ନୟାପଲ୍ଲୀ ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: ପାହାଳରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୬(ବ୍ୟୁରୋ): ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟସ୍ଥ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରେ ଜଣେ ଯୁବକଙ୍କ ହତ୍ୟା କରି ଫିଙ୍ଗିଦେବା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ପାହାଳରୁ ରବିବାର ପୋଲିସ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ପିଣ୍ଟୁ ଜେନା। ତାଙ୍କ ଘର ଜଗତସିଂହପୁର ଜିଲା ନାଉଗାଁରେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ପିଣ୍ଟୁ ଓ ନୟାଗଡ଼ କଣ୍ଟିଲେ ଅଞ୍ଚଳର ମୃତ ଦିଲୀପ କୁମାର ସାହୁ ସ୍ଥାନୀୟ ଏକ ଅଟା କଳରେ ଦୀର୍ଘଦିନ ଧରି କାମ କରୁଥିଲେ। ଉଭୟ ଅଟାକଳ ପଛରେ ଥିବା ଏକ କ୍ୟାବିନରେ ରହି ଆସୁଥିଲେ। ସୋମବାର ସାବିତ୍ରୀ ଥିବାରୁ ଦିଲୀପ ମାଲିକଙ୍କଠାରୁ ୭ହଜାର ଟଙ୍କା ଆଣିଥିଲେ। ପୂର୍ବରୁ ପିଣ୍ଟୁଙ୍କ କିଛି ପଇସା ଦିଲୀପଙ୍କ ଉପରେ ଥିବାରୁ, ସେ ତାହାକୁ ଦେବାଲାଗି ଦିଲୀପଙ୍କୁ କହିଥିଲେ। ଏଥିରେ ଅମଙ୍ଗ ହେବାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିଯୋଗୁ ଦିଲୀପଙ୍କୁ ପିଣ୍ଟୁ ହତ୍ୟା କରିବା ପରେ କାର୍ଟୁନରେ ଗୁଡ଼ାଇ ଫିଙ୍ଗି ଦେଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।

ଶନିବାର ରାତିରେ ମୃତଦେହ ଉଦ୍ଧାର କରିବା ପୂର୍ବରୁ ପିଣ୍ଟୁ ସେଠାରୁ ଫେରାର ହୋଇଯାଇଥିଲେ। ଏଣୁ ତାଙ୍କ ଉପରେ ପୋଲିସର ସନ୍ଦେହ ହୋଇଥିଲା। ପାରିପାଶ୍ୱିକ ସ୍ଥିତିରୁ ତାଙ୍କୁ ମଦ ପିଇବାକୁ ଡାକି ଗଳାକାଟି ହତ୍ୟା କରାଯାଇଥିବା ସନ୍ଦେହ କରିଥିଲା ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ

ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri