ନୟାଗଡ଼ର ୪ ବିଧାନସଭାରେ ବିଜେଡି ଆଗୁଆ

ନୟାଗଡ ଅଫିସ,୨୩ା୫- ପ୍ରଥମ ରାଉଣ୍ଡ ଗଣତିରେ ନୟାଗଡ଼ ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀମାନେ ଆଗୁଆ ଅଛନ୍ତି। ନୟାଗଡ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅରୁଣ ସାହୁ ୮୨୬ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ସେହିପରି ରଣପୁରରେ ସତ୍ୟନାରାୟଣ ପ୍ରଧାନ ୩୭୪, ଦଶପଲ୍ଲାରେ ରମେଶ ଚନ୍ଦ୍ର ବେହେରା ୫୭୭ ଓ ଖଣ୍ଡପଡାରେ ସୌମ୍ୟରଞ୍ଜନ ପଟ୍ଟନାୟକ ୩୬୧୭ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀଙ୍କ ଗୁଳିରେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ମାମଲା: ଏନ୍‌ଏଚ୍‌ଆର୍‌ସିଙ୍କୁ ରିପୋର୍ଟ ଦେଲେ କନ୍ଧମାଳ ଏସ୍‌ପି

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ୨୦୧୯ ନିର୍ବାଚନ ପରିଚାଳନା ପାଇଁ ବୁଥ୍‌କୁ ଯାଉଥିବାବେଳେ ମାଓବାଦୀଙ୍କ ଗୁଳିରେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଲୁଇସିଂ ପଞ୍ଚାୟତର ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଲଙ୍କ ମୃତ୍ୟୁ...

‘ଆମକୁ ଆମ ସ୍କୁଲ ଫେରାଇ ଦିଅ’

ମହାକାଳପଡ଼ା,୨୨ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ରାଜଗଡ଼ ପଞ୍ଚାୟତର ଗୟସପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ହ୍ରାସ ଯୋଗୁ ବ୍ଲକ ଶିକ୍ଷାଧିକାରୀଙ୍କ...

ନବ ଦାସ ବିଜେଡିରେ ଯୋଗଦେବା ପରେ ଅନ୍ତର୍ଦ୍ୱନ୍ଦ୍ୱ ଜଣାପଡ଼ିଯାଇଥିଲା: ନରସିଂହ

ଭୁବନେଶ୍ବର, ୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପୁଣି ନୂଆ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ନବଙ୍କୁ...

ରାଜ୍ୟରେ ନୂଆ ରୂପରେ ଲାଗୁ ହେବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍ଥ କାର୍ଡ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ରବିବାର ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ୟାସ୍‌’ ପ୍ରସ୍ତୁତି: ଭଦ୍ରକରେ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା

ଭଦ୍ରକ ଅଫିସ,୨୫। ୫ : ବାତ୍ୟା ‘ୟାସ୍‌’ର ସୁପରିଚାଳନା ଓ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏ ନେଇ ଜିଲା ପର୍ଯ୍ୟବେକ୍ଷକ...

ଆଜି ରାଜ୍ୟରୁ ପୁଣି ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୨୪ରେ ପହଞ୍ଚିଲା

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୨୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ପୁଣି ରିମାଣ୍ଡରେ ଗଲେ ପାୟଲ-ବିକାଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ସିଭି ରମଣ ବିଶ୍ୱବିଦ୍ୟାଳୟର ୯୭ ଲକ୍ଷ ଟଙ୍କା ହଡପ ମାମଲାରେ ଗିରଫ ହୋଇଥିବା ଆକାଉଣ୍ଟାଣ୍ଟ ପାୟଲ ମହାପାତ୍ର ଏବଂ ପ୍ରେମିକ ବିକାଶ କୁମାର ପୁଣି...

ଆଜିଠୁ ବିଧାନସଭାର ବଜେଟ୍‌ ଅଧିବେଶନ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଜୁନ ୨୫ରୁ ବିଧାନସଭା ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୮ ତାରିଖ ଯାଏ...

Advertisement
Archives

Model This Week