ନ ଥିଲା ସତର୍କ ସୂଚନା: ନିର୍ମାଣାଧୀନ ପୋଲ ତଳକୁ ଖସିି ବାଇକ୍‌ଆରୋହୀଙ୍କ ଜୀବନ ଗଲା

ବଡ଼ବିଲ,୨୨ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ କାଠ ଡିପୋ ନିକଟ ପୋଲ ତଳକୁ ଖସି ବୁଧବାର ଭୋର୍‌ ସମୟରେ ଜଣେ ବାଇକ୍‌ ଆରୋହୀଙ୍କ ଜୀବନ ଯାଇଛି। ମୃତ ଯୁବକ ଜଣକ ହେଲେ ବଡ଼ବିଲ ଅଞ୍ଚଳର ସୁଦର୍ଶନ ପ୍ରଧାନ।
ସୂଚନାନୁଯାୟୀ, ଭଦ୍ରାସାହି-ବଡ଼ବିଲ ରାଜ୍ୟ ରାଜପଥର କାଠ ଡିପୋ ନିକଟରେ ବଡ଼ବିଲ ଅଞ୍ଚଳର ସୁଦର୍ଶନ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ତେବେ ନିର୍ମାଣାଧୀନ ପୋଲ ନିକଟରେ କୌଣସି ସତର୍କ ସୂଚନା ଲଗା ଯାଇ ନ ଥିବାରୁ ଦ୍ରୁତଗତିରେ ଆସୁଥିବା ସୁଦର୍ଶନ ଜାଣି ନ ପାରି ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri