Posted inଜାତୀୟ

ନ୍ୟୁ ଇଣ୍ଡିଆ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ: ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲକ୍ଷ୍ୟ ଧାର୍ଯ୍ୟ

ନୂଆଦିଲ୍ଲୀ,୧୫।୬: ନୀତି ଆୟୋଗ ବୈଠକରେ ନ୍ୟୁ ଇଣ୍ଡିଆ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ହୋଇଛି। ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ୨୦୨୪ ପର୍ଯ୍ୟନ୍ତ ନୂଆ ଭାରତ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ମୋଦିଙ୍କ ସବ୍‌କା ସାଥ୍‌, ସବ୍‌କା ବିକାଶ ଏବଂ ସବ୍‌କା ବିଶ୍ୱାସ ଆଧାରରେ ନୀତି ଆୟୋଗର ଯୋଜନା ପ୍ରସ୍ତୁତ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲ୍‌ରେ ମୁମ୍ବାଇରୁ ଗୋରଖପୁର ଯାତ୍ରା

ମୁମ୍ବାଇ,୨୪।୪: ଦେଶରେ ଲକ୍‌ଡାଉନ୍‌ ଯୋଗୁ ଏକପ୍ରକାର ସବୁ ଠପ୍‌ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସମସ୍ତ ପ୍ରବାସୀଙ୍କୁ ଯିଏ ଯେଉଁଠାରେ...

ଭାଜପାକୁ ଟାର୍ଗେଟ କଲେ ଆଦିତ୍ୟ

ମୁମ୍ବାଇ,୧୯।୧୨: ଶିବସେନା ନେତା ତଥା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ବିଧାନସଭାରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି...

ଚଳିତ ବର୍ଷ ଭାରତୀୟଙ୍କ ଦରମାରେ ସର୍ବାଧିକ ବୃଦ୍ଧି ହେବ…

ନୂଆଦିଲ୍ଲୀ,୧୭।୧ : ନିକଟରେ ହୋଇଥିବା ଏକ ଆକଳନରୁ ଜଣାପଡିଛି ଯେ ଚଳିତ ବର୍ଷ ଭାରତରେ କର୍ମଚାରୀଙ୍କ ଦରମା ୯.୮ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ। ସମସ୍ତ...

ଭାକ୍ସିନ୍‌ ଅସଲି କି ନକଲି ଜାଣିବେ କିପରି, କେନ୍ଦ୍ର ସରକାର ଦେଲେ ସୂଚନା…

ନୂଆଦିଲ୍ଲୀ,୫।୯: କରୋନା ମହାମାରୀ ବିରୋଧରେ ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦିଆଯାଉଥିବା ଭାକ୍ସିନ୍‌ ଅସଲି କି ନକଲି ତାହା କିପରି ଜାଣିବେ...

ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇ ଟ୍ରୋଲ ହେଲେ ତେଜସ୍ୱୀ

ପାଟନା,୨୨ ।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କୁ ବଡ ସଫଳତା ମିଳିଛି । ବିରୋଧୀ ଦଳ ପ୍ରାର୍ଥି ଯଶୱନ୍ତ ସିହ୍ନାଙ୍କୁ ହରାଇ ଦ୍ରୌପଦୀ...

ଟେନ୍‌ ଯାତ୍ରାରେ ମାସ୍କ ପିନ୍ଧିବା ପୁଣି ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୫: ରେଳ ଯାତ୍ରାରେ ପୁଣି ଥରେ କରୋନା ପ୍ରୋଟୋକଲ ଫେରିଛି। ଦେଶରେ ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବୁଧବାର ରେଲଓ୍ବେ ପକ୍ଷରୁ ଏକ ବଡ଼...

ତୃତୀୟ ଲହରରେ ଶିଶୁ-କିଶୋରଙ୍କୁ କିଭଳି ମିଳିବ ସୁରକ୍ଷା: ଜବାବ୍‌ ତଲବ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୬।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ମାମଲାର ବିଚାର ସମୟରେ ସୁପ୍ରିମ୍‌କୋର୍ଟ ଦିଲ୍ଲୀ ସରକାରଙ୍କୁ ଜବାବ୍‌ ତଲବ...

ବୟ ଫ୍ରେଣ୍ଡ୍‌ ସହ କଥା ହେବାକୁ ରୋକିବାରୁ ସାନ ଭାଇକୁ ହତ୍ୟା କଲା ଭଉଣୀ

ଲକ୍ଷ୍ନୌ, ୧୪ା୪: ୯ ବର୍ଷୀୟ ନାବାଳକ ଭାଇକୁ ଇୟର ଫୋନରେ ତଣ୍ଟି ଚିପି ହତ୍ୟା କରିଛି ନାବାଳିକା ଭଉଣୀ। ବୟ ଫ୍ରେଣ୍ଡ୍‌ ସହ କଥା ହେବାକୁ...

Advertisement
Archives

Model This Week