ନୟାଗଡ଼ର କରୋନା ସନ୍ଦିଗ୍ଧଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

ଭୁବନେଶ୍ୱର,୧୩।୩(ବ୍ୟୁରୋ): ନୟାଗଡ଼ର କରୋନା ସନ୍ଦିଗ୍ଧ ଯୁବକଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେ ବର୍ତ୍ତମାନ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ଗତ ୪ ଦିନ ହେବ ଥଣ୍ଡା ଏବଂ ଜ୍ୱର ହୋଇଛି। ଶୁକ୍ରବାର ସ୍ବାବ୍‌ ନମୁନା ପରୀକ୍ଷା ଲାଗି ଆର୍‌ଏମ୍‌ସିକୁ ପଠାଯାଇଛି।
ସୂଚନାଯୋଗ୍ୟ, ତାମିଲନାଡ଼ୁରେ ରହି କାମ କରୁଥିବା ନୟାଗଡ଼ର ଉକ୍ତ ଯୁବକ ଗୁରୁବାର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ସେଠାରୁ ଫେରିବା ପରେ ତାଙ୍କୁ ଜ୍ୱର ଓ କାଶ ହେବାରୁ ଭାପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଗଲା।


Enter your email to get our daily news in your inbox.

All Right Reserved By Dharitri.Com

ଚୋରକୁ ଧରି ଲୋକେ ପୋଲିସ ଜିମା ଦେଲେ

ସୋନପୁର/ଅମରପାଲି,୧୭।୧୧(ନି.ପ୍ର./ଡି.ଏନ୍‌.ଏ) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ହିକୁଡି ଫାଣ୍ଡି ସମ୍ମୁଖରୁ ରବିବାର ବିଳମ୍ବିତ ରାତିରେ ସିରିଜ୍‌ ଚୋରି ହୋଇଛି। ଚୋର ଏକକାଳୀନ ୫ଟି ଦୋକାନର ତାଲା...

ହୋଟେଲ ମାଲିକଙ୍କୁ ଆକ୍ରମଣ ଘଟଣା: ଧରାପଡ଼ିଲେ ନାବାଳକ

ଭୁବନେଶ୍ୱର, ୨୦।୮(ବ୍ୟୁରୋ): ରସୁଲଗଡ ଛକ ନିକଟ ତୃପ୍ତି ହୋଟେଲ ମାଲିକଙ୍କୁ ଆକ୍ରମଣ କରି ଲୁଟ ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ ଧରିଛି। ପୋଲିସ ନାବଳକଙ୍କୁ...

ତହସିଲ ଅଫିସରୁ କର୍ମଚାରୀଙ୍କୁ ତଡିଦେଲେ ଚାଷୀ

ବରଗଡ଼ ଅଫିସ୍‌,୨୫।୩।: ବରଗଡ଼ ଜିଲାରେ ଚାଷୀ ସମସ୍ୟା ଥମିବାର ନାଁ ନେଉ ନାହିଁ। ଧାନ ବିକ୍ରିକୁ ନେଇ ସରକାରୀ କଳ ପକ୍ଷରୁ କରାଯାଉଥିବା ବିଭିନ୍ନ କଟକଣାକୁ...

ପିକ୍‌କ ଭ୍ୟାଲିକୁ ଇକୋ-ଟୁରିଜମ୍‌ ମାନ୍ୟତା ଦାବି

ପୁରୁଣା ଭୁବନେଶ୍ୱର,୨୭ା୯(ଡି.ଏନ୍‌.ଏ.): ପ୍ରତିବର୍ଷ ସେପ୍ଟେମ୍ବର ୨୭ରେ ବିଶ୍ୱ ପର୍ଯ୍ୟଟନ ଦିବସ ପାଳନ କରାଯାଇଥାଏ। ସାମାଜିକ, ସାଂସ୍କୃତିକ, ଆର୍ଥିକ କ୍ଷେତ୍ରରେ ବିକାଶ ତଥା ପାରସ୍ପରିକ ସମ୍ପର୍କ ବୃଦ୍ଧି...

ଯୁବତୀଙ୍କ ଜୀବନ ରକ୍ଷା କଲେ ଅଗ୍ନିଶମ କର୍ମଚାରୀ

ଜୁନାଗଡ,୧୨।୧୦(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ସହର ନିକଟସ୍ଥ ହାତୀ ନଦୀରୁ ସୋମବାର ଅଗ୍ନିଶମ ବିଭାଗ କର୍ମଚାରୀମାନେ ଜଣେ ଯୁବତୀଙ୍କୁ ଉଦ୍ଧାର କରିଛନ୍ତି। ସେ ହେଲେ ରାଖି ମାଝୀ(୨୧)।...

ଉଚ୍ଚଶିକ୍ଷା ବିଭାଗର କଡ଼ା ନିଷ୍ପତ୍ତି:କର୍ମଚାରୀଙ୍କୁ ଜଗିବ ବାୟୋମେଟ୍ରିକ ମେଶିିନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ):କାର୍ଯ୍ୟରେ ଠକୁଥିବା କର୍ମଚାରୀଙ୍କ ପାଇଁ ଉଚ୍ଚଶିକ୍ଷା ବିଭାଗ କଡ଼ା ନିଷ୍ପତ୍ତି ନେଇଛି। କର୍ମଚାରୀମାନେ ଆଉ ଅଳ୍ପ ସମୟ କାମ କରି ପଳାଇ ଯାଇପାରିବେ ନାହିଁ।...

ଏସ୍‌ଡିଜି ଇଣ୍ଡେକ୍ସରେ ଓଡ଼ିଶା ୧ନଂ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶା ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି)-୨୦୨୦-୨୧ରେ ପ୍ରଥମ ସ୍ଥାନ ଅଧିକାର କରିଛି। ଗତ ବର୍ଷ ତୁଳନାରେ ଓଡ଼ିଶା ଏସ୍‌ଡିଜିରେ ଅଧିକ ୧୦ ପଏଣ୍ଟ ପାଇ...

୧୦ ହଜାର ଟଙ୍କାରେ ୭ମାସର ଶିଶୁପୁତ୍ରକୁ ବିକିଲା ବାପା

ଝରିଗାଁ,୯।୭(ସ୍ବ.ପ୍ର)- ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୭ମାସର ଶିଶୁପୁତ୍ରକୁ ବାପା ବିକ୍ରି କରି ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଉମରକୋଟ ବ୍ଲକ ପୂଜାରୀଗୁଡା ଗ୍ରାମର...

Advertisement
Archives

Model This Week