ନୟାଗଡ ଜିଲାରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର

ନୟାଗଡ ଅଫିସ, ୨୬।୫: ନୟାଗଡ ଜିଲାରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଔଷଧ ଦୋକାନ ଓ ସ୍ବାସ୍ଥ୍ୟସେବା ୨୪ ଘଣ୍ଟା ଚାଲୁ ରହିବ। ପ୍ରକାଶ ଥାଉକି ପୂର୍ବରୁ ସକାଳ ୭ଟାରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିବା ଫଳରେ ଭିଡ଼ ଲାଗି ରହୁଥିଲା। ସମୟ ବଢାଇବା ପରେ ଗହଳି କମିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକାରଗ୍ରସ୍ତ ଭଉଣୀଭାଇଙ୍କୁ ସହାୟତା

ଅନୁଗୋଳ ଅଫିସ, ୧୫।୫- ଅନୁଗୋଳ ପୌରପାଳିକା ୧୬ ନମ୍ବର ଓ୍ବାର୍ଡ  ସୌଭାଗ୍ୟନଗରର ମାନସିକ ବିକାରଗସ୍ତ ସରୋଜିନୀ ଓ ଭାଇ ପ୍ରଫୁଲ୍ଲ ବେହେରାଙ୍କୁ ଥଇଥାନ କରିବାକୁ ପ୍ରଶାସନ...

କଥକରେ କୃଷ୍ଣରାସ, ଓଡ଼ିଶୀରେ ଚକ୍ରବୂ୍ୟହ

କୋଣାର୍କ,୫।୧୨(ଡି.ଏନ୍‌.ଏ.): ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ଉତ୍ସବର ଶୁକ୍ରବାର ଚତୁର୍ଥ ସନ୍ଧ୍ୟାରେ କଥକ ଓ ଓଡ଼ିଶୀ ନୃତ୍ୟର ନିଖୁଣ ଉପସ୍ଥାପନା ସନ୍ଧ୍ୟା ସମୟକୁ ଚିତ୍ତାକର୍ଷକ...

୨ ମାସ ପରେ ପୁଣି ଆରମ୍ଭ ହେଲା ସଂପ୍ରସାରଣ କାର୍ଯ୍ୟ

ଆରଡ଼ି,୧୬।୧୨( ଡି.ଏନ୍‌.ଏ ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ପୁଣି ଥରେ ସଂପ୍ରସାରଣ କାର୍ଯ୍ୟ ବୁଧବାର ଆରମ୍ଭ ହୋଇଛି। ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୁତାରଙ୍କ...

ଅମ୍ଫନ ପ୍ରକଳ୍ପ ଚୟନ ତାଲିକାରେ ଚଞ୍ଚକତା: ବିପର୍ଯ୍ୟସ୍ତ ହୋଇଥିବା ରାସ୍ତା ବାଦ୍‌

ନାଉଗାଁ,୨୫।୧(ସ୍ବ.ପ୍ର.): ଅମ୍ଫନ ବାତ୍ୟାରେ କ୍ଷତିଗ୍ରସ୍ତ ରାସ୍ତାଗୁଡ଼ିକୁ ମରାମତି ପାଇଁ ନିର୍ଦ୍ଦେଶ ଆସିଥିଲା। ସେହି ଅନୁସାରେ ନାଉଗାଁ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଅମ୍ଫନରେ ବିପର୍ଯ୍ୟସ୍ତ ହୋଇଥିବା ରାସ୍ତା...

ପ୍ରତିରୋଧ ଲାଗି ଜୋର୍‌ଦାର ପ୍ରୟାସ

କାମାକ୍ଷାନଗର/ଭୁବନ, ୨୨।୩(ଡି.ଏନ.ଏ.) – ଭାରତରେ କାୟାବିସ୍ତାର କରୁଛି କରୋନା ଭାଇରସ୍‌। ଏହାକୁ ରୋକିବାକୁ ଏବେ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ସଂକ୍ରମଣ...

ସମ୍ବଲପୁରରେ ବନ୍ଦ ପାଳନ

ସମ୍ବଲପୁର,୫।୨(ବ୍ୟୁରୋ): ପଶ୍ଚିମ ଓଡିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ସମ୍ବଲପୁର ଜିଲାରେ ମଧ୍ୟ ବନ୍ଦ ପାଳନ କରାଯାଇଛି। ଓକିଲ ସଂଘ ସମୁହ କେନ୍ଦ୍ରୀୟ...

ଗଞ୍ଜାମରେ ମୃଦୁ ଭୂମିକମ୍ପ: ଭୟରେ ଘରୁ ବାହାରକୁ ପଳାଇଲେ ଲୋକେ

ପାତ୍ରପୁର,୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର କିଛି ଗ୍ରାମରେ ଶନିବାର ସକଳେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ବ୍ଲକର ଖାରିଆଗୁଡ଼ା, ତୁରୁବୁଡି, ସୁରଙ୍ଗି, ମନ୍ଦରଡା, ପଦାଦିଗି,...

ଢ଼ାବା ମାଲିକାଣୀଙ୍କୁ ହତ୍ୟା ପାଇଁ ଶୁଟରଙ୍କୁ ଡକାଇଥିଲେ ଜ୍ୱାଇଁ

ଖଡିଆଳ,୧୧।୮(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଅଧୀନ ଡୁଆଝରସ୍ଥିତ ଆପନା ଢ଼ାବା ମାଲିକାଣୀ ବାସନ୍ତୀ ମେହେର ହତ୍ୟା ଘଟଣାର ପୋଲିସ ବୁଧବାର ପର୍ଦ୍ଦାଫାସ କରିଛି। ପୋଲିସ...

Advertisement


Archives

Model This Week