ନୟାଗଡ଼ରେ ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

ଦଶପଲ୍ଲା,୧୮।୪(ଡି.ଏନ.ଏ): ନୟାଗଡ଼ ଦଶପଲ୍ଲା ନିର୍ବାଚନମଣ୍ଡଳୀର ବିଭିନ୍ନ ବୁଥ୍‌ରେ ସକାଳୁ ଭୋଟରମାନେ ଲମ୍ବାଧାଡ଼ିରେ ଠିଆ ହୋଇ ନିଜର ମତ ସାବ୍ୟସ୍ତ କରିଛନ୍ତି। ବିଧାନସଭା ଆସନ ପାଇଁ ୭ ଜଣ ଆଶାୟୀ ପ୍ରାର୍ଥୀ ଥିବା ବଳେ ୨୩୪ଟି ବୁଥ୍‌ରେ ମତଦାତାମାନେ ଶାନ୍ତିଶୃଙ୍ଖଳାର ସହ ଭୋଟଦାନ କରି ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେରରେ ବ୍ରଜକିଶୋର ୭୧୮୧ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୦ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୭୧୮୧ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌...

ବିଭୂତି ପ୍ରଧାନ ୯୯୦ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୭ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୪୦,୪୯୯ ଭୋଟ ପାଇଛନ୍ତି। ତାଙ୍କ...

୪ର୍ଥ ରାଉଣ୍ଡ ଶେଷ: ହିନ୍ଦୋଳରେ ବିଜେଡି ଆଗୁଆ

ହିନ୍ଦୋଳ, ୧୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡିର ସୀମାରାଣୀ ନାୟକ ଆଗୁଆ ଅଛନ୍ତି। ତାଙ୍କୁ ୮୮୨୩ ଭୋଟ ମିଳିଛି। ସେହିପରି ଭାଜପାର ଅଶୋକ...

ବିଧାୟକ ପଦରୁ ଇସ୍ତଫା ଦେଇପାରନ୍ତି ଅଖିଳେଶ-ଆଜମ

ଲକ୍ଷ୍ନୌ,୧୨।୩: ଚଳିତ ବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବହୁମତ ସହ ସଂଖ୍ୟାଗରିଷ୍ଠତାରେ ଭାଜପା ଐତିହାସିକ ବିଜୟ ଲାଭ କରିଛି। ପୁଣି ଥରେ ରାଜ୍ୟରେ ସରକାର ଗଢ଼ିବ...

୮ମ ରାଉଣ୍ଡରେ ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୮ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ମୋଟ୍‌ ୫୬୯୬ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ୮ମ...

ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ

ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍‌ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର...

କେନ୍ଦ୍ରାପଡ଼ା ବିଧାନସଭା ଆସନରେ କଡ଼ା ଟକ୍କର

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ବିଧାନସଭା ଆସନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ୪ର୍ଥ ରାଉଣ୍ଡ ଗଣତି ପରେ ବିଜେଡି...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ମଇଦାନରେ ୯୪୩ ପ୍ରାର୍ଥୀ; ୨୧୦ଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୫ା୪(ଆଇଏଏନ୍‌ଏସ୍‌): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୧୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେମାନଙ୍କ ମଧ୍ୟରୁ ୧୫୮ ଜଣଙ୍କ ନାମରେ...

Advertisement
Archives

Model This Week