ନୟାଗଡ଼ ଜିଲାରେ ୪ ନୂଆ ଆକ୍ରାନ୍ତ: ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ କୋମଣ୍ଡ ପଞ୍ଚାୟତ ଶଟ୍‌ଡାଉନ୍‌

ନୟାଗଡ଼ ଅଫିସ,୧୨।୬: ନୟାଗଡ଼ ଜିଲାରେ ଶୁକ୍ରବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪କୁ ବୃଦ୍ଧି ଘଟିଛି। ତେବେ୪ ଆକ୍ରାନ୍ତଙ୍କ ମଧ୍ୟରୁ ଓଡ଼ଗାଁ ବ୍ଲକରୁ ୨ ଓ ରଣପୁର ବ୍ଲକରୁ ୨ ଜଣ ଅଛନ୍ତି। କୋମଣ୍ଡ ସଙ୍ଗରୋଧ କେନ୍ଦ୍ରରୁ ଯିବାର କିଛିଦିନ ପରେ କୋମଣ୍ଡ ମଶାଣି ସାହିର ଦୁଇଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି କୋମଣ୍ଡ ପଞ୍ଚାୟତର ସରପଞ୍ଚ ସୁଶାନ୍ତ କୁମାର ଦଳେଇ ଜିଲାପାଳ କ୍ଷମତା ପ୍ରୟୋଗ କରି ପଞ୍ଚାୟତକୁ ଶୁକ୍ରବାର ପୂର୍ବାହ୍ନ ୧୧ ଟାରୁ ୭୨ ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ସେହିପରି ରଣପୁର ବ୍ଲକ ଜାମୁସାହି ସଙ୍ଗରୋଧ କେନ୍ଦ୍ରରୁ ଅନୁରୂପ ଭାବେ ଗୌରଙ୍ଗପୁର ବଡ଼ମୂଳ ଅଞ୍ଚଳର ଦୁଇ ପ୍ରବାସୀ ଘରକୁ ଯିବା ପରେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା। ସମସ୍ତ ଆକ୍ରାନ୍ତଙ୍କୁ ଗୁରୁବାର ଭୁବନେଶ୍ୱର କୋଭିଡ ହସ୍ପିଟାକକୁ ପଠାଯାଇଥିବା ସିଡିଏମ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର,୯।୪(ସୁଶାନ୍ତ କୁମାର ସାହୁ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କେନ୍ଦୁଝର ଜିଲା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri