ନୟାଗଡ଼ରେ ବିଜେଡି, ରଣପୁରରେ ଭାଜପା ଆଗୁଆ

ନୟାଗଡ ଅଫିସ,୨୩ା୫- ୬ଷ୍ଠ ରାଉଣ୍ଡ ଗଣତି ପରେ ନୟାଗଡ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅରୁଣ ସାହୁ ୩୮୧୭ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ସେହିପରି ଚତୁର୍ଥ ରାଉଣ୍ଡ ଗଣତି ପରେ ରଣପୁର ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ ସୁରମା ପାଢୀ ୨୩୯ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ ଲୋକସଭାରେ ବିଜେଡି ଆଗୁଆ

ଭଦ୍ରକ ଅଫିସ, ୨୩।୫- ଭଦ୍ରକ ଲୋକସଭାର ପ୍ରଥମ ରାଉଣ୍ଡରେ ସିମୁଳିଆ ଓ ସୋରକୁ ବାଦ୍‌ ଦେଲେ ବିଜେଡି ଆଗୁଆ ରହିଛି। ଭାଜପା- ୧୩୮୭, ବିଜେଡି -୨୨୧୮...

୫ ବର୍ଷରେ ହରିୟାଣା କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ହୋଇଛି ୨ ଗୁଣା: ମହାରାଷ୍ଟ୍ରରେ ବଢ଼ିଛି ୬୨ ପ୍ରତିଶତ

ନୂଆଦିଲ୍ଲୀ,୧୯।୧୦: ହରିୟାଣାରେ ଗତ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ଦୁଇଗୁଣା ବଢ଼ିଛି। ଅପରପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର...

ଜୟପୁରରେ ଭୋଟ ଗଣତି ଆରମ୍ଭ

ଜୟପୁର,୨୩ା୫(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ସମଗ୍ର ରାଜ୍ୟରେ ଭୋଟ ଗଣତି ହେଉଛି। ଏନେଇ ସମସ୍ତ ଷ୍ଟ୍ରଙ୍ଗ୍‌ରୁମ ପାଖରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ...

ମୋଦିଙ୍କର ଅର୍ଥନୀତିରେ ଜ୍ଞାନ ନାହିଁ: ରାହୁଲ

ହରିୟାଣା,୧୮।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣାର ସୋନିପଥରେ ବିରୋଧୀ କଂଗ୍ରେସ ଉପରେ...

ଛେଣ୍ଡିପଦାରେ ଅଗସ୍ତି ବେହେରା ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)– ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୪ର୍ଥ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୯୩୬ ଭୋଟରେ ଆଗରେ...

୪୫, ୦୨୭ ଭୋଟରେ ଅନୁଭବ ଆଗରେ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧,୫୩,୦୦୧ ଭୋଟ ପାଇଥିବା ବେଳେ ଭାଜପା...

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ଜାରି କଲା ଘୋଷଣାପତ୍ର

ଚଣ୍ଡିଗଡ଼,୧୩।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ଘୋଷଣା ପତ୍ର ଜାରି କରିଛି। ଏଥିରେ କୃଷକ, ଗରିବ, ଯୁବବର୍ଗ ଓ...

ଆଗରେ ଖଟ୍ଟର

ହରିୟାଣା,୨୪।୧୦:ହରିୟାଣା ବିଧାନସଭା ନିର୍ବାଚନର ଫଳଫଳ ପାଇଁ ଗୁରୁବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି। ତେବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ପ୍ରଥମ...

Advertisement


Archives

Model This Week