ନୟାଗଡ଼ ସହରରେ ବିଶୋଧନ

ନୟାଗଡ ଅଫିସ,୪|୪:କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ ନୟାଗଡ ସହରରେ ଅଗ୍ନିଶମ ବିଭାଗ ପକ୍ଷରୁ ଶନିବାର ବିଶୋଧନ କରାଯାଇଛି। ସହରର ଟ୍ରାଫିକ ଛକଠାରୁ ଜିଲା ମୁଖ୍ୟ ପୋଷ୍ଟ ଅଫିସ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ, ଖଣ୍ଡପଡା ରୋଡରେ ଏଲଆଇସି ଅଫିସ ସମ୍ମୁଖ ଏବଂ ଓଡ଼ଗାଁ ରାସ୍ତାରେ ମହିଳା ସମବାୟ ବ୍ୟାଙ୍କ ପର୍ଯ୍ୟନ୍ତ ବିଶୋଧନ କରାଯାଇଛି । ସେହିଭଳି ଜିଲାପାଳଙ୍କ କାର୍ଯ୍ୟାଳୟ, ଜିଲା ମୁଖ୍ୟ ଚିକିତ୍ସାଳୟ, ଏସପିଙ୍କ କାର୍ଯ୍ୟାଳୟ ଓ ନୟାଗଡ ପୋଲିସ ଟ୍ରେନିଂ ସ୍କୁଲ ପରିସର ଅନୁରୂପ ଭାବେ ବିଶୋଧନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ଚୋରି ଟଙ୍କା ଭାଗବଣ୍ଟାକୁ ନେଇ ହତ୍ୟା ସନ୍ଦେହ

ଖଲ୍ଲିକୋଟ,୧୪ା୧୨(ଡି.ଏନ.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତୁଳସୀପୁର ଗ୍ରାମ ନିକଟ ମୁଗ ବିଲରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡିଥିବା ଗ୍ରାମବାସୀ ଦେଖିଥିଲେ।...

ପୁତୁରାଙ୍କ କଟୁରି ଚୋଟରେ ବଡ଼ ମା’ ମୃତ

ଛତ୍ରପୁର,୧୫ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସିନ୍ଦୁରପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁତୁରା ସୀତାରାମ ମଣ୍ଡଳଙ୍କ କଟୁରି ଚୋଟରେ ବଡ଼...

ବର୍ଷା ପୂର୍ବରୁ କାମ ସାରିବାକୁ ଅଧିକାରୀଙ୍କୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଗାଁ (ଡି.ଏନ.ଏ)/ନୟାଗଡ଼ ଅଫିସ,୧୨।୬- ନୟାଗଡ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ମଙ୍ଗଳବାର ଅପରାହ୍ନ ୫ଟାରେ ରାଜ୍ୟ କୃଷି, ମତ୍ସ୍ୟ, ପଶୁପାଳନ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ...

ଯାଜପୁରକୁ ପଛରେ ପକାଇଲା ବାଲେଶ୍ୱର: ପାଲଟିଲା ଦ୍ୱିତୀୟ ସର୍ବାଧିକ କରୋନା ଆକ୍ରାନ୍ତ ଜିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ସକାଳେ ୧୦୧ ନୂଆ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ...

ଜୁନାଗଡରେ ପଞ୍ଚାୟତ ସମିତି ବୈଠକ: ନିମ୍ନମାନର ଛତୁଆ ଯୋଗାଣକୁ ନେଇ ଅସନ୍ତୋଷ

ଜୁନାଗଡ,୨୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସଭାଗୃହଠାରେ ଗୁରୁବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ବ୍ଲକ ଅଧ୍ୟକ୍ଷା ନୁର୍ଯ୍ୟ ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ...

ମରଣଯନ୍ତା ପାଲଟିଛି ସର୍ଭିସ ରୋଡ

ଆନନ୍ଦପୁର,୧୧। ୯(ସ୍ବ.ପ୍ର.)- ଆନନ୍ଦପୁର ଦେଇ ଯାଇଥିବା ୨୦ ନଂ ଜାତୀୟ ରାଜପଥର ସର୍ଭିସ୍‌ ରୋଡ ମାସ ମାସ ଧରି ମରଣଯନ୍ତା ପାଲଟିଛି। ବିଶେଷକରି ବହୁ ଗୁରୁତ୍ୱପୂର୍ଣ୍ଣ...

ସ୍ବାଭିମାନ ଅଞ୍ଚଳବାସୀଙ୍କୁ ମିଳିବ ମୋବାଇଲ

ଚିତ୍ରକୋଣ୍ଡା,୧୪।୧୧(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଆଦିବାସୀ ବହୁଳ ତଥା ମାଓବାଦୀ ପ୍ରବଣ ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳବାସୀଙ୍କୁ ପ୍ରଶାସନ ପକ୍ଷରୁ ମୋବାଇଲ ଯୋଗାଇ ଦିଆଯିବ। ଏ...

ଜାଲ ଚେକ ଦେଖାଇ ମହିଳାଙ୍କଠାରୁ ନେଇଗଲେ ସୁନାହାର

ଖଲ୍ଲିକୋଟ,୮ା୧୧(ଡି.ଏନ୍‌.ଏ.)-ଖଲ୍ଲିକୋଟ ଥାନା ବିକ୍ରମପୁର ଖମାରସାହିର ଜଣେ ଅସହାୟ ମହିଳାଙ୍କଠାରୁ ଶନିବାର ଅଭିନବ ଉପାୟରେ ସୁନାହାର ଲୁଟ ହୋଇଛି। ସ୍ବାମୀଙ୍କ ମୃତ୍ୟୁକାଳୀନ ସହାୟତା ଦେବା ପାଇଁ ଜାଲ୍‌...

Advertisement
Archives

Model This Week