆମେରିକାକୁ ସଫଳତା

ଓ୍ବାଶିଂଟନ, ୧୫।୭: ଆମେରିକାରୁ ଖୁସି ଖବର ମିଳିଛି। କରୋନା ସଂକ୍ରମଣ ରୋକିବା ପାଇଁ ଆମେରିକା ଟୀକା ପ୍ରସ୍ତୁତିରେ ସଫଳତା ହାସଲ କରିଛି। ଏହାର ପ୍ରୟୋଗ ମନୁଷ୍ୟଙ୍କଠାରେ...

୧୦୦୦ଫୁଟ୍‌ ଉପରୁ ଖସି ଗୋବ୍ରାଇଟ୍‌ଙ୍କ ପରଲୋକ

ଓ୍ବାଶିଂଟନ, ୩୦।୧୧: ଉତ୍ତର ମେକ୍ସିକୋର ଏକ ୧୦୦୦ ଫୁଟ୍‌ ଉଚ୍ଚ ଶିଳା ଉପରୁ ଖସିପଡ଼ି ଆମେରିକାର ପ୍ରଖ୍ୟାତ ପର୍ବତାରୋହୀ ବ୍ରାଡ୍‌ ଗୋବ୍ରାଇଟ୍‌ଙ୍କ ପରଲୋକ ହୋଇଛି। ୩୧...

ଟ୍ରମ୍ପଙ୍କ ଶୋଚନୀୟ ପରାଜୟ ଘଟିବ

ଓ୍ବାଶିଂଟନ,୨୩ା୫: ଅଣାୟତ୍ତ କରୋନା ସଙ୍କଟ ଏବଂ ଅର୍ଥନୈତକ ଅବନତି ଯୋଗୁ ଆସନ୍ତା ନଭେମ୍ବରରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଐତିହାସିକ ପରାଜୟ...

ଆଖିର ଏସ୍‌-୨ ରିସେପ୍ଟର ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ

ଓ୍ବାଶିଂଟନ,୧୨।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କେତେକ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ଲୋକଙ୍କୁ ମାସ୍କ୍‌ ପିନ୍ଧିବା ଲାଗି...

କରୋନା ନେଇ ହାଇ ଆଲର୍ଟ: ବୁହାନରେ ଥିବା ନିଜ ନାଗରିକଙ୍କୁ ଫେରାଇ ନେଇ ପାରୁନି ଜାପାନ

ଟୋକିଓ,୨୮।୧: ଚାଇନାର ବୁହାନରେ କରୋନା ଭୁତାଣୁ ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଇତିମଧ୍ୟରେ ଏଠାରେ ମୃତ୍ୟୁ ସଂଖ୍ୟା ୧୦୬ରେ ପହଞ୍ଚିଛି। କରୋନା ନେଇ ଜାପାନ ସରକାର...

ତାଜମହଲର ମାଲିକ ଥିଲେ ଟ୍ରମ୍ପ୍‌: ୨୦୧୬ରେ ହୋଇଥିଲା ନିଲାମ

ଓ୍ବାଶିଂଟନ, ୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟମ୍ପ୍‌ ଦିନେ ତାଜମହଲର ମାଲିକ ଥିଲେ। ସେ ତାଙ୍କର କାସିନୋର ନାମ ତାଜମହଲ ରଖିଥିଲେ। ଭାରତୀୟ ସଂସ୍କୃତିକୁ ଭଲ...

ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ୩୫ ସାଧାରଣ ଲୋକ ଏବଂ ୮୦ ଆତଙ୍କବାଦୀ ନିହତ

ଓଗାଡୋଗୁୁ,୨୫।୧୨: ଉତ୍ତର ବୁର୍କିନା ଫାସୋରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ରେ ୮୦ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୫ ଜଣ ସାଧାରଣ ଲୋକ ମଧ୍ୟ ନିହତ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *