ନୟାଗଡ଼ର କରୋନା ସନ୍ଦିଗ୍ଧଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

ଭୁବନେଶ୍ୱର,୧୩।୩(ବ୍ୟୁରୋ): ନୟାଗଡ଼ର କରୋନା ସନ୍ଦିଗ୍ଧ ଯୁବକଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେ ବର୍ତ୍ତମାନ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ଗତ ୪ ଦିନ ହେବ ଥଣ୍ଡା ଏବଂ ଜ୍ୱର ହୋଇଛି। ଶୁକ୍ରବାର ସ୍ବାବ୍‌ ନମୁନା ପରୀକ୍ଷା ଲାଗି ଆର୍‌ଏମ୍‌ସିକୁ ପଠାଯାଇଛି।
ସୂଚନାଯୋଗ୍ୟ, ତାମିଲନାଡ଼ୁରେ ରହି କାମ କରୁଥିବା ନୟାଗଡ଼ର ଉକ୍ତ ଯୁବକ ଗୁରୁବାର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ସେଠାରୁ ଫେରିବା ପରେ ତାଙ୍କୁ ଜ୍ୱର ଓ କାଶ ହେବାରୁ ଭାପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଗଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବଜେଟରେ ପ୍ରାମାଣିକ ଚଳଚ୍ଚିତ୍ର

କଟକ ଅଫିସ,୧୫ା୪: ଦୃଢ ଇଚ୍ଛାଶକ୍ତି ଓ ନିଷ୍ଠା ଥିଲେ ଅସମ୍ଭବରେ ବି ଭରିଦେଇହେବ ସମ୍ଭାବନାର ରଙ୍ଗ। ମିଳିପାରିବ ସଫଳତା। କେତେଜଣ ଯୁବତୀ ଯୁବକ ଏହା ପ୍ରମାଣିତ...

ଆସନ୍ତା ୨୨ରେ ବିମାନରେ ଉଡ଼ିବେ ୪୪ ଦିବ୍ୟାଙ୍ଗ ପିଲା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବିମାନରେ ଉଡିବେ ଦିବ୍ୟାଙ୍ଗ ପିଲା। ଦୂର ଦିଗ୍‌ବଳୟରୁ ଦୁନିଆକୁ ଦେଖିବାର ସୌଭାଗ୍ୟ ଅର୍ଜନ କରିବେ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ, ଏୟାରପୋର୍ଟ ଅଥରିଟି ଅଫ...

ଆଜିଠୁ ଦୋକାନ ଉପରେ କଟକଣା

ପୁରୀ ଅଫିସ,୨୧ା୩: କରୋନା ଭାଇରସକୁ ନେଇ ଏବେ ସବୁଠି ଆଲୋଚନା। ଏହି ପ୍ରାଣଘାତୀ ଭାଇରସ୍‌କୁ କିପରି ମୁକାବିଲା କରାଯାଇପାରିବ ସେ ନେଇ ରାଜ୍ୟ ସରକାର ବିଭିନ୍ନ...

ଜେନାପୁର ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଜିଲାପାଳଙ୍କ ଅଫିସ ଆଗରେ ଆମରଣ ଅନଶନ

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଜେନାପୁର ଡାକ୍ତରଖାନା ସ୍ବାସ୍ଥ୍ୟାବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ପ୍ରଶାସନ ପାଖରେ ଦାବି ରଖିଥିଲେ...

ପୁଣି ୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ଆଉ ୬ ଜଣଙ୍କ ଜୀବନ ଯାଇଛି। ଫଳରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ଏହି ୬ ମୃତକଙ୍କ...

ଅକ୍ଟୋବର ୨ରୁ ମୋ ସରକାର: ଲୋକଙ୍କୁ ଭଲ ବ୍ୟବହାର ପ୍ରଦର୍ଶନ କର: ଡିଆଇଜି

ଛତ୍ରପୁର,୩ା୯(ଡି.ଏନ୍‌.ଏ.)-ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକାରୀ ହେବା ବ୍ୟବସ୍ଥାରେ ସ୍ବଚ୍ଛତା ଆଣିବା ଏହାର ଲକ୍ଷ୍ୟ ା ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ‘ମୋ...

ଭୁବନେଶ୍ୱରରେ ମିଳିବ ପ୍ରଶାସନିକ ସେବା ଲାଗି କୋଚିଂ- ଜୁନ୍‌ ୨୪ରୁ କ୍ଲାସ୍‌ ଆରମ୍ଭ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ଏଣିକି ପ୍ରଶାସନିକ ସେବା କୋଚିଂ ଲାଗି ବାହାର ରାଜ୍ୟକୁ ଯିବାକୁ ପଡ଼ିବନି। ପ୍ରତିଭାବାନ ଆଶାୟୀଙ୍କୁ ଭୁବନେଶ୍ୱରରେ ଉନ୍ନତମାନର କୋଚିଂ ଦିଆଯିବ। ପ୍ରଶାସନିକ ସେବାରେ ଓଡ଼ିଆଙ୍କ ସଫଳତା...

ମା’ବାପ୍‌ ଛେଉଁଡ୍‌ ତୁଷାରକୁଁ ଉଧାର କଲା ପରଶାସନ

  ଭବାନୀପାଟଣା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ପଁଚେତ୍‌ ବାରିକପଡ଼ାର ମା’ବାପ୍‌ ଛେଉଁଡ୍‌ ତୁଷାର ବାରିକ(୧୧)କୁଁ ସାହାଯ୍‌ର ହାତ୍‌ ବଢ଼େଇଛେ ଜିଲା...

Coronavirus Update


Archives

Model This Week

Why Dharitri