Posted inଖେଳ

ପଏଣ୍ଟ ବାଣ୍ଟିଲେ ଚେଲସି-ଆର୍ସେନଲ

ଲଣ୍ଡନ,୨୨।୧- ଆର୍ସେନାଲ ଷ୍ଟାଇକର ହେକ୍ଟର ବେଲରିନଙ୍କ ଗୋଲଙ୍କ ଯୋଗୁ ଷ୍ଟାମଫର୍ଡ ବ୍ରିଜଠାରେ ଖେଳାଯାଇଥିବା ଚେଲସି ବିପକ୍ଷ ମ୍ୟାଚ୍‌କୁ ଆର୍ସେନଲ ୨-୨ ଗୋଲରେ ବରାବର ରଖିବାକୁ ସକ୍ଷମ ହୋଇଛି। ଫଳରେ ଟପ୍‌ ୪ରେ ସ୍ଥାନ ପାଇଥିବା ଚେଲସି ମ୍ୟାଚ୍‌ରୁ ମାତ୍ର ଏକ ପଏଣ୍ଟ ହାତେଇବାକୁ ସକ୍ଷମ ହୋଇଛି। ମ୍ୟାଚ୍‌ର ପ୍ରଥମାର୍ଦ୍ଧର ୨୬ତମ ମିନିଟ୍‌ରେ ଆର୍ସେନାଲ ଖେଳାଳି ଡେଭିଡ ଲୁଇଜଙ୍କୁ ରେଡ୍‌କାର୍ଡ ମିଳିଥିଲା। ଏହାର ୨ ମିନିଟ୍‌ ପରେ ଚେଲସିକୁ ମିଳିଥିବା ପେନାଲ୍ଟିକୁ ଜୋର୍ଗିନୋ (୨୮ତମ ମିନିଟ୍‌) ଗୋଲରେ ପରିଣତ କରିଥିଲେ। ଦ୍ୱିତୀୟାର୍ଦ୍ଧର ୬୩ତମ ମିନିଟ୍‌ରେ ଆର୍ସେନାଲର ଗାବ୍ରିଏଲ ମାର୍ଟିନେଲଙ୍କ ଗୋଲ ବଳରେ ମ୍ୟାଚ୍‌ ସମାନ ସ୍ତରକୁ ଆସିଥିଲା। ୮୪ତମ ମିନିଟ୍‌ରେ ସିସାର ଆଜପିଲିକ୍ୟୁଟାଙ୍କ ଗୋଲ ଚେଲସିକୁ ୨-୧ ଗୋଲର ଅଗ୍ରଣୀ ଆଣିଦେଇଥିଲା। ହେଲେ ବେଲରିନ (୮୭ତମ)ଗୋଲ ଚେଲସି ହାତରୁ ସମ୍ପୂର୍ଣ୍ଣ ପଏଣ୍ଟ ହାତେଇବା ସୁଯୋଗ ଛଡ଼ାଇ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri